"ସରସ୍ୱତୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-,}} +}},)
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧୭ କ ଧାଡ଼ି:
ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ,<ref name=BMA>{{cite book|last=Birmingham Museum of Art|title=Birmingham Museum of Art : guide to the collection|year=2010|publisher=Birmingham Museum of Art|location=[Birmingham, Ala]|isbn=978-1-904832-77-5|pages=55|url=http://artsbma.org}}</ref> ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି ।<ref name=tdonaldson>Thomas Donaldson (2001), Iconography of the Buddhist Sculpture of Orissa, {{ISBN|978-8170174066}}, pages 274-275</ref>

ପାରମ୍ପରିକ ରୂପରେ ସରସ୍ଵତୀସରସ୍ବତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମଶ୍ବେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି ।

ସରସ୍ଵତୀସରସ୍ବତୀ ଶବ୍ଦର ମୂଳ ଅର୍ଥ ହେଲା - ସ୍ଵତଃସ୍ବତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସରସ୍ୱତୀ ଶବ୍ଦ ସରସ (ଗତି, ପ୍ରବାହ) ଓ ବତୀ (ଅଛି, ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ଗତିଶୀଳା ଯାହା ପ୍ରଗତିର ସୂଚକ ।<ref>{{cite web|last=ଷଡ଼ଙ୍ଗୀ|first=ଡା. ସରୋଜିନୀ|title=ବାଗ୍‌ଦେବୀ ଉପାସନା|url=http://www.dharitri.com/Bhubaneswar/240115/p6.htm|publisher=ଧରିତ୍ରୀ|accessdate=12 February 2016}}</ref>
ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ଵତୀସରସ୍ବତୀ ସମ୍ଭୁତା । ମା ସରସ୍ଵତୀସରସ୍ବତୀ, ମା [[ଲକ୍ଷ୍ମୀ]] ଓ ମା [[କାଳୀ]] ତିନୋଟି ସ୍ଵରୂପସ୍ବରୂପ ଆଦ୍ୟାଶକ୍ତିଙ୍କର ।

==ହିନ୍ଦୁ ଧର୍ମରେ ସରସ୍ଵତୀସରସ୍ବତୀ==
===ପୁରାଣ===
ପୁରାଣକାରମାନେ ସରସ୍ଵତୀଙ୍କୁସରସ୍ବତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । ବ୍ରହ୍ମାଣ୍ଡ ପୁରାଣମତେ, ସୃଷ୍ଟିର ଆରମ୍ଭ କାଳରେ ବ୍ରହ୍ମା ଯେତେବେଳେ ଧ୍ୟାନସ୍ଥ ଥିଲେ, ସେତେବେଳେ ତାଙ୍କ ଭିତରେ ସତ୍ତ୍ୱ ଗୁଣର ବିକାଶ ଘଟିଲା ଏବଂ ସେଥିରୁ ଏକ କନ୍ୟା ଜାତ ହେଲା । ତାଙ୍କର ରୂପ ଥିଲା ଦୁଗ୍‌ଧ ପରି ଶ୍ୱେତବର୍ଣ୍ଣ । ସେହି ଶ୍ୱେତବର୍ଣ୍ଣା କନ୍ୟାଙ୍କୁ ଦେଖି ବ୍ରହ୍ମା ତାଙ୍କର ପରିଚୟ ପଚାରିବାରୁ କନ୍ୟା କହିଲେ, ମୁଁ ତୁମଠାରୁ ଜାତ ହେଲି । ତେଣୁ ତୁମେ ମୋର ନାମକରଣ କର ଏବଂ ମୋର ପରିଚୟ କ’ଣ ହେବ ତାହା ସ୍ଥିର କର । ତାହା ଶୁଣି ବ୍ରହ୍ମା କହିଲେ, ତୁମର ନାମ ସ୍ୱରସ୍ୱତୀ ହେଉ । ତୁମେ ପ୍ରତ୍ୟେକଙ୍କ ଜିହ୍ୱାର ଅଗ୍ରଭାଗରେ ‘ବାକ୍’ ରୂପେ ଅବସ୍ଥାନ କରିବ । ସେଥିାଇଁ ତୁମେ ‘ବାଗ୍‌ଦେବୀ’ ରୂପେ ବିଦିତା ହେବ । ବିଶେଷ କରି ବିଦ୍ୱାନମାନେ ତୁମକୁ ଆଦର ଓ ଭକ୍ତିରେ ପୂଜା କରିବେ ।<ref>{{cite book|last=ମହାନ୍ତି|first=ଅସିତ|title=[[:s:ପୃଷ୍ଠା:Aama Debadebi.pdf/୪୮|ସରସ୍ଵତୀସରସ୍ବତୀ]]|publisher=ଆମ ଓଡ଼ିଶା|page=୪୮}}</ref>
ବାକ୍‌ଦେବୀ ବା ସରସ୍ଵତୀଙ୍କସରସ୍ବତୀଙ୍କ ମାଧ୍ୟମରେ ବ୍ରହ୍ମା [[ବିଶ୍ଵବିଶ୍ବ]] ବ୍ରହ୍ମାଣ୍ଡର ସମସ୍ତ ଜୀବ ତଥା ସ୍ଥାବରଜଙ୍ଗମ ସର୍ଜନା କଲେ । ବାକ୍ ନାମ୍ନୀ କନ୍ୟା ଅତ୍ୟନ୍ତ ସୁନ୍ଦରୀ । ସେ ନିଷ୍କାମ, କାମନାହୀନ କିନ୍ତୁ ବ୍ରହ୍ମା ତାଙ୍କ ରୂପ ଲାବଣ୍ୟରେ ବିମୋହିତ ହୋଇ ସ୍ଵୟମ୍ବୁସ୍ବୟମ୍ବୁ ବ୍ରହ୍ମା ତାଙ୍କୁ ଇଚ୍ଛା କରିବାରୁ ବ୍ରହ୍ମାଙ୍କର ମରୀଚି ଆଦି ପୁତ୍ରଗଣ ବ୍ରହ୍ମାଙ୍କୁ ନିନ୍ଦା କଲେ । ସରସ୍ଵତୀସରସ୍ବତୀ ଶରୀର ତ୍ୟାଗ କଲେ । <ref>ସମାଜ ରବିବାର, ପୃଷ୍ଠା- ୭, ୨୨- ୨୮. ୧. ୨୦୧୨</ref>

ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ଵରଙ୍କଈଶ୍ବରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ । ସେ [[ରାଧା]], ପଦ୍ମା, [[ସାବିତ୍ରୀ]], [[ଦୁର୍ଗା]] ଏବଂ ସରସ୍ଵତୀଙ୍କସରସ୍ବତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ । ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ଵତୀସରସ୍ବତୀ ଉତ୍ପନ୍ନ ହୋଇଥିଲେ ।<ref>ହୟଗ୍ରୀବ ତ୍ରିପାଠୀ,ଅନୁପମ ଭାରତ, ପୃଷ୍ଠା- ୫, ଶୁକ୍ରବାର ୧୫ ଫେବୃଆରୀ ୨୦୧୩</ref>

===ବେଦ===
[[ଋକ ବେଦ]] ମତେ ସରସ୍ଵତୀସରସ୍ବତୀ ମହାଶକ୍ତିଙ୍କର ଉତ୍ସ । ଏହି ଦେବୀ ନିରାକାର, ନିର୍ଗୁଣ, ନିର୍ମାୟା । ତାଙ୍କୁ ମାତା ଏବଂ ନଦୀ ରୂପରେ ସ୍ତୁତି କରି ଋଗ୍ ବେଦରେ ଲେଖାଯାଇଛି ।

ଅମ୍ବି ତମେ ନଦୀ ତମେ/ଦେବୀ ତମେ ସରସ୍ଵତୀସରସ୍ବତୀ,

ଅପ୍ରଶସ୍ତ ଇବ ସ୍ଵାମିସ୍ବାମି/କ୍ରଶସ୍ତି ମମ ନିସ୍କୃତି ।

ଆର୍ଯ୍ୟ ଋଷିଗଣ ସ୍ତୁତି କରୁଛନ୍ତି : ହେ ଶ୍ରେଷ୍ଠ ମାତା, ହେ ଶ୍ରେଷ୍ଠ ନଦୀ, ହେ ଶ୍ରେଷ୍ଠ ଦେବୀ, ଆମେ ସବୁ ଅପ୍ରଶସ୍ତ ପ୍ରାଣୀ, ଆମକୁ ପ୍ରଶସ୍ତ ତଥା ବିସ୍ତାରିତ କରାଅ ।

ବେଦରେ ଦେବୀମାନଙ୍କର ବନ୍ଦନାରେ ଦେବୀ ସରସ୍ଵତୀଙ୍କରସରସ୍ବତୀଙ୍କର ବର୍ଣ୍ଣନା ପ୍ରଥମ ଏବଂ ପ୍ରଧାନ ।

ଦେବୀ ସରସ୍ଵତୀସରସ୍ବତୀ ବନ୍ଦନା
ଶୁକ୍ଳାଂ ବ୍ରହ୍ମ ବିଚାର ସାର ପରମା

ଆଦ୍ୟାଂ ଜଗତ୍ ବ୍ୟାପୀନିଂ ॥

୪୬ କ ଧାଡ଼ି:
ହସ୍ତେ ସ୍ଫଟିକ ମାଳୀକାଂ ବିଦଧତୀ

ପଦ୍ମାସନେ ସଂସ୍ଥିତାଂ ॥

ବନ୍ଦେତ୍ୱାଂ ପରମେଶ୍ଵରୀପରମେଶ୍ବରୀ ଭଗବତିଂ

ବୁଦ୍ଧି ପ୍ରଦାଂ ସରାଦାଂ ॥

==ଅନ୍ୟ ଧର୍ମରେ ସରସ୍ଵତୀସରସ୍ବତୀ==
[[ହିନ୍ଦୁଧର୍ମ]] ବ୍ୟତୀତ [[ବୌଦ୍ଧ ଧର୍ମ|ବୌଦ୍ଧ]], [[ଜୈନ ଧର୍ମ|ଜୈନ]] ଧର୍ମରେ ମଧ୍ୟ ଦେବୀ ସରସ୍ଵତୀଙ୍କରସରସ୍ବତୀଙ୍କର ଆରାଧନା ରହିଛି । ଭାରତ ବାହାରେ [[ତିବ୍‌ବତ]], [[ଚୀନ]] ଏବଂ [[ଜାପାନ]]ରେ ଦେବୀ ସରସ୍ଵତୀସରସ୍ବତୀ ବୌଦ୍ଧଦେବୀ ଭାବେ ଜନାଦୃତ । ବୌଦ୍ଧ ଧର୍ମରେ ସେ ଭିକ୍ଷୁମାନଙ୍କୁ ସୁରକ୍ଷା ପ୍ରଦାନ କରିଥାନ୍ତି ଓ [[ବୁଦ୍ଧ]]ଙ୍କର ଶିକ୍ଷାକୁ ରକ୍ଷା କରିଥାନ୍ତି ବୋଲି ମାନ୍ୟତା ରହିଛି । ବୌଦ୍ଧ ଧର୍ମଶାସ୍ତ୍ର 'ସାଧନମାଳା'ରେ ଉଲ୍ଲେଖ ଅଛି ଯେ ଦେବୀ ସରସ୍ଵତୀସରସ୍ବତୀ ଭକ୍ତମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦାନ କରନ୍ତି । ଏହି ଗ୍ରନ୍ଥରେ ସରସ୍ଵତୀସରସ୍ବତୀ ଚତୁଃରୂପରେ ପୂଜିତା - ମହା ସରସ୍ଵତୀସରସ୍ବତୀ, ବଜ୍ରବୀଣା ସରସ୍ଵତୀସରସ୍ବତୀ, ବଜ୍ରଶାରଦା ଏବଂ ବଜ୍ର ସରସ୍ଵତୀସରସ୍ବତୀ । ବୌଦ୍ଧ ଧର୍ମ ଉପରେ ପଡ଼ିଥିବା ତାନ୍ତ୍ରିକ ପ୍ରଭାବ ଯୋଗୁଁ ହିଁ ଜ୍ଞାନ ଏବଂ ବୁଦ୍ଧିମତାର ବୌଦ୍ଧଦେବୀ 'ପ୍ରଜ୍ଞା ପାରମିତା' ପରବର୍ତ୍ତୀ ସମୟରେ ସରସ୍ଵତୀସରସ୍ବତୀ ରୂପେ ପରିଚିତ ହେଲେ ।

ମାତା ପୁତ୍ରୌ ତୁ ବାକ୍ ପ୍ରାଣୌ / ମାତା ବା ପିତରଃ ସୁତଃ ।

ସରସ୍ଵନ୍ତମିତସରସ୍ବନ୍ତମିତ ପ୍ରାଣୋ ବାଚଂ / ପ୍ରାଦୁଃ ସରସ୍ଵତୀମ୍ସରସ୍ବତୀମ୍ ।
-ବୃହଦ୍ ଦେବତା ଗ୍ରନ୍ଥ

ଅର୍ଥାତ୍ ବାକ୍ ଏବଂ ପ୍ରାଣର ମାତା ଏବଂ ପୁତ୍ର ସମ୍ଵନ୍ଧସମ୍ବନ୍ଧ । ପ୍ରସାରଣଶୀଳ ପ୍ରାଣ(ନିଶ୍ଵାସନିଶ୍ବାସ)ର ନାମ ସରସୂତ୍ ଏବଂ ଭାଷାର ନାମ ସରସ୍ଵତୀସରସ୍ବତୀ

[[ମଥୁରା]] ନିକଟସ୍ଥ କାଳୀତିକା ଜୈନ ସ୍ତୁପରୁ ଏକ ମନୋଜ୍ଞ ସରସ୍ଵତୀସରସ୍ବତୀ ମୂର୍ତ୍ତି ମିଳିବା ଘଟଣାରୁ ଜୈନଧର୍ମରେ ସରସ୍ଵତୀଙ୍କରସରସ୍ବତୀଙ୍କର ପୂଜା ରହିଥିବା ସୂଚନା ଦିଏ । ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ [[ପୃଥିବୀ]]ର ରକ୍ଷା କାରିଣୀ। ସରୋଶା (ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା । ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ । ମୃତ୍ୟୁ ଉପରାନ୍ତ ଜୀବନରେ ସେ [[ଆତ୍ମା]]ମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ [[ମୟୁର]]ର ଡାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ । ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି (''Thurathadi''), ଥାଇ ଭାଷାରେ ସୁରାସୱଦୀ (''Surasawadee''), ଜାପାନୀ ଭାଷାରେ ବେଞ୍ଜାଇତେନ ବୋଲି ପରିଚିତା ।
== ପୂଜା ଓ ଉପାସନା ==
ଭାରତର କେତେକ ରାଜ୍ୟ ଯଥା [[ଓଡ଼ିଶା]], [[ବିହାର]] ଓ [[ପଶ୍ଚିମ ବଙ୍ଗ]]ରେ ସରସ୍ୱତୀଙ୍କୁ [[ଦୁର୍ଗା]]ଙ୍କର କନ୍ୟାଭାବେ ପୂଜା କରାଯାଏ । ସେଥିପାଇଁ [[ଦୁର୍ଗାପୂଜା]]ରେ ଦୁର୍ଗାଙ୍କ ସହିତ ସରସ୍ୱତୀ, ଲକ୍ଷ୍ମୀ, [[ଗଣେଶ]] ଓ [[କାର୍ତ୍ତିକେୟ]]ଙ୍କର ମୂର୍ତ୍ତିକୁ ମଧ୍ୟ ପୂଜା କରାଯାଇଥାଏ। <ref>Kinsley, David (1988). ''[http://books.google.com/books?id=hgTOZEyrVtIC Hindu Goddesses: Vision of the Divine Feminine in the Hindu Religious Traditions].'' University of California Press. {{ISBN|0-520-06339-2}}. p. 95.</ref>

ଶ୍ରୀଦୁର୍ଗା ସପ୍ତସତୀରେ ଉଲ୍ଲେଖ ଅଛି, ଆଦ୍ୟା ଶକ୍ତି ଦୁର୍ଗା ତିନି ରୂପରେ ପ୍ରକାଶ ହୋଇ ତିନୋଟି [[ନବରାତ୍ରୀ]]ରେ ପୂଜା ପାଆନ୍ତି । [[ନବରାତ୍ର|ଆଶ୍ୱିନ ନବରାତ୍ର]]ରେ ଦୁର୍ଗା ପୂଜା ପାଆନ୍ତି। ମା ସରସ୍ଵତୀସରସ୍ବତୀ ଶୁକ୍ଳ ବସ୍ତ୍ର ପରିହିତା, ବିଣା ପୁସ୍ତକ ହସ୍ତରେ ହଂସାରୁଢା । ମା' ଙ୍କର ବାହାନ ମୟୁର ବୋଲି କେତେକ ଶାସ୍ତ୍ରରେ ଉଲ୍ଲେଖ ଅଛି । ସରସ୍ଵତୀଙ୍କୁସରସ୍ବତୀଙ୍କୁ ଶବ୍ଦ ବ୍ରହ୍ମରେ ସ୍ତୁତି କଲେ ମା ପ୍ରସନ୍ନ ହୁଅନ୍ତି । ମା' ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରନ୍ତି । ମା' ସରସ୍ଵତୀସରସ୍ବତୀ ବଗ୍ଦେବୀ, ସମସ୍ତଙ୍କୁ ସଦବୁଦ୍ଧି ସହ ସତବଚନର ଆଶିର୍ବାଦ ଦେଇଥାନ୍ତି । <ref>http://www.saiaustin.org/balvikas/lessons/Lesson%202%20-%20Saraswathi%20Devi.pdf</ref>

== ସମ୍ପର୍କୀୟ ପ୍ରସଙ୍ଗ ==
* [[ସରସ୍ଵତୀସରସ୍ବତୀ ପୂଜା]]

== ଆଧାର ==
{{Reflist|30em}}
== ଅଧିକ ତଥ୍ୟ ==
{{Commons category|Sarasvati|ସରସ୍ଵତୀସରସ୍ବତୀ}}
* [http://hinduism.about.com/library/weekly/aa020700.htm Vasant Panchami, a celebration of Goddess Saraswati]
* [http://www.hindudevotionalblog.com/2011/09/goddess-saraswati-hindu-goddess-of.html Saraswati Jayanti Festival]
"https://or.wikipedia.org/wiki/ସରସ୍ୱତୀ"ରୁ ଅଣାଯାଇଅଛି