"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୧୬ କ ଧାଡ଼ି:
|resting_place_coordinates = <!-- {{Coord|LAT|LONG|display=inline,title}} -->
|nationality = {{flag|ଭାରତୀୟ}}
|other_names = ସ୍ବଦେଶହିତୈଷୀସ୍ୱଦେଶହିତୈଷୀ, ପଣ୍ତିତ ଗୋପବନ୍ଧୁ <ref>{{cite web |url= http://dsal.uchicago.edu/cgi-bin/philologic/getobject.pl?c.0:13880.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first= ଗୋପାଳ ଚନ୍ଦ୍ର |last= ପ୍ରହରାଜ |work=dsal.uchicago.edu |quote=ସ୍ବଦେଶହିତୈଷୀସ୍ୱଦେଶହିତୈଷୀ ପଣ୍ତିତ ଗୋପବନ୍ଧୁ ଏହି ନାମରେ ପରିଚିତ ହୋଇଥିଲେ |accessdate=14 April 2013}}</ref>
|known_for = ସ୍ବାଧୀନତାସ୍ୱାଧୀନତା ସଂଗ୍ରାମୀ, କବି, <br />[[ସମାଜ (ଖବରକାଗଜ)|'ସମାଜ']]ର ପ୍ରତିଷ୍ଠାତା
|education = ବି.ଏଲ.
|alma_mater = [[ରେଭେନ୍ସା ମହାବିଦ୍ୟାଳୟ]]
|spouse = ଅପତୀ ଦେବୀ
|children =
|parents = ଦୈତାରି ଦାସ <br /> ସ୍ବର୍ଣ୍ଣମୟୀସ୍ୱର୍ଣ୍ଣମୟୀ ଦେବୀ
|awards =
|signature =
୩୦ କ ଧାଡ଼ି:
}}
 
'''ଗୋପବନ୍ଧୁ ଦାସ''' (୧୮୭୭–୧୯୨୮) ଉତ୍କଳମଣି (ଓଡ଼ିଶାର ମଣି) ନାମରେ ଖ୍ୟାତ । [[ଓଡ଼ିଶା]]ର ଜଣେ ସ୍ବାଧିନତାସ୍ୱାଧିନତା ସଂଗ୍ରାମୀ, କବି, ଲେଖକ ଓ ଦୈନିକ ଖବର କାଗଜ [[ସମାଜ (ଖବରକାଗଜ)|ସମାଜ]] ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ।<ref>http://thesamaja.com/home.php</ref>
 
== ପିଲା ବେଳ ଓ ଛାତ୍ରାବସ୍ଥା ==
ଗୋପବନ୍ଧୁ, ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ବର୍ଣ୍ଣମୟୀସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ [[ପୁରୀ ଜିଲ୍ଲା]]ର [[ସୁଆଣ୍ଡୋ]] ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ମାତାଙ୍କ ମୃତ୍ୟୁ ପରେ, ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର [[ରାମଚନ୍ଦ୍ର ଦାସ]]ଙ୍କ ସହିତ ପରିଚୟ ହେଲା, ଯାହଙ୍କ ଠାରୁ ପରେ ସେ ଦେଶ ସେବାର ଶିକ୍ଷା ପାଇଲେ । ଗୋପବନ୍ଧୁଙ୍କଦ୍ୱାରା ହିଁ [[ପୁରୀ]]ରେ ସେତେବେଳେ, ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ [[ପୁରୀ ସେବା ସମିତି]] ପ୍ରତିଷ୍ଠା କରାଯାଇଥିଲା । ପୁରୀ ସେବା ସମିତି ଗଠନ କରି, ସେ ଆପଣା ଜୀବନକୁ ବିପନ୍ନ କରି
ସାଥୀମାନଙ୍କ ସହ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମରେ ଲାଗିପଡ଼ିଥିଲେ
 
ପଣ୍ଡିତେ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ [[କଟକ]]ର [[ରେଭେନ୍ସା ମହାବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ଏହି ସମୟରେ ତାଙ୍କର ପିତୃବିୟୋଗ ଘଟିଥିଲା । କଟକରେ ଅଧ୍ୟୟନ ସମୟରେ [[ଓଡ଼ିଆ ଭାଷା]]ର ବିଲୋପ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଗୋପବନ୍ଧୁ, 'କର୍ତବ୍ୟ ବୋଧିନୀ ସମିତି' ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ । ତାଙ୍କର ଆହ୍ବାନଆହ୍ୱାନ ଥିଲା, 'ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ ।' [[ରମ୍ଭା]]ଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ [[ଉତ୍କଳ ସମ୍ମିଳନୀ]]ର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା । ୧୯୦୩ରେ ଉତ୍କଳ ଗୌରବ [[ମଧୁସୂଦନ ଦାସ]]ଙ୍କଦ୍ବାରାଙ୍କଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ଗୋପବନ୍ଧୁ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ସମୟରେ, ତାଙ୍କର ପ୍ରଥମ ପୁତ୍ରସନ୍ତାନଟିର ମୃତ୍ୟୁ ଘଟିଥିଲା । ଏହିପରି ନାନାଦି ବାଧାବିଘ୍ନ ସତ୍ତ୍ବେସତ୍ତ୍ୱେ ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ [[କଲିକତା]]ରେ ବିଏଲ ପଢ଼ିଲେ ।<ref>{{cite web |url= http://www.123orissa.com/person/person.asp?sno=31&cat=f |title=UTKALAMANI PUNDIT GOPABANDHU DAS|first= |last= |work=123orissa.com |quote=He passed his B.A from Revenshaw College in 1904 and later passed B.L. from Calcutta University in 1906. |accessdate=9 October 2012}}</ref> ସେଠାରେ ପ୍ରବାସୀ ଓଡ଼ିଆଙ୍କ ଦୁଃଖଦୁର୍ଦ୍ଦଶାରେ ବ୍ୟଥିତ ହୋଇ, ସେ 'ଓଡ଼ିଆ ଶ୍ରମିକ ସଂଘ' ଓ 'ସାନ୍ଧ୍ୟ ବିଦ୍ୟାଳୟ' ପ୍ରତିଷ୍ଠା କରିଥିଲେ । ଇତି ମଧ୍ୟରେ ତାଙ୍କର ଦ୍ବିତୀୟଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏପରିକି, ଯେଉଁଦିନ ସେ ବିଏଲ ପାସ କରିଛନ୍ତି ବୋଲି ଖବର ପାଇଥିଲେ, ସେହିଦିନ ତାଙ୍କୁ ନିଜ ପତ୍ନୀଙ୍କର ମୃତ୍ୟୁ ସମ୍ବାଦ ମଧ୍ୟ ମିଳିଥିଲା । ଏତେ ସବୁ ଦୁଃଖ କିନ୍ତୁ ତାଙ୍କୁ ନିଜ କର୍ମରୁ ବିଚ୍ୟୁତ କରିପାରିନଥିଲା । ସ୍ବତନ୍ତ୍ରସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଯୋଗଦାନ ଅତୁଳନୀୟ ରହିଥିଲା ।
 
== କର୍ମଜୀବନ ==
ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ । ଭକ୍ତକବି, [[ମଧୁସୂଦନ ରାଓ]]ଙ୍କ ନିଷ୍ପତି କ୍ରମେ, ଗୋପବନ୍ଧୁ [[ସାକ୍ଷୀଗୋପାଳ]]ର ବକୁଳ ଓ ଛୁରିଆନା କୁଞ୍ଜରେ [[ସତ୍ୟବାଦୀ ବନ ବିଦ୍ୟାଳୟ]] ପ୍ରତିଷ୍ଠା କରିଥିଲେ । ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ବାଧୀନତାସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା ।<ref>{{cite web |url= http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_ |title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu |work=academia.edu |year=2012|quote=Satyavadi was a uniqueexperimental school in the history of modern Orissa. Establishedby Gopabandhu Das (1877-1928), |accessdate=20 June 2012}}</ref>
୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା । ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ ।
== ସମାଜ ସଂବାଦପତ୍ର , ଓଡ଼ିଆ ଜାତି ପାଇଁ ଏକ ଅନୁଷ୍ଠାନ ==
 
ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ବତନ୍ତ୍ରସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, [[ମୋହନଦାସ କରମଚାନ୍ଦ ଗାନ୍ଧୀ|ମହାତ୍ମା ଗାନ୍ଧୀ]]ଙ୍କ ବାର୍ତ୍ତା ଓ ଜାତୀୟ କଂଗ୍ରେସର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବାର ଅଭିପ୍ରାୟରେ, ଗୋପବନ୍ଧୁ ୧୯୧୯ ଅକ୍ଟୋବର ମାସ ୪ ତାରିଖ, ଦଶହରା ତିଥିରେ ପ୍ରକାଶ କଲେ 'ସାପ୍ତାହିକ ସମାଜ' ।<ref>{{cite web |url= http://www.publishyourarticles.org/knowledge-hub/biography/biography-of-utkalmani-gopabandhu-das.html |title=Biography of Utkalmani Gopabandhu Das &#124; Biography &#124; Knowledge Hub|work=publishyourarticles.org |year=2012 |quote= He started the newspaper Samaja |accessdate=23 May 2012}}</ref> ପ୍ରଥମେ ଏହା ସତ୍ୟବାଦୀରୁ, ୧୯୨୪ ମସିହାରେ ପୁରୀରୁ ଓ ୧୯୨୭ ମସିହାରେ କଟକରୁ ପ୍ରକାଶିତ ହେଉଥିଲା । 'ସମାଜ'ର ପ୍ରଥମ ସମ୍ପାଦକୀୟରେ, ମାନବବାଦୀ ଗୋପବନ୍ଧୁ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନା କରିଥିଲେ । ୧୯୩୦ରେ 'ସାପ୍ତାହିକ ସମାଜ', 'ଦୈନିକ ସମାଜ'ରେ ପରିଣତ ହୋଇଥିଲା । 'ସମାଜ'ରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ଇଂରେଜ ସରକାରଙ୍କ ଅବିଚାର ସମ୍ପର୍କରେ ନିର୍ଭୀକ ସମ୍ବାଦ ପରିବେଷଣ କରି, ସେ ୧୯୨୨ ମସିହାରେ କାରାବରଣ କରିଥିଲେ । କାରାଗାରରେ ତାଙ୍କ ଲେଖନୀରୁ ନିଃସୃତ ହୋଇଥିଲା 'କାରାକବିତା' ଓ 'ବନ୍ଦୀର ଆତ୍ମକଥା' । ୧୯୨୪ରେ ଜେଲରୁ ଖଲାସ ହେବାପରେ କଟକଠାରେ ଅନୁଷ୍ଠିତ ବିଶାଳ ସମ୍ବର୍ଦ୍ଧନା ସଭାରେ, ବିଶିଷ୍ଟ ବୈଜ୍ଞାନିକ ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟ ତାଙ୍କୁ 'ଉତ୍କଳମଣି' ବୋଲି ସମ୍ବୋଧନ କରିଥିଲେ ।<ref>{{cite web |url= http://www.talentodisha.com/component/k2/item/126-utkalamani-pandit-gopabandhu-das.html |title=UTKALAMANI PANDIT GOPABANDHU DAS |first= Chandra Sekhar |last=Biswal|work=talentodisha.com |quote=Acharya Prafulla Chandra Ray on 28.6.1924 the veteran scientist and patriot of Bengal assigned the title of Utkalamani, (Jewel of Utakala) to his name. |accessdate=9 October 2012}}</ref>
ସମବେତ ଜନତା କରତାଳି ମାଧ୍ୟମରେ ଏହି ଉପାଧିକୁ ସ୍ବିକୃତିସ୍ୱିକୃତି ଦେଇଥିଲେ । ଗୋପବନ୍ଧୁଙ୍କ ସେବା, ତ୍ୟାଗ ଓ ଦରଦୀ ହୃଦୟରେ ପ୍ରୀତ ହୋଇ, [[ଲାଲା ଲାଜପତ ରାୟ]], ତାଙ୍କୁ [[ଲୋକସେବକ ମଣ୍ଡଳ]]ର ସଦସ୍ୟ ରୂପେ ଗ୍ରହଣ କରିଥିଲେ । ପରେ, ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ ।
===ଗୋପବନ୍ଧୁଙ୍କ ଅନ୍ତିମ ଜୀବନ ===
 
୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ, [[ଲାହୋର]] ଯିବାବାଟରେ, ଗୋପବନ୍ଧୁ କଲିକତାଠାରେ [[ଆନ୍ତ୍ରିକ ଜ୍ବରଜ୍ୱର]]ରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଦିନକୁ ଦିନ ତାଙ୍କର ସ୍ବାସ୍ଥ୍ୟବସ୍ଥାସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ମୃତ୍ୟୁ ପୂର୍ବରୁ, ସେ ନିଜର ଇଚ୍ଛାପତ୍ରରେ, 'ସମାଜ' ଓ 'ସତ୍ୟବାଦୀ ପ୍ରେସ'ର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ । ଇଚ୍ଛାପତ୍ର ସମ୍ପାଦନର ଦୁଇ ଘଣ୍ଟାପରେ ୧୯୨୮ ମସିହା ଜୁନ ୧୭ ତାରିଖ, ରବିବାର ସନ୍ଧ୍ୟା ଘ.୭-୨୫ମିନିଟରେ, ଗୋପବନ୍ଧୁ ଶେଷନିଃଶ୍ବାସଶେଷନିଃଶ୍ୱାସ ତ୍ୟାଗ କରିଥିଲେ ।<ref>{{cite web |url= http://www.odisha360.com/infopedia/odia-personalities/utkalmani-gopabandhu-das/ |title=Utkalmani Gopabandhu Das |work=odisha360.com |year=2009 |quote=He died on 17th June, 1928 |accessdate=23 May 2012}}</ref><ref>ଦୈନିକ ସମାଜ ୦୯/୧୦/୨୦୧୨ରେ ପ୍ରକାଶିତ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କ ଲେଖା</ref>
 
==ରାଜନୀତି ଜୀବନ==
୫୬ କ ଧାଡ଼ି:
* ଭାର୍ଗବୀ ପ୍ରତି
* ଗୋମହାତ୍ମ୍ୟ
* ବ୍ରହ୍ମତତ୍ତ୍ୱ
* ବ୍ରହ୍ମତତ୍ତ୍ବ
* ବନ୍ଦୀର ଆତ୍ମକଥା
* କାରାକବିତା
୧୦୦ କ ଧାଡ଼ି:
[[ଶ୍ରେଣୀ:ପୁରୀ ଜିଲ୍ଲାର ଲୋକ]]
[[ଶ୍ରେଣୀ:ଓଡ଼ିଆ ଭାଷା]]
[[ଶ୍ରେଣୀ:ଓଡ଼ିଶାର ସ୍ବାଧୀନତାସ୍ୱାଧୀନତା ସଂଗ୍ରାମୀ]]
[[ଶ୍ରେଣୀ:ବଛା ଲେଖା]]