"ଅବନୀ କୁମାର ବରାଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
 
୧୯ କ ଧାଡ଼ି:
 
 
'''ଅବନୀ କୁମାର ବରାଳ'''(୩ ମେ ୧୯୨୫-୭ ନଭେମ୍ବର ୨୦୧୩) [[ଓଡ଼ିଶା]]ର ଶିକ୍ଷାବିଦ ଓ ଶିକ୍ଷକ ସଂଘ ନେତା ଥିଲେ ।<ref>{{cite news|title=Prof Abani Baral passes away|url=http://www.thestatesman.net/news/23870-Prof-Abani-Baral-passes-away.html|accessdate=18 November 2013|newspaper=ଷ୍ଟେଟ୍ସମ୍ୟାନ}}</ref> [[ଭାରତୀୟ କମ୍ୟୁନିଷ୍ଟ ପାର୍ଟି|ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ)ର]] ରାଜ୍ୟ ସମ୍ପାଦକ ଭାବେ ଦୀର୍ଘକାଳ ଦାୟିତ୍ବଦାୟିତ୍ୱ ତୁଲାଇଥିଲେ ।<ref>http://www.thehindu.com/todays-paper/tp-national/abani-boral-passes-away/article5332478.ece</ref>
 
ଅବନୀ [[ଜଗତସିଂହପୁର ଜିଲ୍ଲା]] ବିରିଡ଼ି ବ୍ଳକ ଅନ୍ତର୍ଗତ ହଳଦିଆପଡା ଗ୍ରାମରେ ୧୯୨୫, ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଓ [[କଟକ]]ରେ ଓଡ଼ିଆରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ । ଶିକ୍ଷା ସମାପ୍ତି ପରେ ସେ [[ଖୋର୍ଦ୍ଧା|ଖୋର୍ଦ୍ଧାର]] ''ପ୍ରାଣନାଥ ମହାବିଦ୍ୟାଳୟରେ'' ଅଧ୍ୟାପନା ବୃତ୍ତିରେ ଯୋଗଦେଇଥିଲେ । ୧୯୯୪ମେ ମାସରେ ସେଠାରୁ ଅଧ୍ୟକ୍ଷ ଭାବେ ଅବସର ଗ୍ରହଣ କରିଥିଲେ । ତାଙ୍କର ମହାବିଦ୍ୟାଳୟ ଅଧ୍ୟୟନ ବେଳରୁ ତାଙ୍କ ସାଂଗଠନିକ ଦକ୍ଷତା ଓ ନେତୃତ୍ବରନେତୃତ୍ୱର ପ୍ରକାଶିତ ହୋଇଥିଲା । ବାମପନ୍ଥୀ ଆଦର୍ଶରେ ଉଦ୍‌ବୁଦ୍ଧ ହୋଇ ସେ ଅଖିଳ ଭାରତୀୟ ଛାତ୍ର ସଂଘ, ଗଣତାନ୍ତ୍ରିକ ଯୁବ ସଂଘ ଓ ଇସ୍‌କସ୍ ଭଳି ସଙ୍ଗଠନରେ ସାମିଲ ହୋଇଥିଲେ । କମ୍ୟୁନିଷ୍ଟ ପାର୍ଟିର ମୁଖପାତ୍ର 'ନୂଆ ଦୁନିଆ'ର ପ୍ରତିଷ୍ଠାତା ସମ୍ପାଦକ ଭାବେ ସାମ୍ୟବାଦୀ ଆଦର୍ଶର ପ୍ରଚାର କରାଇଥିଲେ । ତାଙ୍କ ନେତୃତ୍ୱରେ ଶିକ୍ଷକ ମହାସଂଘ ଗଠନ କରାଯାଇଥିଲା । ମହାସଂଘର ଛତାତଳେ ଅନେକ ଆନ୍ଦୋଳନାତ୍ମକ ପଦକ୍ଷେପଦ୍ବାରାପଦକ୍ଷେପଦ୍ୱାରା ଶିକ୍ଷକ ସମାଜର ଅନେକ ସମସ୍ୟାର ସମାଧାନ କରାଇଥିଲେ । ସର୍ବଭାରତୀୟସ୍ତରରେ ଜଣେ ଆଗଧାଡ଼ିର ଶିକ୍ଷକ ନେତା ଭାବେ ତାଙ୍କର ପରିଚିତ ଥିଲେ । ବିଶ୍ବବିଶ୍ୱ ଶିକ୍ଷକ ମହାସଂଘର ସେ ଉପସଭାପତି ପଦ ମଣ୍ଡନ କରିଥିଲେ ।<ref>{{cite book|title=Final Report: World Conference on Education for All, Meeting Basic Learning Needs, 5-9 March 1990, Jomtien, Thailand|url=https://books.google.com/books?id=rb-IQc9tI9sC|year=1990|publisher=Inter-Agency Commission, WCEFA}}</ref> ବିଶ୍ବଦରବାରରେବିଶ୍ୱଦରବାରରେ ସେ ଶିକ୍ଷା ଓ ଶିକ୍ଷକ ଆନ୍ଦୋଳନ ସମ୍ପର୍କିତ ବହୁ ସମ୍ମିଳନୀକୁ ଭାରତର ପ୍ରତିନିଧିତ୍ବପ୍ରତିନିଧିତ୍ୱ କରିଥିଲେ । ରାଜ୍ୟରେ ଶିକ୍ଷା ସଂସ୍କାର ଓ ଶିକ୍ଷକ କର୍ମଚାରୀଙ୍କ ସ୍ବାର୍ଥରକ୍ଷାସ୍ୱାର୍ଥରକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ରହିଛି । ବିଭିନ୍ନ ଗଣମାଧ୍ୟମରେ ସ୍ତମ୍ଭକାର ଭାବେ ଓ ଦୁଇ ଡଜନରୁ ଅଧିକ ପୁସ୍ତକ ରଚନା ସାହିତ୍ୟ ଜଗତରେ ବିଶେଷ ଖ୍ୟାତି ରହିଛି । ଓଡ଼ିଶା ସାହିତ୍ୟ ଏକାଡେମୀଦ୍ବାରାଏକାଡେମୀଦ୍ୱାରା ସେ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି । ଏହା ବ୍ୟତୀତ ବହୁ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଅନେକ ସମ୍ମାନ ଓ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । <ref>ସମାଜ, ପୃଷ୍ଠା-୧, ଶୁକ୍ରବାର ୮ନଭେମ୍ବର ୨୦୧୩</ref>
 
==ଆଧାର==