"ସାକ୍ଷୀଗୋପାଳ ମନ୍ଦିର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Regular Character Changes |
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
||
୪୮ କ ଧାଡ଼ି:
ରାଜା ଶ୍ରୀରାମଚନ୍ଦ୍ର ଦେବ ବାବା ବ୍ରହ୍ମଚାରୀଙ୍କ ପରାମର୍ଶକୁ ସାକ୍ଷୀଗୋପାଳଙ୍କ ଇଚ୍ଛା ଭାବି ଏହି ପ୍ରାକୃତିକ ବନରେ ପ୍ରଥମେ ସିଦ୍ଧବଳରାମଙ୍କ ନିକଟରେ ଏକ ମନ୍ଦିର ପ୍ରତିଷ୍ଠା କରାଇ ଶ୍ରୀସାକ୍ଷୀଗୋପାଳଙ୍କୁ ସ୍ଥାପନ କରାଇଲେ । ପରବର୍ତ୍ତୀ କାଳରେ ବର୍ତ୍ତମାନର ମନ୍ଦିର ନିର୍ମାଣ କରାଯାଇଅଛି ।
ଶ୍ରୀକୃଷ୍ଣ ସାକ୍ଷୀଗୋପାଳ ରୂପେ ରହିଲେ ସାକ୍ଷୀଗୋପାଳରେ, ଶ୍ରୀରାଧା ରହିଲେ ବୃନ୍ଦାବନରେ । ପରସ୍ପର ସହିତ ମିଳନ ନ ହେବାରୁ ଉଭୟେ ଭାରି ଅଶ୍ୱସ୍ତି ଅନୁଭବ କଲେ । ସମୟକ୍ରମେ ପ୍ରିୟା ଶ୍ରୀରାଧା ସେବକସାହିସ୍ଥିତ ଶ୍ରୀସାକ୍ଷୀଗୋପାଳଙ୍କ ବଡ଼ପଣ୍ଡା ବେଲେଶ୍ୱର ମହାପାତ୍ରଙ୍କ ଘରେ ମାନବୀ ପ୍ରିୟା ଲକ୍ଷ୍ମୀ ରୂପରେ ଜନ୍ମଲାଭ କଲେ । ପ୍ରଭୁ ସାକ୍ଷୀଗୋପାଳ ନିତ୍ୟ ରାତ୍ରର ତୃତୀୟ ପ୍ରହରରେ ମନ୍ଦିର ଛାଡ଼ି ଆସି ଲକ୍ଷ୍ମୀ ସହ ଲକ୍ଷ୍ମୀଙ୍କ ବାସଭବନରେ ମିଳିତ ହୁଅନ୍ତି । ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ବକୁଳବନରେ ଲକ୍ଷ୍ମୀସହ କେଳି କରନ୍ତି । ଅଧିକାଂଶ ସମୟରେ ପ୍ରଭୁଙ୍କ ବଂଶୀ, ରାତ୍ରପିନ୍ଧା ବସନ, ଚୂଳ ଆଦି ଲକ୍ଷ୍ମୀଙ୍କ ଶୟନ ଶେଜରୁ ମିଳିବାରୁ ରାଜା ବଡ଼ପଣ୍ଡାଙ୍କୁ ଚୋର କହି ନାନା ନିର୍ଯ୍ୟାତନା ଦେଲେ । ବଡ଼ପଣ୍ଡା ବେଲେଶ୍ୱର ମହାପାତ୍ରେ ନିରୁପାୟ ହୋଇ ସାକ୍ଷୀଗୋପାଳଙ୍କର ଶରଣ ପଶିଲେ । ଭକ୍ତବତ୍ସଳ ଭଗବାନ ପ୍ରଭୁ ସାକ୍ଷୀଗୋପାଳ ରାଜାଙ୍କୁ
ଠାକୁର ପଶ୍ଚିମାଞ୍ଚଳବାସୀ ହୋଇଥିବାରୁ ଅନ୍ନପ୍ରସାଦ ପରିବର୍ତ୍ତେ ଗହମ ଜାତ ସାମଗ୍ରୀ ଭୋଗ କରାଗଲା । ପଶ୍ଚିମାଞ୍ଚଳ ମହିଳାଙ୍କ ପରି ଦେବୀ ଶ୍ରୀରାଧାଙ୍କ ପିନ୍ଧା
== ରାଧା ପାଦଦର୍ଶନ ==
କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀତିଥି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀ ତଥା ଶ୍ରୀରାଧା ପାଦଦର୍ଶନ ଯାତ୍ରା ରୂପେ ସୁପରିଚିତ ।
ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର ପାଦପଦ୍ମଦ୍ୱୟକୁ ବର୍ଷକେ ଥରେ ନବମୀଦିନ ଭକ୍ତମାନେ ଦର୍ଶନ କରି ଆଶିଷ ଲାଭ କରନ୍ତି । ଏଥିପାଇଁ ଏହା ଏହି ଦିବସ ରାଧାପାଦ ଦର୍ଶନ ନାମରେ ବିଦିତ । ସାକ୍ଷୀଗୋପାଳର ଏହି ଯାତ୍ରା ପୁରୀ [[ରଥଯାତ୍ରା]] ପରେ
ଅଁଳା ନବମୀ-୦୯/୧୧/୨୦୧୬
|