"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୬ କ ଧାଡ଼ି:
| alt =
| caption =
| birth_name = ସିଦ୍ଧେଶ୍ଵରସିଦ୍ଧେଶ୍ବର ପରିଡ଼ା
| birth_date = ୧୫ଶ ଶତାବ୍ଦୀ<!--{{birth date and age|1937|09|17}}-->
| birth_place = ତେନ୍ତୁଳିପଦା, [[ଜଗତସିଂହପୁର ଜିଲ୍ଲା|ଜଗତସିଂହପୁର]]
୧୮ କ ଧାଡ଼ି:
}}
 
ଶୂଦ୍ରମୁନି '''ସାରଳା ଦାସ''' ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ [[ଓଡ଼ିଆ ଭାଷା]]ରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ [[ଓଡ଼ିଶା]]ର [[ଜଗତସିଂହପୁର ଜିଲ୍ଲା|ଜଗତସିଂହପୁର ଜିଲ୍ଲାର]] "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵରସିଦ୍ଧେଶ୍ବର ପରିଡ଼ା", ପରେ ସେ [[ସାରଳା ମନ୍ଦିର|ସାରଳାଙ୍କଠାରୁ]] ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
 
୧୫ଶ ଶତାବ୍ଦୀରେ ସେ ଥିଲେ ପ୍ରଥମ [[ଓଡ଼ିଆ ଲୋକ|ଓଡ଼ିଆ]] ଯେ [[ଓଡ଼ିଆ ଭାଷା|ଓଡ଼ିଆ]]ରେ ସାହିତ୍ୟ ରଚନା କରିଥିଲେ । ତାଙ୍କର ଜନ୍ମ ସଠିକ ଭାବରେ ନିରୂପଣ କରାଯାଇ ପାରି ନାହିଁ ।
୩୫ କ ଧାଡ଼ି:
* ଚଣ୍ଡୀପୁରାଣ <ref>{{cite web |url= http://www.orissadiary.com/personality/poet/SARALA_DAS%20.asp |title=SARALA DAS |work=orissadiary.com |quote=In a clear statement the poet declares the Vilanka Ramayana, the Mahabharat and the Chandi Purana to be respectively the first, second and third of his compositions |accessdate=11 April 2013}}</ref>
 
ଆଦିକବି ଶାରଳା ଦାସ ନିଜ ଗ୍ରନ୍ଥମାନଙ୍କରେ ନିଜକୁ ମୁର୍ଖ, ଅଜ୍ଞାନ ତଥା କେବଳ ମା ଶାରଳାଙ୍କ ଆଶୀର୍ବାଦ ଯୋଗୁ କାବ୍ୟ ଲେଖିଛ୍ହନ୍ତି ବୋଲି ଵର୍ଣନାବର୍ଣନା କରିଛନ୍ତି; ତେଣୁ କିଛି ସମାଲୋଚକ ତାଙ୍କୁ ମହାମୁର୍ଖ ବୋଲି ବର୍ଣ୍ଣନା କରିଛନ୍ତି । ତେବେ ଯେକୌଣସି ପାଠକ ଯଦି ତାଙ୍କ ସାହିତ୍ୟ ପଢିବ, ତାହାହେଲେ ସେ ନିଶ୍ଚୟ ଅନୁଭବ କରିବ ଯେ ଶାରଳା ଦାସ ମୋଟେ ଗଜମୁର୍ଖ ନ ଥିଲେ । ବରଂ ସେ ଥିଲେ ବିଭିନ୍ନ ଶାସ୍ତ୍ରର ପଣ୍ଡିତ, ତେଣୁ ସେ ତତ୍କାଳୀନ ସମାଜର ବୁଦ୍ଧିଜୀବିମାନଙ୍କୁ ମୂର୍ଖ ବନାଇ ଦେଉଥିଲେ । ଶାରଳା ଦାସ ଅଵଶ୍ୟଅବଶ୍ୟ ମା ଶାରଳାଙ୍କର ଅନୁଗ୍ରହ ଲାଭ କରିଥିଲେ, କିନ୍ତୁ ତାଙ୍କର ବହୁ ଶାସ୍ତ୍ର ପୁରାଣରେ ପ୍ରଵେଶପ୍ରବେଶ ଥିଲା । ଅନେକ ଗ୍ରନ୍ଥ ଅଧ୍ୟୟନ କରିଥିବାରୁ ତାଙ୍କର ଅସୀମ ଜ୍ଞାନ ଥିଲା । ସେ କପିଳେନ୍ଦ୍ରଦେବଙ୍କର ସୈନ୍ୟବାହିନୀରେ ଯୋଗଦେଇ ଅନେକବର୍ଷ ବିଭିନ୍ନ ସ୍ଥାନ ଭ୍ରମଣ କରିଥିଲେ, ଏଣୁ ତାଙ୍କର ଭୌଗଳିକ ଜ୍ଞାନ ମଧ୍ୟ ବହୁତ ଥିଲା । ବିଭିନ୍ନ ଲୋକଙ୍କ ସହ ସିଧାସଳଖ ସଂସ୍ପର୍ଶରେ ଆସିବାଦ୍ଵାରାଆସିବାଦ୍ବାରା ସେ ଲୋକଚରିତ୍ର କଣ ଅନୁଭବ କରିପାରିଥିଲେ । ଏତେ ସବୁ ସତ୍ତ୍ଵେସତ୍ତ୍ବେ ସେ ସେତେବେଳର ସମାଜକୁ ଭୟ କରୁଥିଲେ, ତେଣୁ ସାଧାରଣ ଲୋକମାନେ ବୁଝିବା ଭଳି ଭାବ ଭାଷାରେ ସେ ଓଡ଼ିଆରେ କେଖୁଥିଲେ । ତତ୍କାଳୀନ ବ୍ରାହ୍ମଣପ୍ରଧାନ ସମାଜ ଓ ସସ୍କୃତପ୍ରେମୀ ଜନତା କାଳେ ତାଙ୍କ ସାହିତ୍ୟକୁ ଅନାଦର କରିବେ, ଏଇ ଭୟରେ ସେ ଚତୁରତାର ସହ ପ୍ରଚାର କଲେ ଯେ ସେ କିଛି ଲେଖିନାହାନ୍ତି । ଯାହା ମା ଶାରଳା କୁହନ୍ତି, ତାକୁ ସେ ଲେଖନ୍ତି । ମା ଶାରଳାଙ୍କ ନାମକୁ ନେଇ କବି ତାଙ୍କ ରଚନାକୁ ସମାଜରେ ପ୍ରତିଷ୍ଠିତ କରି ପାରିଥିଲେ । ଓଡ଼ିଆ ଭାଷା ସାହିତ୍ୟର ସେ ଜଣେ ଵିରଳବିରଳ ପ୍ରତିଭା । ତାଙ୍କର ପ୍ରମୁଖ ଗ୍ରନ୍ଥଗୁଡିକ ମଧ୍ୟରେ "ଵିଲଙ୍କାବିଲଙ୍କା ରାମାୟଣ", "ମହାଭାରତ", "ଚଣ୍ଡି ପୁରାଣ" ଏବଂ "ଲକ୍ଷ୍ମୀନାରାୟଣ ବଚନିକା ନାମକ ଏକ କ୍ଷୁଦ୍ର ଗ୍ରନ୍ଥ ରଚନା ଅନ୍ତର୍ଭୁକ୍ତ । ଆହୁରି ଅନେକ ଗ୍ରନ୍ଥ ଶାରଳାଙ୍କଦ୍ଵାରାଶାରଳାଙ୍କଦ୍ବାରା ରଚିତ ବୋଲି ଲେଖାଥିଲେ ମଧ୍ୟ ତାହା ପ୍ରକୃତରେ ଆଦିକବିଙ୍କଦ୍ଵାରାଆଦିକବିଙ୍କଦ୍ବାରା ଲେଖା ଯାଇଛି କି ନାହିଁ ପ୍ରମାଣ ହୋଇପାରି ନାହିଁ ।
 
'''ବିଲଙ୍କା ରାମାଯ଼ଣ'''
 
ରାଵଣକୁରାବଣକୁ ଵଧକରିବଧକରି ପ୍ରଭୁ ରାମଚନ୍ଦ୍ର ପତ୍ନୀ ସୀତା ଓ ଭାଇ ଲକ୍ଷ୍ମଣଙ୍କ ସହ ଅଯୋଧ୍ୟା ଫେରି ଆସିଥାନ୍ତି । ରାମଙ୍କର ରାଜ୍ୟାଭିଷେକର ଆୟୋଜନରେ ସାରା ଅଯୋଧ୍ୟା ଉତ୍ସଵଉତ୍ସବ ମୁଖର ହୋଇ ଉଠିଥାଏ । କିନ୍ତୁ ବିଧିର ବିଚିତ୍ର ବିଧାନ! ଅଭିଷେକ ହୋଇଗଲେ ରାମଚନ୍ଦ୍ର ରାଜକାର୍ଯ୍ୟରେ ଵ୍ୟସ୍ତଯିବେବ୍ୟସ୍ତଯିବେ, ତେଣୁ ବିଲଙ୍କାସୁରକୁ ଵଧବଧ କରି ଦେବତାମାନଙ୍କୁ କିପରି ଉଦ୍ଧାର କରିବେ ବୋଲି ବ୍ରହ୍ମାଙ୍କୁ ଯମ ପଚାରିଛନ୍ତି । ନିଜ ଶକ୍ତିର ପ୍ରମାଣ ଦେବାକୁ ରାମ ଏକାକୀ ଵିଲଙ୍କାସୁରକୁବିଲଙ୍କାସୁରକୁ ଵଧବଧ କରିବାକୁ ଯାଇଛନ୍ତି, ହେଲେ ସେଥିରେ ସଫଳ ହୋଇ ପାରି ନାହାନ୍ତି । ପରେ ହନୁମାନ ରାମଙ୍କ ସାହାଯ୍ୟ ସତ୍ଵେସତ୍ବେ ମଧ୍ୟ ବଧ କରି ପାରି ନାହାନ୍ତି । ସେପଟେ କିପରି ରାମଙ୍କର ମୃତ୍ୟୁ ହେବ ବୋଲି ଵିଲଙ୍କାସୁରବିଲଙ୍କାସୁର ଗ୍ରାମଦେଵତୀଙ୍କୁଗ୍ରାମଦେବତୀଙ୍କୁ ପୂଜା ଓ ଯଜ୍ଞ କରିଛି । ମାତ୍ର ହନୁମାନ ଓ ରାମଚନ୍ଦ୍ର ତାଙ୍କ ଯଜ୍ଞ ସମ୍ପୁର୍ଣ କରାଇ ଦେଇ ନାହାନ୍ତି । ଵିଲଙ୍କାସୁରକୁବିଲଙ୍କାସୁରକୁ ଵଧବଧ କରିବାକୁ ସୀତାଙ୍କର ଆବଶ୍ୟକତା ଅଛି ବୋଲି ଦେଵତାମାନେଦେବତାମାନେ କହିବାରୁ ହନୁମାନ ଯାଇ ସୀତା ଓ ଲକ୍ଷ୍ମଣଙ୍କୁ ଵିଲଙ୍କାବିଲଙ୍କା ଆଣିଛନ୍ତି । ରାମ, ଲକ୍ଷ୍ମଣ, ହନୁମାନ ମିଳିତଭାବରେ ଯୁଦ୍ଧ କରି ଵିଲଙ୍କାସୁରକୁବିଲଙ୍କାସୁରକୁ ମାରି ପାରି ନାହାନ୍ତି । ଶେଷରେ ଦେଵଗଣଦେବଗଣ ସୀତାଙ୍କୁ ପ୍ରାର୍ଥନା କରି ରାକ୍ଷସକୁ ଵଧବଧ କରିବାକୁ ନିଵେଦନନିବେଦନ କରିବାରୁ ସୀତା ଚିତ୍ରସେନ ରଥରେ ବସି ଯୁଦ୍ଧଭୁମିକୁ ଆସିଛନ୍ତି । ଯୁଦ୍ଧକରି ଶେଷରେ ଵିଵସ୍ତ୍ରବିବସ୍ତ୍ର ହେବାରୁ ଵିଲଙ୍କାସୁରବିଲଙ୍କାସୁର ସୀତାଙ୍କୁ ହରଣ କରି ନେବାକୁ ସ୍ଥିର କରିଥିବା ବେଳେ ରାମ, ଲକ୍ଷ୍ମଣଙ୍କ ମିଳିତ ଅସ୍ତ୍ରରେ ରାକ୍ଷସର ମୃତ୍ୟୁହୋଇଛି । ପରେ ରାମଙ୍କ ରାଜ୍ୟ ଅଭିଷେକ ଉତ୍ସଵଉତ୍ସବ ମହାସମାରୋହରେ ପାଳିତ ହୋଇଛି ।
 
'''ମହାଭାରତ'''
 
ଵ୍ୟାସଦେବଙ୍କବ୍ୟାସଦେବଙ୍କ ଲିଖିତ ସଂସ୍କୃତ ମହାଭାରତର କଥାବସ୍ତୁକୁ ନେଇ ଆଦିକଵିଆଦିକବି ସାରଳା ଦାସ ଓଡ଼ିଆରେ ମହାଭାରତ ଲେଖିଛନ୍ତି । ସଂସ୍କୃତରୁ ସିଧା ସିଧା ଅନୁବାଦ ନ କରି କଵିକବି ତାଙ୍କର ଦୃଷ୍ଟିଭଙ୍ଗୀ ଓ ମୌଳିକ ଵିଚାରବୋଧରବିଚାରବୋଧର ପ୍ରକାଶ କରିଛନ୍ତି । ଓଡ଼ିଆ ଘରର ଚାଲିଚଳଣୀ, ରୀତିନୀତି, ଖାଦ୍ୟପେୟ,ଵେଶଭୁଷାବେଶଭୁଷା, ପୁଣ୍ୟପର୍ବ, ଯାନିଯାତ୍ରା, କଥାବାର୍ତ୍ତା ସବୁକିଛି ତାଙ୍କ ମହାଭାରତରେ ଫୁଟି ଉଠିଛି । କେତେକ ସ୍ଥାନରେ ସେ ମୂଳ ସଂସ୍କୃତ ମହାଭାରତର ଘଟଣାକୁ ସଂକ୍ଷିପ୍ତ କରିଛନ୍ତି ତ କେଉଠି ଛୋଟ ଘଟଣାକୁ ବଡ କରି ବର୍ଣ୍ଣନା କରିଛନ୍ତି । ସେହିପରି ମୂଳ ମହାଭାରତର କେତେକ ଘଟଣାକୁ ସେ ସମ୍ପୁର୍ଣ ଛାଡ଼ି ଦେବାବେଳେ କିଛି ଘଟଣା ସେ ନିଜ ମନରୁ ଵର୍ଣନାବର୍ଣନା କରିଛନ୍ତି । କବି ''ଶାହାଡ଼ାଗଛର ମାହାତ୍ମ୍ୟ'', ''ଶାନ୍ତନୁଙ୍କ ସହ ଗଙ୍ଗାଙ୍କ ଵିଵାହବିବାହ'', ''ସିନ୍ଧିଚୋର କଥା'', ''ସତ୍ୟ ଆମ୍ବ କଥା'', ''ବାବନାଭୁତ କଥା'', ''ଗାନ୍ଧାରିଙ୍କ ସନ୍ତାନଲାଭ କଥା'', ''ଧୃତରାଷ୍ଟ୍ରଙ୍କ ଶହେ ପୁଅଙ୍କ ନାମକରଣ'', ''ଅଳସୁଆ କାହାଣୀ'', ''ସିଂହ-ଶୃଗାଳ କଥା'', ''ସିଂହ-ମଶା କଥା'', ''ତୁଳସୀଵଣତୁଳସୀବଣ ବାଘ'' ଓ ''ତୁଳାମୁହାଁଙ୍କ ଗଳ୍ପ'', ''କଳି ଅଵତରଣଅବତରଣ ପ୍ରସଙ୍ଗ'' ଓ ''ସୁହାଣୀ କନ୍ୟା ସହ ଯୁଧିଷ୍ଠିରଙ୍କ ଵିଵାହବିବାହ'' କଥା - ଏମିତି କେତେସବୁ ଗପ ନିଜ ମନରୁ ସୃଷ୍ଟି କରିଛନ୍ତି ।
 
'''ଶାହଡ଼ାଗଛର ମାହାତ୍ମ୍ୟ'''
 
ଥରେ ଭଗବାନ ମହାଦେବ ବୃଷଭ ପିଠିରେ ବସି ବୁଲି ଯାଉଥିଲେ । ବାଟରେ ଯାଉ ଯାଉ ଗୋଟିଏ ଶାହଡା ଗଛ ଦେଖି ବୃଷଭ ଖୁସିହେଲା, ଗଛ ନିକଟକୁ ଯାଇ ପତ୍ରଟିଏ ଆଣି ନିଜ ମୁଣ୍ଡରେ ରଖିଲା । ମହାଦେବ ଏହାର ରହସ୍ୟ କଣ ପଚାରିବାରୁ ବୃଷଭ ଉତ୍ତରଦେଲା "ଶାହାଡ଼ା ଗଛର ପତ୍ରକୁ ମୁଣ୍ଡରେ ରଖିଲେ ସେଦିନ ଅମୃତ ସଦୃଶ ଖାଦ୍ୟ ପଦାର୍ଥ ମିଳେ" । ଏକଥା ଶୁଣି ଶିଵଶିବ ଆଶ୍ଚର୍ଯ୍ୟ ହେଲେ ଓ ଘଟଣାର ସତ୍ୟତା ପରୀକ୍ଷା କରିବାକୁ ସ୍ଥିର କଲେ । ବୃଷଭକୁ ନେଇ ବିଭିନ୍ନ ସ୍ଥାନ ବୁଲିବା ପରେ କ୍ଳାନ୍ତ ହୋଇ ସୁର୍ଯ଼୍ୟାସ୍ତ ସମୟକୁ ଶିଵଶିବ କୈଳାସ ଫେରି ଆସିଲେ । ଏଣେ ପତିଙ୍କ ଆସିବାରେ ଵିଳମ୍ବବିଳମ୍ବ ଦେଖି ପାର୍ବତୀ ଅମୃତତୁଲ୍ୟ ଭୋଜନ ବାଢ଼ି କେଵଳକେବଳ ପଞ୍ଚଗ୍ରାସୀ କରୁଥାନ୍ତି, ଠିକ୍ ସେତିକି ବେଳେ ଶିଵଙ୍କରଶିବଙ୍କର ଡମ୍ବରୁ ଶବ୍ଦ ଶୁଣାଗଲା । ଦେବୀ ଖାଦ୍ୟ ଥାଳି ତରତରରେ ନେଇ ବୃଷଭ କୁଣ୍ଡରେ ପକାଇ ଦେଇ ସ୍ଵାମୀଙ୍କୁସ୍ବାମୀଙ୍କୁ ଵନ୍ଦାପନାବନ୍ଦାପନା କରି ପ୍ରାସାଦକୁ ନେଇ ଆସିଲେ । ବୃଷଭକୁ କିଛି ଖାଦ୍ୟ ନ ଦେବାକୁ କଡା ଆଦେଶ ଦେଇ ଶିଵଶିବ ଶୋଇଗଲେ ।
 
ସେପଟେ ବିଚରା ବୃଷଭ ସାରାଦିନ ବୁଲି ବୁଲି ଘରକୁ ଫେରିଲା ପରେ ପ୍ରଭୁଙ୍କ ନିଷ୍ଠୁର ଆଦେଶ ଶୁଣି ମନଦୁଃଖ କଲେ । ବାସିନଡା ଖାଇବାକୁ ପଡିବ ବୋଲି ଭାବି କୁଣ୍ଡରେ ଦେଖିଲା ବେଳକୁ ସେଥିରେ ଭଳିକି ଭଳି ଖାଦ୍ୟପଦାର୍ଥ ଭରି ରହିଥାଏ । ବୃଷଭ ଶାହଡ଼ା ଗଛ ଦେଖିବା ଓ ତା ପତ୍ରମୁଣ୍ଡରେ ରଖିବା ହେତୁ ଅପୁର୍ବ ଖାଦ୍ୟ ମିଳିଛି ଜାଣି ଖୁସି ମନରେ ସବୁ ଖାଇ ଆନନ୍ଦରେ ଶୋଇ ପଡିଲେ ।
 
ତା ପରଦିନ ସକାଳୁ ଶିଵଶିବ ବୃଷଭଠାରୁ ସବୁ କଥା ଶୁଣି ଶାହାଡ଼ାଗଛର ମାହାତ୍ମ୍ୟ ଜାଣିପାରିଲେ ।
 
'''ଉଆଁସୀ କନ୍ୟା'''
 
ବ୍ରହ୍ମରାକ୍ଷସ ଦୋଷ ନେଇ ଜନ୍ମ ହୋଇଥିବାରୁ ଧୃତରାଷ୍ଟ୍ରଙ୍କୁ କନ୍ୟା ମିଳୁନଥିଲେ କି ଉଆଁସୀ କନ୍ୟା ଗାନ୍ଧାରୀଙ୍କୁ ବର ମିଳୁନଥିଲେ । ତେଣୁ ଦୁହେଁ ଅବିବାହିତ ଥିଲେ କାରଣ ଯେଉଁଠି ସେମାନଙ୍କ ବିବାହ ପ୍ରସ୍ତାବ ପଡୁଥିଲା, ସେ ବରକନ୍ୟାମାନେ ମରିଯାଉଥିଲେ । ଶେଷରେ ବ୍ୟାସକବି ନିଜେ ରାଜା ଗାନ୍ଧାରସେନଙ୍କୁ ତାଙ୍କ ପୁଅ ଧୃତରାଷ୍ଟ୍ରଙ୍କ ପାଇଁ ଗାନ୍ଧାରୀଙ୍କୁ ମାଗିଲେ । ଗାନ୍ଧାରସେନ ପ୍ରଥମେ ରାଜି ହେଉ ନଥିଲେ, କିନ୍ତୁ ବିବାହ ପୁର୍ବରୁ ତାଙ୍କର ଏକମାତ୍ର କନ୍ୟା ଗାନ୍ଧାରୀଙ୍କୁ ଶାହାଡ଼ାଗଛ ସହ ଵିଵାହବିବାହ ଦେବେ ବୋଲି ବ୍ୟାସଦେଵବ୍ୟାସଦେବ ପରାମର୍ଶ ଦେବାରୁ ରାଜା ମାନିଲେ । ଯେମିତି ଶାହାଡ଼ାଗଛର ଡାଳରେ ଗାନ୍ଧାରୀଙ୍କ ହାତ ରଖି ହସ୍ତଗଣ୍ଠି ପଡିଛି, ଦେଖୁ ଦେଖୁ ଆଖିପିଛୁଳାକେ ସମସ୍ତଙ୍କ ଆଖି ଆଗରେ ଗଛଟି ପୋଡି ପାଉଁଶ ହୋଇଗଲା । ଗାନ୍ଧାରୀଙ୍କ ସବୁ ଦୋଷ କଟିଗଲା ଓ ସେ ଧୃତରାଷ୍ଟ୍ରଙ୍କୁ ଵିଵାହବିବାହ କଲେ ।
 
'''ସତ୍ୟ ଆମ୍ବ କଥା'''
 
ପାଣ୍ଡଵମାନଙ୍କପାଣ୍ଡବମାନଙ୍କ ଅଜ୍ଞାତ ଵନବାସବନବାସ ସ୍ଥାନର ପରିଚୟ ପାଇବା ଉଦ୍ଦେଶ୍ୟରେ ଦିନେ ଦୁର୍ଯୋଧନ ଶକୁନିଙ୍କ ସହିତ ମନ୍ତ୍ରଣା କରିଛନ୍ତି ଓ ତାଙ୍କ ପରାମର୍ଶକ୍ରମେ ପୁରଚନ ପଣ୍ଡାଙ୍କ ପୁତ୍ର ଗୌରମୁଖକୁ ଡାକି ଅନୁସନ୍ଧାନ ନିମିତ୍ତ ପଠାଇଛନ୍ତି । ଯେଉଁମାନେ ଆଶ୍ଵିନଆଶ୍ବିନ ମାସରେ ଆମ୍ବଫଳ ଦେଇ ପାରିବେ, ସେମାନେ ପାଣ୍ଡଵପାଣ୍ଡବ ବୋଲି ଚିହ୍ନିବ ଵୋଲିବୋଲି ଗୌରମୁଖଙ୍କୁ କହିଛନ୍ତି । ଚାରିମାସ ପର୍ଯନ୍ତ ଖୋଜିବା ପରେ ଶେଷରେ ଗୌରମୁଖ ପାଣ୍ଡଵମାନଙ୍କୁପାଣ୍ଡବମାନଙ୍କୁ ଅସ୍କନ୍ଦ ଵନରେବନରେ ଠାବ କରି ତାଙ୍କର ଅତିଥି ହୋଇଛନ୍ତି । ସେ ଯୁଧିଷ୍ଠିରଙ୍କୁ ପାଚିଲା ଆମ୍ବ ଖାଇବା ପାଇଁ ମାଗିଛନ୍ତି । ଅତିଥିଙ୍କର କଥା ଶୁଣି ଯୁଧିଷ୍ଠିର ଚିନ୍ତିତ ହୋଇ ପଡିଛନ୍ତି । ଅସମୟରେ ମିଳିବନାହିଁ ଜାଣି ମଧ୍ୟ ଯୁଧିଷ୍ଠିର ଚାରିଭାଇଙ୍କୁ ଆମ୍ବ ଆଣିବାକୁ ପଠାଇଛନ୍ତି ହେଲେ ସମସ୍ତେ ନିରାଶ ହୋଇ ଫେରିଛନ୍ତି । ଶେଷରେ ଯୁଧିଷ୍ଠିର ଶ୍ରୀକୃଷ୍ନଙ୍କୁ ସ୍ମରଣ କରିଛନ୍ତି ଓ ତାଙ୍କୁ ପନ୍ହୁପାଣ୍ଡଵପନ୍ହୁପାଣ୍ଡବ ସତକଥା କହିଛନ୍ତି । ପାଙ୍ଚଭାଇଙ୍କ ସତ୍ୟକଥା ଶୁଣି ଆମ୍ବ ଟାକୁଆରୁ ଗଜା ହୋଇ ଗଛ ହୋଇଛି, ଫୁଲ ଫୁଟିଛି, କଷି ଧରିଛି । ଶେଷକୁ ଦ୍ରୌପଦୀଙ୍କ ସତ୍ୟକଥାରେ ଆମ୍ବଟି ପାଚି ହଳଦିଆ ପଡିଯାଇଛି । ଯୁଧିଷ୍ଠିର ଖୁସି ହୋଇ ବ୍ରାହ୍ମଣଙ୍କୁ ସେ ଅଦିନ ଆମ୍ବଟି ପ୍ରଦାନ କରିଛନ୍ତି । ବ୍ରାହ୍ମଣ ଗଧୋଇସାରି ଖାଇବେ ବୋଲି କହି ଆମ୍ବଟି ନେଇ ସେଠାରୁ ପଳାଇ ଯାଇଛନ୍ତି । ମାତ୍ର ବ୍ରାହ୍ମଣଙ୍କର ମନ୍ଦ ଉଦ୍ଦେଶ୍ୟ ଜାଣିପାରି ଶ୍ରୀକୃଷ୍ନ ଆମ୍ବଟି ହରଣ କରି ନେଇଛନ୍ତି ଓ ଦୁର୍ଯୋଧନ ପାଣ୍ଡଵମାନଙ୍କପାଣ୍ଡବମାନଙ୍କ ସମ୍ବନ୍ଧରେ ଆଉ ପ୍ରମାଣ ପାଇନାହାନ୍ତି ।
[[ଫାଇଲ:Sarala Dasa.jpg|thumb|317x317_ପିକସେଲ|ଭୁବନେଶ୍ୱର ଭଞ୍ଜ କଳାମଣ୍ଡପ ସମ୍ମୁଖରେ ଥିବା ସାରଳା ଦାସଙ୍କ ପ୍ରତିମୂର୍ତ୍ତି]]
 
'''ବାବନାଭୁତ କଥା'''
 
ତୁଙ୍ଗଭଦ୍ରା ନଦୀ କୁଳରେ ଜ୍ଞାନପୁର ନାମକ ଗାଁଟିଏ । ଗାଁକୁ ଲାଗି ଏକ ବଡ ଭୟଙ୍କର ମଶାଣୀ ଥାଏ, ଯାହାର ରାଜା ଥିଲା ବାବନାଭୁତ । ତା ଅଧୀନରେ ଥିବା ଭୁତ, ଡାହାଣୀ, ଚିରୁଗୁଣୀ ତାର ଆଦେଶ ପାଳନ୍ତି । ବାଟରେ ଯାଉଥିବା ଲୋକମାନଙ୍କୁ ସେମାନେ ଢେଲାପଥର ପକାଇ ହଇରାଣ କରନ୍ତି । ରାତିରେ ସେମାନଙ୍କୁ ଦେଖି କେହି ଯଦି ଭେଟଣା ହୋଇଗଲା, ତେବେ ରକ୍ତବାନ୍ତି କରି ମରି ଯାଉଥିଲା । ଭୁତମାନଙ୍କର ଏପରି ଉତ୍ପାତଯୋଗୁ ଗାଁ ଲୋକମାନେ ଡରିଡରି ବଡ କଷ୍ଟରେ ଦିନ ବିତାଉଥାନ୍ତି । ଦିନେ ସୋମରାଷ୍ଟ୍ର ଦେଶରୁ ଶୁଦ୍ରକ ରାଉଳ ବୋଲି ଜଣେ ବ୍ୟକ୍ତି ଆସି ସେ ଗାଁରେ ପହଙ୍ଚିଲେ, ତାଙ୍କୁ ଗୁଣି ଗାରୁଡି ଜଣାଥିଲା । ଲୋକମାନେ ରାଉଳଙ୍କୁ ପାଇ ଖୁସି ହେଲେ, ତାଙ୍କପାଇଁ ଘରଦ୍ଵାରଘରଦ୍ବାର କରିଦେଲେ । ରାଉଳଙ୍କର ଚାଷ କରିବାପାଇଁ ଜମି ଦରକାର ହେବାରୁ ସେ ସ୍ଥିର କଲେ ଯେ ବଡ ମଶାଣୀକୁ ଲାଗି ଯେଉଁ ଅନାବାଦୀ ଜମି ଅଛି, ତାକୁ ତାଡି ଚାଷ କରିବେ । ଚାଷଜମିରୁ ଯାହା ଉତ୍ପନ୍ନ କରିବେ ତାକୁ ବିକି ପରିଵାରପରିବାର ପୋଷିବେ । ଗାଁଲୋକଙ୍କୁ ସେ ମନକଥା କହିବାରୁ ସେମାନେ ତାଙ୍କୁ ବାବନାଭୁତର ଉପଦ୍ରବ କଥା କହିଲେ ଓ ସେ ଜମିରେ ଚାଷ ନ କରିବାକୁ ପରାମର୍ଶ ଦେଲେ । ଶୁଦ୍ରକ କହିଲା - "ମୁଁ କେତେ ଭୁତ ପ୍ରେତଙ୍କୁ ସାବାଡ଼ କରିଦେଇଚି, ବାବନାଟା କେତେ ମାତ୍ର! ମୁଁ ଏବର୍ଷ ସେ ଜମିରେ ମାଘତିଳ ଚାଷ କରିବି । ମୋତେ ହଳ ଚାରିଟା ଯୋଗାଡ଼ କରିଦିଅ । ତେଣିକି ମୋ ଦାୟୀତ୍ଵଦାୟୀତ୍ବ । ତୁମେମାନେ ଵ୍ୟସ୍ତବ୍ୟସ୍ତ ହୁଅନାହିଁ । ମୁଁ କେବଳ ଚାଷ ଆରମ୍ଭ କରେ, ଦେଖିବ ବାବନା କିପରି ଏ ସ୍ଥାନ ଛାଡ଼ିଯାଉଛି ।"
ହଳ କାମ ଆରମ୍ଭ ହେବାରୁ ଭୁତମାନେ ଯାଇ ବାବନାଭୁତକୁ ଏକଥା ଜଣାଇଲେ । ବାବନା ଆଦେଶରେ ଶହ ଶହ ଭୁତ ତାଙ୍କର କିଳିକିଳା ନାଦରେ ହଳିଆମାନଙ୍କୁ ଭୟଭୀତ କଲେ । ଏକଥା ଶ୍ହୁଣି ଶୁଦ୍ରକ ରାଉଳ ସେଠି ପହଙ୍ଚିଯାଇ ତା ଵିଦ୍ୟାବିଦ୍ୟା ପ୍ରୟୋଗ କଲା, ଦଉଡି ଠେଙ୍ଗାରେ ଭୁତମାନଙ୍କୁ ପାନେ ଦେଲା । ଭୁତମାନେ ମୁକ୍ତିଦେବାକୁ ପ୍ରାର୍ଥନା କରିବାରୁ ରାଉଳ କହିଲା ଯଦି ତାକୁ ୬୦ପଉଟି ତିଳ ଦେବେ, ତେବେ ସେମାନଙ୍କୁ ମୁକ୍ତି ମିଳିବ । ସେମାନେ ରାଜି ହୋଇ ପଳାଇଗଲେ ଓ ବାବନାକୁ ସବୁ କହିଲେ । ବାବନାଭୁତ ସେ କଥାରେ ରାଜି ହେଲାନାହିଁ, ବରଙ୍ଗ୍ ତା କାମ କରିବାକୁ ବାହାରି ଗଲା । ରାଉଳ କିଛି ସମୟପରେ ଘରେ ପହନ୍ଚି ଦେଖିଲା ତା ପୁଅ ଖାଲି ନାଚିକୁଦି ଚିତ୍କାର କରୁଛି, ନାନା କଥା କହୁଛି । ରାଉଳ ଜାଣିଲା ତାକୁ ଭୁତ ଗ୍ରାସିଛି । ସେ ମନ୍ତ୍ର ପଢି ଭୁତକୁ ପିଟିଲା । ବାବନାଭୁତ ନାକ ଘଷି ରାଉଳକୁ ଷାଠିଏ ପଉଟି ତିଳ ଦେଲା ଓ ତାର ବଂଶ ଦଳବଳ ନେଇ କୁଅଡେ ଚାଲିଗଲା । ଲୋକମାନେ ରାଉଳକୁ ଧନ୍ୟ ଧନ୍ୟ କରି ଖୁସିରେ ରହିଲେ ।
 
'''ଦ୍ଵାପରଦ୍ବାପର ଯୁଗର ଶ୍ରୀକୃଷ୍ଣ କଳିଯୁଗର ଜଗନ୍ନାଥ'''
 
ଜଗନ୍ନାଥ ଓଡ଼ିଆ ଜାତିର ଆରାଧ୍ୟ ଦେଵତାଦେବତା, ତାଙ୍କର ପ୍ରସିଦ୍ଧି ଵିଶ୍ଵବ୍ୟାପୀବିଶ୍ବବ୍ୟାପୀଵିଶ୍ଵବିଶ୍ବ ଦରବାରରେ ଓଡ଼ିଶାର ଜଗନ୍ନାଥ ଧର୍ମ ଅତୁଳନୀୟ, ସେ ହେଉଛନ୍ତି ସବୁ ଧର୍ମର ସମନ୍ଵୟସମନ୍ବୟ । ସବୁ ଚିନ୍ତା ଚେତନା ଏବଂ ସାରସ୍ଵତକୁସାରସ୍ବତକୁ ଏକାଠି ମିଶାଇ ଦେଲେ ଯାହା ହେବ ତାହା ହିଁ ହେଉଛି - ଜଗନ୍ନାଥ ଧର୍ମ । ସେଇଥି ପାଇଁ ପ୍ରତ୍ୟେକ ଧର୍ମର ଧର୍ମାବଲମ୍ବୀ ତାଙ୍କୁ ନିଜ ନିଜ ଧର୍ମମତର ପ୍ରତୀକ ରୁପେ ଗ୍ରହଣ କରିବା ଲାଗି ଦ୍ଵିଧାଦ୍ବିଧା ପ୍ରକଶ କରନ୍ତି ନାହିଁ । ଜଗତର ନାଥ ଜଗନ୍ନାଥଙ୍କୁ କିଏ କହେ 'ରାମ' କିଏ କହେ 'ବାମନ' କିଏ କହେ 'ଅଲେଖ ନିରଞନ' ପୁଣି କିଏ କହେ 'ବୁଦ୍ଧଦେବ' । ମାତ୍ର ଶାରଳା ଦାସ ଯୁକ୍ତି ଦର୍ଶାଇ ଦ୍ରୁଢ ସ୍ଵରରେସ୍ବରରେ କହିଛନ୍ତି, ସେ ହେଉଛନ୍ତି 'ଶ୍ରୀକୃଷ୍ଣ' ।
 
ଦ୍ଵାପରଦ୍ବାପର ଯୁଗର କଥା । ଶ୍ରୀକୃଷ୍ଣ ଶିଆଳି ଲତାରେ ଚୁପ ଚାପ ଶୋଇଥିଲେ । ଏଇ ସମୟରେ ସେ ବଣକୁ ମୃଗୟା ଉଦ୍ଦେଶ୍ୟରେ ଆସିଥିବା ଜାରାଶବର ଲତା ଗହଳିରେ ଶ୍ରୀକୃଷ୍ଣର ପାଦ ଯୋଡିକୁ ଦେଖି ମୃଗୁଣୀର କାନ ବୋଲି ଭାବିଲା ଏବଂ ଶର ବିନ୍ଧିଲା । ପାଖକୁ ଯାଇ ଦେଖେ ତ ସେ ଦ୍ଵାରିକାଧିପତିଦ୍ବାରିକାଧିପତି ଶ୍ରୀକୃଷ୍ଣ । ଜାରା ପ୍ରଭଙ୍କର ମହିମା ଆଗରୁ ଜାଣିଥିଲା, ଏବେ ଶ୍ରୀକୃଷ୍ଣଙ୍କର ହତ୍ୟାର କାରଣ ହୋଇଥିବାରୁ ସେ ନିଜକୁ ଖୁବ ଧିକ୍କାର କଲା । ମାତ୍ର ଏହା ଥିଲା ବିଧିର ବିଧାନ - ଜାରା ପୁର୍ବ ଜନ୍ମରେ ମାଗିଥିବା ବରର ମନସ୍କାମନା ପୁରଣ ମାତ୍ର ।
<center><poem>
"କାତରେ ବେନି ହାତ ଯୋଡି, କୃଷ୍ଣଙ୍କ ଚରଣ ତଳେ ପଡି
୭୮ କ ଧାଡ଼ି:
ତୁ ନାଥ ଜଗତ ସୋଦର, ଏ ଅପରାଧ କ୍ଷମା କର"
</poem></center>
ଜାରାଶବର ହାତରେ ଶ୍ରୀକୃଷ୍ଣଙ୍କ ଦେହବସାନ ହେଲା ପରେ ପାଣ୍ଡଵମାନେପାଣ୍ଡବମାନେ ତାଙ୍କୁ ନେଇ ସମୁଦ୍ର କୁଳରେ ଦାହ କଲେ । ମାତ୍ର ସେ ଅକ୍ଷୟ ବ୍ରହ୍ମ ପୁର୍ଣ୍ଣ ଦାହ ହେଲା ନାହ୍ହି ତେଣୁ ପାଣ୍ଡଵମାନେପାଣ୍ଡବମାନେ ନିରାଶ ହୋଇ ଶେଷକୁ ଉପାୟ ନପାଇ ସେଇ ଦରପୋଡା ବ୍ରହ୍ମକୁ ସମୁଦ୍ରରେ ଭସାଇ ଦେଲେ । ସେ ବ୍ରହ୍ମ ଭାସି ଭାସି ଯାଇ ପୁରୀର ସମୁଦ୍ର ତଟରେ ପହନ୍ଚିଲା । ସେଇଠି ଯୁଗ ଯୁଗ ଧରି ସେ ନୀଳମାଧଵନୀଳମାଧବ ରୁପରେ ପୂଜା ପାଇଲେ । ଵିଷ୍ଣୁଙ୍କବିଷ୍ଣୁଙ୍କ ସନ୍ଧାନରେ ମାଳବରୁ ରାଜା ଇନ୍ଦ୍ରଦ୍ୟୁମ୍ନ ଏବଂ ବ୍ରାହ୍ମଣ ଵିଦ୍ୟାପତିବିଦ୍ୟାପତି ଆସିଲେ । ନୀଳମାଧଵନୀଳମାଧବ ଉଭେଇ ଯାଇ ବାଙ୍କି ମୁହାଣରେ ଦେଖା ଦେଲେ ଦାରୁବ୍ରହ୍ମ ଆକାରରେ । ରାଜା ସୈନ୍ୟସାମନ୍ତ, ସକଳ ଅଶ୍ଵଅଶ୍ବ ଗଜ ନେଇ "ଦାରୁବ୍ରହ୍ମ" ପାଇଁ ଗଲେ । ଦାରୁବ୍ରହ୍ମ ପ୍ରୁଷ୍ଠରେ ଶ୍ରୀକୃଷ୍ଣଙ୍କର ଶଙ୍ଖ, ଚକ୍ର, ଗଦା, ପଦ୍ମ ପ୍ରଭୃତି ଚିହ୍ଣ ସବୁ ବିଦ୍ୟମାନ ଥିଲା । ମାତ୍ର ଦାରୁବ୍ରହ୍ମ ଅଟଳ ରହିବାରୁ ରାଜା ଅଧିଆ ପଡିଲେ । ଠାକୁର ତାଙ୍କୁ ସ୍ଵପ୍ନରେସ୍ବପ୍ନରେ ଛାୟାପ୍ରାୟ ଦୃଶ୍ୟ ହୋଇ କହିଲେ "ରାଜା, ତୋର ପାର୍ଥିବ ଶକ୍ତି ବଳରେ ଏଠାରୁ ମୋତେ ଟଳେଇ ନେବାର ବୃଥା ଚେଷ୍ଟା କରନା । ଆସନ୍ତା କାଲି ମୋର ପ୍ରକୃତ ସେବକ ବିଦ୍ୟାପତିଙ୍କର ଵଂଶଧରମାନଙ୍କୁବଂଶଧରମାନଙ୍କୁ ଡକେଇ ଆଣି ଗୋଟିଏ ପାଖରେ ଠିଆ କରାଇବୁ ଓ ଆର ପାଖରେ ଜାରାର ଵଂଶଧରଙ୍କୁବଂଶଧରଙ୍କୁ । ସେଇମାନେ ଏକତ୍ର ଛୁଇଁଲେ ମୁଁ ଯିବି" । ଶେଷରେ ତାହା ହି ହେଲା । ଦାରୁବ୍ରହ୍ମ ଭକ୍ତମାନଙ୍କ ଉପସ୍ଥିତିରେ ଅକ୍ଳେଶରେ ଉଠି ଚାଲିଲେ । ଅମୁହାଁ ଦେଉଳରେ ରାଜା ଇନ୍ଦ୍ରଦ୍ୟୁମ୍ନ ଓ ରାଣୀ ଗୁଣ୍ଡିଚାଙ୍କ ପରାମର୍ଶରେ ମୂର୍ତ୍ତୀଗଢା ଆରମ୍ଭ ହେଲା । ଏଇ ମୂର୍ତ୍ତୀ ଗଢିବା କାର୍ଯ଼୍ୟ କଲେ ସ୍ଵୟଂସ୍ବୟଂ ଵିଶ୍ଵକର୍ମାବିଶ୍ବକର୍ମା
 
ସେଇ ଦାରୁ ଦେଵତାଦେବତା । । । ଶବର ଦେଵତାଦେବତା । । । ହେଉଛନ୍ତି ଦ୍ଵାପରରଦ୍ବାପରର ଶ୍ରୀକୃଷ୍ଣ (ଜଗନ୍ନାଥ) ବଳଭଦ୍ର ଏଵଂଏବଂ ସୁଭଦ୍ରା! ପାଖରେ ତାଙ୍କର ସୁଦର୍ଶନ । ଯାହା ପାଖରେ ଵିଚାରବିଚାର ନାହିଁ ଆର୍ଯ଼୍ୟ, ଅନାର୍ଯ଼୍ୟ, ବ୍ରାହ୍ମଣ, ଶୁଦ୍ର, ହିନ୍ଦୁ, ମୁସଲମାନର । ସେ ଆଚାଣ୍ଡାଳ ବ୍ରାହ୍ମଣ ସମସ୍ତଙ୍କର ।
 
ଆଜିକୁ ଛହଶହ ବର୍ଷ ତଳେ ଶାରଳା ଦାସ ଯାହା କଳ୍ପନା କରି ଯାଇଥିଲେ ଆଜି ତାହା ଵାସ୍ତବବାସ୍ତବ ରୁପ ନେଇଛି ।
 
'''କଳି ଅଵତରଣଅବତରଣ ପ୍ରସଙ୍ଗ'''
 
ମହାଭାରତ ଯୁଦ୍ଧ ଶେଷ ହେଲା, ଧର୍ମରେ ଥିବାରୁ ପନ୍ଚୁପାଣ୍ଡଵଙ୍କରପନ୍ଚୁପାଣ୍ଡବଙ୍କର ଵିଜୟବିଜୟ ହେଲା । ସେତେବେଳକୁ ଦ୍ଵାପରଦ୍ବାପର ଯୁଗ ସରି ଆସିଲାଣି, କଳିଯୁଗ ପ୍ରଵେଶପ୍ରବେଶ କରିବାକୁ ଥାଏ । କଳିକାଳରେ ଧର୍ମନନ୍ଦନ ଯୁଧିଷ୍ଠିର କିପରି ରାଜ୍ୟ କରିବେ ବୋଲି ଭାବି ସହଦେଵସହଦେବ କଳିକୁ ଅଟକାଇ ରଖିଲେ । ଯୁଧିଷ୍ଠିର ସ୍ଵର୍ଗାରୋହଣସ୍ବର୍ଗାରୋହଣ କରିବାକୁ ପ୍ରସ୍ତୁତ ହେଉଥାନ୍ତି, ସେତିକିବେଳେ ତାଙ୍କ ପାଖହୁ ଏକ ମୋକଦ୍ଦମା ଆସିଲା । ଜଣେ ବ୍ରାହ୍ମଣ ତାଙ୍କର ଶୁଦ୍ର ଚାକର ସହ ସୁନାକଙ୍କଣ ଦୁଇଟି ଧରି ଆସିଲେ । ବ୍ରାହ୍ମଣଙ୍କ ଢିପଜମିରୁ ଖୋଳୁ ଖୋଳୁ ଶୁଦ୍ରକୁ ତାହା ମିଳିଥିଲା, ତେଣୁ ସେ ମାଲିକଙ୍କ ପାଖରେ ତାହା ଦେଲା । କିନ୍ତୁ ବ୍ରାହ୍ମଣ ସେ କଙ୍କଣ ଗ୍ରହଣ କଲେ ନାହିଁ, ବରଂ କହିଲେ ଯେ ସେ କଙ୍କଣ ତାଙ୍କର ପ୍ରାପ୍ୟ ନୁହେଁ କାରଣ ତାଙ୍କ ଚାକର ପରିଶ୍ରମ କରି ପାଇଥିବାରୁ କଙ୍କଣ ତାର ହେବା ଉଚିତ । ମାତ୍ର ଚାକର ସେକଥା ନ ଶୁଣି ମାଲିକଙ୍କ ଜମିରୁ ତାହା ମିଳିଥିବାରୁ ତାହା ମାଲିକଙ୍କର ବୋଲି ଯୁକ୍ତି କରିଥିଲା । ଏଥିପାଇଁ ଦୁଇଜଣଙ୍କ ଭିତରେ କଳିଗୋଳ ଭୟଙ୍କର ରୁପ ଧାରଣ କଲା । ଉଭୟ ଏହାର ସମାଧାନ ପାଇ ବହୁଲୋକଙ୍କ ପାଖକୁ ଯାଇ ନିରାଶ ହୋଇ ସେମାନେ ଯୁଧିଷ୍ଠିରଙ୍କ ପାଖକୁ ଆସିଲେ ନ୍ୟାୟ ପାଇଁ । ଯୁଧିଷ୍ଠିର ସବୁ ସୁଣି ସମାଧାନ ପାଇଁ ମନ୍ତ୍ରୀ ସହଦେଵଙ୍କୁସହଦେବଙ୍କୁ ପଚାରିଲେ । ସହଦେଵସହଦେବ କହିଲେ ମୁ କଳିକୁ ଅଟକାଇ ରଖିଛି, ଏଣୁ ଦ୍ଵାପରଦ୍ବାପର ଯୁଗର ପ୍ରଭାବ ଏବେ ବି ରହିଛି । ଆପଣ ତ ସ୍ଵର୍ଗକୁସ୍ବର୍ଗକୁ ବାହାରିଲେଣି । ଆପଣଙ୍କ ଆଜ୍ଞା ହେଲେ ମୁ କଳିକୁ ମୁକ୍ତ କରିଦେବି । ରାଜା ପରୀକ୍ଷିତ ଏହାର ଵିଚାରବିଚାର କରିବେ ।
 
ଯୁଧିଷ୍ଠିର ସେଥିରେ ରାଜି ହେବାରୁ ସହଦେବ କଳିକୁ ମୁକ୍ତ କରିଦେଲେ । ପରୀକ୍ଷିତଙ୍କ ଆଗରେ ହଠାତ କଳି ପ୍ରଭାବରେ ବ୍ରାହ୍ମଣ ଓ ଶୁଦ୍ରଙ୍କ କଥା ଓ ଯୁକ୍ତି ବଦଳି ଗଲା । ଦୁହେଁ କଙ୍କଣକୁ ନିଜର ବୋଲି ଦାବୀ କଲେ, ନାନା ଯୁକ୍ତି ଦେଇ ପ୍ରମାଣ କରିବାକୁ ଚେଷ୍ଟା କଲେ ଯେ କଙ୍କଣର ମାଲିକ ସେମାନେ । ହଠାତ ଦୁହେଁ କଙ୍କଣ ପାଇବା ପାଇଁ କଳିଗୋଳ ମଧ୍ୟ କଲେ । ସବୁ ଶୁଣି ରାଜା ପରୀକ୍ଷିତ କହିଲେ - ତୁମେ କେହି ସେ ଜିନିଷ ପାଇବ ନାହିଁ । ତାହା ରାଜକୋଷରେ ଜମା ହେବ ।
୯୪ କ ଧାଡ଼ି:
'''ଚଣ୍ଡି ପୁରାଣ'''
 
ଶୁକ-ପରୀକ୍ଷିତ ସମ୍ବାଦ ଛଳରେ କବି ଚଣ୍ଡିପୁରାଣରେ ସମସ୍ତ କଥାକୁ ବର୍ଣ୍ଣନା କରିଛନ୍ତି । ମହାଭାରତର ଵିଲଙ୍କାବିଲଙ୍କା ରାମାୟଣ ପରି ଚଣ୍ଡିପୁରାଣ ଗ୍ରନ୍ଥଟି କବି ସାରଳା ଦାସ ଚଣ୍ଡିଙ୍କ ଆଜ୍ଞାରେ ତାଙ୍କରି ଭାଷାକୁ ପ୍ରକାଶ କରିବାର ବର୍ଣ୍ଣନା କରିଛନ୍ତି । ଏହି ପୁରାଣ ପରବର୍ତ୍ତୀ କାଳରେ ହିନ୍ଦୁମାନଙ୍କ ଘରେ ଚଣ୍ଡିପୁରାଣ ଭାବେ ଅଦ୍ୟାବଧି ପୂଜିତ ହେଉଛି ।
 
ବ୍ରହ୍ମାଙ୍କ ବଳରେ ବଳିୟାନ ମହିଷାସୁର ଦେବ, ଦାନବ, ଯକ୍ଷ, ରକ୍ଷ, ଗନ୍ଧର୍ବ, ନର ଓ ବାନର କାହାଦ୍ଵାରାକାହାଦ୍ବାରା ମୃତ୍ୟୁ ହେବନାହିଁ ବୋଲି ଜାଣି ପ୍ରବଳ ଯୁଦ୍ଧ ପରେ ସମସ୍ତଙ୍କୁ ପରାସ୍ତ କଲା । ଦିଗ୍ବିଜୟୀ ଵୀରବୀର ହୋଇ ଶେଷରେ ସ୍ଵର୍ଗସ୍ବର୍ଗ ଉପରେ ଆକ୍ରମଣ କଲା ଓ ଦେବଗଣଙ୍କୁ ପରାସ୍ତ କଲା । ଅନେକ ଦେବତାଙ୍କୁ ଆଣି ବନ୍ଦୀ କରିବାରୁ ଦେବତାମାନେ ଭୟରେ ଲୁଚିଲେ । ଦେଵତାଙ୍କଦେବତାଙ୍କ ମୁଖର ଅଗ୍ନିରୁ ଦେଵୀଦେବୀ ଦୁର୍ଗା ଜନ୍ମ ନେଲେ । ମହିଷାସୁର ଦେବୀଙ୍କ ମୋହିନୀ ରୁପରେ ଟାଣି ହୋଇ ତାଙ୍କୁ ସ୍ତ୍ରୀ ରୁପେ ପାଇବାପାଇଁ ତାର ସେନାପତି ଚାମର, ବେମାଳ, କାଳ, ଵିକାଳବିକାଳ, କାନ୍ତିମାଳା, ଵିଡାଳାକ୍ଷବିଡାଳାକ୍ଷ, ରକ୍ତବିର୍ୟ, ଵୀରଘଣ୍ଟବୀରଘଣ୍ଟ ଓ କାଳଦନ୍ତ ଆଦିଙ୍କୁ ପଠାଇଲା । ମାତ୍ର ଦେବୀ ସମସ୍ତଙ୍କୁ ମାରି ଶେଷରେ ମହିଷାସୁରକୁ ବଧ କରି ସମସ୍ତଙ୍କୁ ଶାନ୍ତି ପ୍ରଦାନ କଲେ ।
 
'''ଲକ୍ଷ୍ମୀନାରାୟଣ ବଚନିକା'''
୧୦୨ କ ଧାଡ଼ି:
କବିଙ୍କ ଅନ୍ୟାନ୍ୟ ଗ୍ରନ୍ଥ ଗୁଡିକ "ଦାଣ୍ଡିବୃତ୍ତ"ରେ ଲେଖାଯାଇଛି । "ଲକ୍ଷ୍ମୀନାରାୟଣ ବଚନିକା" ଗ୍ରନ୍ଥଟି ଖୁବ କ୍ଷୁଦ୍ର, ଅଣାଅଶୀ ପଦର । ଗ୍ରନ୍ଥଟିରେ ଲକ୍ଷ୍ମୀ ନାରାୟଣଙ୍କର କଥୋପକଥନ ବର୍ଣ୍ଣନା କରାଯାଇଛି ।
 
ଲକ୍ଷ୍ମୀନାରାୟଣ ତାଙ୍କର ଗୁରୁବାର ବ୍ରତ ସମ୍ବନ୍ଧରେ ଯାହା କିଛି ବର୍ଣ୍ଣନା କରିଛନ୍ତି ତାହାହିଁ ଗ୍ରନ୍ଥଟିର ବିଷୟବସ୍ତୁ । ଲକ୍ଷ୍ମୀ ମଣ୍ଡାଫୁଲ, ପଦ୍ମଫୁଲ ଓ ଅଁଳା ପୂଜାରେ ବହୁତ ଖୁସି ହୁଅନ୍ତି ଏବଂ ଭକ୍ତମାନଙ୍କୁ ମନଜାଣି ଫଳ ଦେଇଥାନ୍ତି । ଲକ୍ଷ୍ମୀ ପୁରୁଷ ଓ ସ୍ତ୍ରୀମାନଙ୍କର ବିଭିନ୍ନ ଆଚାର ବ୍ୟବହାର କଥା କହି କାହା ପାଖରେ କମ୍ ରହନ୍ତି ବର୍ଣ୍ଣନା କରିଛନ୍ତି । ଏହାଛଡା ସମାଜର ସମସ୍ତ ଅନୀତି କାର୍ଯ୍ୟକୁ ବାରଣ କରିଛନ୍ତି । ସମାଜରେ କେଉଁ ଦିନ କଣ କରିବ,କଣ ନ କରିବ, ଭଲ ବା ମନ୍ଦ କାମ କଲେ କି ଫଳ ମିଳେ, ଗୁରୁବାର ବ୍ରତ ଭାବେ ସମାଜକୁ ଉପଦେଶ ଦେଇଛନ୍ତି । ଗାଇ ବାଛୁରୀ ଜନ୍ମ ଦେଲେ କେତେ ଦିନ ପରେ ଦୁହିଁବା କଥା, କେଉଁ ତିଥିରେ କଣ ଖାଇବା ନିଷେଧ, ଦାନ୍ତରେ ନଖ କଟିଲେ କି ଫଳ ମିଳେ ବର୍ଣ୍ଣନା ରହିଛି । ଏସବୁଦ୍ଵାରାଏସବୁଦ୍ବାରା ବିଶୃଙ୍ଖଳା ଦୂର ହୋଇ ସମାଜ ସୁସ୍ଥ ହୋଇପାରିବ ବୋଲି ଜଣାଯାଏ ।
 
=== ମହାଭାରତ ===
୧୨୩ କ ଧାଡ଼ି:
* ଆଶ୍ରମବାସିକା ପ୍ରବ
* ମହାପ୍ରସ୍ଥାନିକ ପର୍ବ
* ଅଶ୍ଵମେଧଅଶ୍ବମେଧ ପର୍ବ
* ମୌସଳ ପର୍ବ
* ସ୍ଵର୍ଗାରୋହଣସ୍ବର୍ଗାରୋହଣ ପର୍ବ
{{div col end}}