ଟିକେ
ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ (Bot: Automated text replacement (- ରେ +ରେ )) |
ଟିକେ (ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce) |
||
[[ଜଗନ୍ନାଥ|ଜଗନ୍ନାଥଙ୍କ]] ଲୀଳା ବଡ ବିଚିତ୍ର । ଠାକୁର ସ୍ନାନ କରନ୍ତି, ତାଙ୍କୁ ଜର ହୁଏ, ଦେବା ବିଗ୍ରହମାନଙ୍କୁ ଔଷଧ ମଧ୍ୟ ଲାଗି କରାଯାଏ । ଏଆହ ହେଉଛି ତାଙ୍କ ମାନବୀୟ ଲୀଳାର ଅଙ୍ଗ । ଜଗନ୍ନାଥଙ୍କ ଯାହା ବି କାମ ହେଉ ସେବାୟତ ମାନେ ନିଷ୍ଠାର ସହ କରନ୍ତି । ଏହି ନିଷ୍ଠା ପାଇଁ ସେମାନେ ହବିଷ କରନ୍ତି । ବିଭିନ୍ନ ସମୟରେ ବିଭିନ୍ନ ସେବାୟତ ମାନେ ହବିଷ କରନ୍ତି । ପୂର୍ବରୁ ମୁନି ଋଷି ମାନେ କଷ୍ଟ କରି ପ୍ରଭୁଙ୍କ କୃପା ଲାଭ କରିବା ପାଇଁ ତପସ୍ୟା କରିବା ଭଳି ଏହି ସେବାୟତ ମାନେ ହବିଷ କରି ପ୍ରଭୁଙ୍କ କୃପା ଲାଭ କରନ୍ତି । ଆଉ ସମସ୍ତ କଠିନ କାମ ଅତି ସହଜରେ ସମ୍ପାଦନ କରନ୍ତି । ଦୋଳାଦେବୀ କଡରେ ଥିବା କମାରଶାଳରେ ସ୍ନାନପୁର୍ଣିମା ପରଦିନଠାରୁ ଗୁପ୍ତଘର ନିର୍ମାଣ ହୋଇଛି । ବାହାରେ ତିନୋଟି ଶାଳରେ ରଥ ଓ ବିଗ୍ରହ ନିର୍ମାଣ ପାଇଁ ବିଭିନ୍ନ ଲୁହାସମଗ୍ରୀ ନିର୍ମାଣ ହେଉଥିବାବେଳେ ଗୁପ୍ତ ଘରେ ଗୁପ୍ତ ସେବା ଚାଲିଛି । ଏହି ଗୁପ୍ତ ଘରକୁ କେବଳ ତିନିବାଡର ମୁଖ୍ୟ କାମର ସେବକଙ୍କୁ ଅନୁମତି ଅଛି । ଏହି ସମୟରେ ମୁଖ୍ୟ ସେବକମାନେ ହବିଷରେ ରୁହନ୍ତି । ତେବେ ତିନିବାଡର
[[ଶ୍ରେଣୀ:୨୦୧୫ ନବକଳେବର ଗଣସମ୍ପାଦନାରେ ଗଢ଼ା ବା ଉନ୍ନତ କରାଯାଇଥିବା ପ୍ରସଙ୍ଗମାନ]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
[[ଶ୍ରେଣୀ:ଧର୍ମୀୟ
[[ଶ୍ରେଣୀ:ଚଳଣି]]
|