"ଗାୟତ୍ରୀବାଳା ପଣ୍ଡା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୨୨ କ ଧାଡ଼ି:
| citizenship =
| education =
| alma_mater = ଶୈଳବାଳା ମହିଳା ମହାବିଦ୍ୟାଳୟ, ଉତ୍କଳ ବିଶ୍ବବିଦ୍ୟାଳୟବିଶ୍ୱବିଦ୍ୟାଳୟ </br> ଭାରତୀୟ ଜନସଞ୍ଚାର ସଂସ୍ଥାନ, ଢେଙ୍କାନାଳ
| occupation = କବି,ସମ୍ପାଦକ ଓ ସାମ୍ବାଦିକ
| years_active =
୫୧ କ ଧାଡ଼ି:
 
== ବାଲ୍ୟଜୀବନ ଓ ଶିକ୍ଷା ==
ଗାୟତ୍ରୀବାଳା, ୧୯୭୭ ମସିହା ଅପ୍ରେଲ ୧୭ ତାରିଖରେ ଜଗତସିଂହପୁର ଜିଲ୍ଲାର ସାଦେଇପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଗୋଲକ ବିହାରୀ ପଣ୍ଡା ଓ ମାତାଙ୍କ ନାମ ଅରୁଣିମା ପଣ୍ଡା । ପିତା ଜଣେ ବ୍ୟାଙ୍କ କର୍ମଚାରୀ ଥିଲେ । ଗାୟତ୍ରୀବାଳା, ସାଦେଇପୁର, ବାଲିକୁଦା ଓ କଟକରେ ନିଜର ବିଦ୍ୟାଳୟ ଶିକ୍ଷା ସମାପ୍ତ କରିଥିଲେ । ବାପାଙ୍କ ଇଚ୍ଛାଥିଲା ଗାୟତ୍ରୀବାଳା ଡାକ୍ତର ହୁଅନ୍ତୁ, କିନ୍ତୁ ଝିଅର କଳାରେ ଆଗ୍ରହ ଦେଖି, ସେ ସେଦିଗରେ ତାଙ୍କୁ ପ୍ରୋତ୍ସାହିତ କରିଥିଲେ । ଗାୟତ୍ରୀବାଳା କଟକର [[ଶୈଳବାଳା ମହିଳା ମହାବିଦ୍ୟାଳୟ]]ରେ ପାଠ ପଢିଥିଲେ ଓ ଛାତ୍ର ସଂସଦର ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିଲେ । [[ଉତ୍କଳ ବିଶ୍ବବିଦ୍ୟାଳୟବିଶ୍ୱବିଦ୍ୟାଳୟ]]ରୁ ସେ ପାଠାଗାର ବିଜ୍ଞାନରେ(Library and Information Science) ସ୍ନାତକୋତ୍ତର ପାଠ୍ୟକ୍ରମରେ ସମଗ୍ର ଉତ୍କଳ ବିଶ୍ବବିଦ୍ୟାଳୟରେବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣପଦକସ୍ୱର୍ଣ୍ଣପଦକ ହାସଲ କରିଥିଲେ । ପରେ ସେ [[ଭାରତୀୟ ଜନସଞ୍ଚାର ସଂସ୍ଥାନ, ଢେଙ୍କାନାଳ]]ରୁ ସାମ୍ବାଦିକତା ଓ ଗଣମାଧ୍ୟମରେ ଡିପ୍ଲୋମା ଓ ହିମାଚଳ ପ୍ରଦେଶ ବିଶ୍ବବିଦ୍ୟାଳୟରୁବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି । ସାମ୍ବାଦିକତା ପାଠ୍ୟକ୍ରମରେ ଶ୍ରେଷ୍ଠସ୍ଥାନ ଅଧିକାର କରି, ସେ ପବ୍ଲିକ ରିଲେସନ ସୋସାଇଟ ଅଫ ଇଣ୍ଡିଆରୁ ମଧ୍ୟ ସ୍ବର୍ଣ୍ଣପଦକସ୍ୱର୍ଣ୍ଣପଦକ ହାସଲ କରିଛନ୍ତି ।
 
ଗାୟତ୍ରୀବାଳା, ପ୍ରାୟ ଛଅ ସାତ ବର୍ଷ ବୟସରୁ କବିତା ଲେଖିବା ଆରମ୍ଭ କରିଥିଲେ । ଗାୟତ୍ରୀବାଳାଙ୍କ ଜେଜେବାପା ଜଣେ ଉପନ୍ୟାସିକ ଥିଲେ ଓ ତାଙ୍କଠାରୁ ଗାୟତ୍ରୀବାଳା ଅନୁପ୍ରାଣିତ ହୋଇଥିଲେ । ପିଲାବେଳରୁ ସେ, ନିଜ ଦୁଃଖ ଓ ଅସହୟତା ଯାହାକୁ ଅନ୍ୟଭାବରେ କହି ପାରୁନଥିଲେ ତାହା କବିତା ମାଧ୍ୟମରେ ପ୍ରକାଶ କରିପାରୁଥିଲେ । ବାର ବର୍ଷ ହେବା ବେଳକୁ, ତାଙ୍କର ପ୍ରଥମ କବିତା ପ୍ରକାଶିତ ହୋଇସାରିଥିଲା । ୨୦୦୦ ମସିହାରେ, ରାଜ୍ୟ ଯୁବ ପୁରସ୍କାର ତାଙ୍କୁ ଲୋକଲୋଚନକୁ ଆଣିବାରେ ସହାୟକ ହୋଇଥିଲା ।
୬୫ କ ଧାଡ଼ି:
=== କବିତା ପୁସ୍ତକ ===
* ଆହତ ପ୍ରତିଶୃତି(୨୦୦୧)
* ଅସ୍ପଷ୍ଟ ଇଶ୍ବରଇଶ୍ୱର(୨୦୦୨)
* ଅଣାୟତ(୨୦୦୬)
* ଗାଁ(୨୦୦୮)
୮୮ କ ଧାଡ଼ି:
* ଉତ୍କଳ ସାହିତ୍ୟ ସମାଜ ଯୁବ କବି ସମ୍ମାନ - ୨୦୧୧
* ରାଜୀବ ଗାନ୍ଧି ସଦଭାବନା ପୁରସ୍କାର - ୨୦୧୧
* ତଳପଦେଶ୍ବରୀତଳପଦେଶ୍ୱରୀ ସାହିତ୍ୟ ସମ୍ମାନ - ୨୦୧୨
* ଟାଇମ ପାସ ସ୍ବୟଂଶ୍ରୀସ୍ୱୟଂଶ୍ରୀ ସମ୍ମାନ - ୨୦୧୨
* ଦୀପକ ମିଶ୍ର କବିତା ପୁରସ୍କାର - ୨୦୧୫<ref>ପ୍ରଗତିବାଦୀ ୨୪/୦୪/୨୦୧୫ ପୃଷ୍ଠା ୨</ref>