"ସିକନ୍ଦର ଆଲାମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଛବି
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୩୧ କ ଧାଡ଼ି:
 
== ବାଲ୍ୟ ଜୀବନ ଓ ଶିକ୍ଷା ==
'''ସିକନ୍ଦର ଆଲାମ''', ୧୯୩୯ ମସିହା ଜୁଲାଇ ମାସ ୨୭ ତାରିଖରେ, [[କଟକ]] ଜିଲ୍ଲା ବୟାଳିଶି ମୌଜା ବ୍ଳକର ରାଉତରାପୁରଠାରେ ଜନ୍ମଗ୍ରହଣ କରିଥିଲେ । ବାଲ୍ୟ ଜୀବନ ନିଜ ଗାଁରେ ହିଁ କଟିଥିଲା । ପରବର୍ତୀ ସମୟରେ ସେ ନିଜ ପିତାମାତାଙ୍କ ସହ କଟକକୁ ଚାଲିଆସିଥିଲେ । କଟକର [[ଖ୍ରୀଷ୍ଟ କଲେଜିଏଟ ସ୍କୁଲ]]ରୁ ମାଟ୍ରିକ ଓ [[ଷ୍ଟିୱାର୍ଟ କଲେଜ]]ରୁ ବିଜ୍ଞାନରେ ଇଣ୍ଟରମିଡିଏଟ ପାସ କରିଥିଲେ । ତା ପରେ ନିଜ ପିତା ଓ ବଡ଼ ଭାଇଙ୍କ ଠାରୁ ପ୍ରେରଣା ପାଇ<ref>http://orissacinema.com/interviews/sikandar_alam.html</ref> ସଂଗୀତ ଶିକ୍ଷା କରିବା ପାଇଁ ସେ ପ୍ରସିଦ୍ଧ ଗନ୍ଧର୍ବ ମହାବିଦ୍ୟାଳୟରେ ଯୋଗଦାନ କରିଥିଲେ । ଏହି ଅନୁଷ୍ଠାନରୁ ହିଁ ସେ ଗୁରୁ ଗୋବିନ୍ଦ ଚନ୍ଦ୍ର ପାଲୁଶକର ଏବଂ ଉସ୍ତାଦ କୁନ୍ଦଳ ଆଦୀନାରାୟଣ ରାଓଙ୍କ ଅଧିନରେ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଂଗୀତରେ କୃତିତ୍ଵରକୃତିତ୍ବର ସହ ସଂଗୀତ ବିଶାରଦ ହାସଲ କରିଥିଲେ । <ref>http://www.orissadiary.com/CurrentNews.asp?id=20439</ref>
 
== ପରିବାର ==
'''ସିକନ୍ଦର ଆଲାମ''' ୧୫ ଜୁନ ୧୯୬୫ ମସିହାରେ ବିବାହ କରିଥିଲେ । ତାଙ୍କ ପତ୍ନୀ [[ନାଇମା ଆଲାମ]] ମଧ୍ୟ ଜଣେ ସୁଗାୟିକା ତଥା [[ଆକାଶବାଣୀ]]ର ଜଣେ ସ୍ଵୀକୃତିପ୍ରାପ୍ତସ୍ବୀକୃତିପ୍ରାପ୍ତ କଳାକାର । ଦୁଇ କନ୍ୟାଙ୍କ ମଧ୍ୟରୁ ବଡ଼ [[ସୋଫିଆ ଆଲାମ]] ଜଣେ ଅଭିନେତ୍ରୀ ଓ ସାନ [[ନାଜିଆ ଆଲାମ]] ଜଣେ ସୁନାମଧନ୍ୟା କଣ୍ଠଶିଳ୍ପୀ ।<ref>http://www.thehindu.com/arts/music/article540158.ece</ref>
 
== କର୍ମଜୀବନ ==
୫୭ କ ଧାଡ଼ି:
* ୨୦୦୦- ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସମ୍ମାନ
* ୨୦୦୦- ଶରଣକୁଳ ଆର୍ଟ୍ କଲେଜ ଓ ମ୍ୟୁଜିକ ସମ୍ମାନ
* ୨୦୦୦ - ସରସ୍ଵତୀସରସ୍ବତୀ ସମ୍ମାନ( ବାଳକୃଷ୍ଣ ଦାସ ଫାଉଣ୍ଡେସନ)
* ୨୦୦୦- ଚଳଚ୍ଚିତ୍ର ସହସ୍ରବାଦୀ ସମ୍ମାନ
* ୨୦୦୧- [[ଆକାଶବାଣୀ]] ଅବସର ବିନୋଦନ କେନ୍ଦ୍ର ସମ୍ମାନ