"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୩୨ କ ଧାଡ଼ି:
|quote= budh ‘ perceive ’ 1. Pali ''buddha'' – ‘ understood, enlightened ’, [[Grammatical gender|masculine]] ‘ the '''Buddha''' ’; Aśokan, that is, the language of the [[Edicts of Ashoka|Inscriptions of Aśoka]] ''Budhe'' [[Nominative case|nominative]] [[grammatical number|singular]]; [[Prakrit]] ''buddha'' – ‘ known, awakened ’; [[Waigali language|Waigalī]] ''būdāī'' ‘ truth ’; [[Kalami language|Bashkarīk]] ''budh'' ‘ he heard ’; [[Torwali language|Tōrwālī]] ''būdo'' [[preterite]] of ''bū'' – ‘ to see, know ’ from bṓdhati; [[Phalura language|Phalūṛa]] ''búddo'' preterite of ''buǰǰ '' – ‘ to understand ’ from búdhyatē; [[Shina language|Shina]] Gilgitī dialect ''budo'' ‘ awake ’, Gurēsī dialect ''budyōnṷ'' [[Intransitive verb|intransitive]] ‘ to wake ’; [[Kashmiri language|Kashmiri]] ''bọ̆du'' ‘ quick of understanding (especially of a child ’); [[Sindhi language|Sindhī]] ''ḇudho'' past [[participle]] ([[Passive voice|passive]]) of ''ḇujhaṇu'' ‘ to understand ’ from búdhyatē, West [[Pahari languages|Pahāṛī]] ''buddhā'' preterite of ''bujṇā'' ‘ to know ’; [[Sinhala language|Sinhalese]] ''buj'' (''j'' written for ''d''), ''budu'', ''bud'' – , ''but'' – ‘ the Buddha ’.}}</ref>
 
ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ [[ଓଡ଼ିଶା]] ବା '''[[କଳିଙ୍ଗ]]'''ର [[ଭୁବନେଶ୍ୱର]] ନିକଟରେ ଥିବା କପିଳେଶ୍ବରକପିଳେଶ୍ୱର ଜନପଦରେ ହୋଇଥିଲା । [[ଅଶୋକଙ୍କ ଶିଳାଲେଖ]], [[ଜଉଗଡ଼ର ଶିଳାଲେଖ]] ଓ ସେକାଳରେ [[ଓଡ଼ିଶା|ଓଡ଼ିଶାରେ]] ପ୍ରଚଳିତ ଭାଷା [[ପାଳି ଭାଷା]]ର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।<ref>http://www.hindu.com/fline/fl2204/stories/20050225001008800.htm</ref><ref>http://www.rediff.com/news/2002/sep/16spec.htm</ref><ref>http://www.srilankaguardian.org/2008/03/buddha-born-in-orissa-scholars.html</ref><ref>http://orissa.gov.in/e-magazine/Journal/jounalvol1/pdf/orhj-3.pdf</ref>
ତେବେ କିଛି ଗବେଷକଙ୍କ ମତରେ ବୁଦ୍ଧଙ୍କ ଜନ୍ମ [[ନେପାଳ]]ର କପିଳବାସ୍ତୁଠାରେ ହୋଇଥିଲା ।
 
== ଜୀବନୀ ==
ଗୌତମ ବୁଦ୍ଧ [[ବୌଦ୍ଧ ଧର୍ମ]]ର ପ୍ରତିଷ୍ଠା କରିଥିଲେ ।<ref>http://webspace.ship.edu/cgboer/buddhaintro.html</ref> ସେ ଖ୍ରୀ. ପୂ ୫୬୭ (ମତାନ୍ତର)ରେ ହିମାଳୟର ପାଦଦେଶରେ ଅବସ୍ଥିତ କପିଳବାସ୍ତୁ ନିକଟବର୍ତ୍ତୀ [[ଲୁମ୍ବିନୀ]] ଉପବନରେ ଜନ୍ମ ଗ୍ରହଣ କରିଥିଲେ । କପିଳାବାସ୍ତୁ ଶାକ୍ୟବଂଶୀୟ କ୍ଷତ୍ରିୟମାନଙ୍କର ଏକ କ୍ଷୁଦ୍ର ରାଜ୍ୟ ଥିଲା । ଗୌତମଙ୍କର ପିତା ଶୁଦ୍ଧୋଦନ ଏହି ଶାକ୍ୟ ଗଣତନ୍ତ୍ରର ରାଜା ଥିଲେ ।<ref>http://www.buddhanet.net/e-learning/buddhistworld/buddha.htm</ref> ତାଙ୍କର ମାତାଙ୍କ ନାମ ଥିଲା ମାୟାଦେବୀ । ଜନ୍ମ ଲାଭ କରିବାର ଏକ ସପ୍ତାହ ପରେ ତାଙ୍କର ମାତା ମାୟାଦେବୀଙ୍କର ମୃତ୍ୟୁ ହେବାରୁ ବିମାତା ଗୌତମୀଙ୍କ ଦ୍ବାରାଦ୍ୱାରା ସେ ପରିପାଳିତ ହୋଇଥିଲେ । <ref>http://buddhism.about.com/od/lifeofthebuddha/a/buddhalife.htm</ref> ରାଜପୁତ୍ର ହେଲେ ମଧ୍ୟ ରାଜକୀୟ ଭୋଗବିଳାସ ପ୍ରତି ତାଙ୍କର ମନ ଆଦୌ ଆକୃଷ୍ଟ ନଥିଲା । ସେ ସଂସାରବିରାଗୀ ଥିଲେ । ପୁତ୍ରର ମନ ପରିବର୍ତ୍ତନ ନିମନ୍ତେ ଶୁଦ୍ଧୋଦନ ଗୌତମଙ୍କୁ ଗୋପାନାମ୍ନୀ ଏକ ସୁନ୍ଦରୀ ରାଜକନ୍ୟାଙ୍କ ସହିତ ବିବାହ କରାଇଥିଲେ । ବିବାହ ପରେ ଗୌତମଙ୍କର ଏକ ପୁତ୍ର ସନ୍ତାନ ଜାତ ହୋଇଥିଲା । ଏସବୁ ସତ୍ତ୍ବେସତ୍ତ୍ୱେ ଗୌତମଙ୍କର ମନ ପରିବର୍ତ୍ତନ ହୋଇନଥିଲା । <ref>http://www.thewildrose.net/the_buddha.html</ref>
 
== କିମ୍ବଦନ୍ତୀ ==
୪୨ କ ଧାଡ଼ି:
 
== [[ବୌଦ୍ଧ ଧର୍ମ]] ==
ବୌଦ୍ଧ ଧର୍ମ (ପାଳି: ବୋଧ ଧର୍ମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ବାସବିଶ୍ୱାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ପାଇଁ, ବୋଧି ବା ଜଣେ ଆଲୋକିତ ଗୁରୁ, ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବା ନିମିତ୍ତ ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା; ଯାହା ସଂସାର କଷଣରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
 
==ବୌଦ୍ଧଧର୍ମର ପ୍ରସାର==
ଗୌତମ ବୁଦ୍ଧଙ୍କ ପରିନିର୍ମାଣର ଅଳ୍ପ କାଳ ମଧ୍ୟରେ ବୌଦ୍ଧ ଧର୍ମ ସମଗ୍ର ଭାରତବର୍ଷରେ ପ୍ରସାରଲାଭ କରିଥିଲା । ବିଶେଷତଃ ଖ୍ରୀ.ପୂ. ତୃତୀୟ ଶତାବ୍ଦୀରେ ମୌର୍ଯ୍ୟ [[ଅଶୋକ (ସମ୍ରାଟ)|ସମ୍ରାଟ ଅଶୋକ]]ଙ୍କ ପୃଷ୍ଠପୋଷକତାରେ ବୌଦ୍ଧ ଧର୍ମ କେବଳ ଭାରତରେ ନୁହେଁ, ଭାରତ ବାହାରେ ଯଥା, ପଶ୍ଚିମରେ [[ଗ୍ରୀସ]] ଦେଶଠାରୁ ପୂର୍ବରେ [[ବର୍ମା|ବ୍ରହ୍ମଦେଶ (ବର୍ତ୍ତମାନର ମିଆଁମାର)]] ଏବଂ ଦକ୍ଷିଣରେ [[ଶ୍ରୀଲଙ୍କା|ସିଂହଳ (ବର୍ତ୍ତମାନର ଶ୍ରୀଲଙ୍କା)]] ପର୍ଯ୍ୟନ୍ତ ପ୍ରସାରିତ ହୋଇଥିଲା । ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀରେ କୁଶାଣ ବଂଶର ଶ୍ରେଷ୍ଠ ସମ୍ରାଟ କନିଷ୍କଙ୍କ ପ୍ରେରଣାରେ ବୌଦ୍ଧଧର୍ମ [[ଚୀନ]], [[ତିବ୍ବତତିବ୍ୱତ]], [[ଜାପାନ]] ପ୍ରଭୃତି ଦେଶରେ ପ୍ରଚାରିତ ହୋଇଥିଲା । ସପ୍ତମ ଓ ଅଷ୍ଟମ ଶତାବ୍ଦୀରେ [[କନୌଜ]]ର ରାଜା [[ହର୍ଷବର୍ଦ୍ଧନ]]ଙ୍କ ସାହାଯ୍ୟରେ ବୌଦ୍ଧଧର୍ମ ବିଶେଷ ଅଗ୍ରଗତି ଲାଭ କରିଥିଲା । ଏହିପରି ପୃଷ୍ଠପୋଷକତା ଲାଭକରି ବୌଦ୍ଧଧର୍ମ [[ପୃଥିବୀ]]ର ଏକ ମୂଖ୍ୟ ଧର୍ମରେ ପରିଣତ ହୋଇଥିଲା ।<ref>http://www.thebuddhistsociety.org/resources/Spread.html#top</ref> ପ୍ରାଚୀନ ରାଜା ମହାରାଜାମାନଙ୍କଦ୍ବାରାମହାରାଜାମାନଙ୍କଦ୍ୱାରା ଅତି ସୁନ୍ଦର କାରୁକାର୍ଯ୍ୟପୂର୍ଣ୍ଣ ଅସଂଖ୍ୟ ବୌଦ୍ଧଗୁମ୍ଫା, ସ୍ତୂପ, ଚୈତ୍ୟ, ବୌଦ୍ଧବିହାର ଓ ବୌଦ୍ଧମୂର୍ତ୍ତି ଗୁଡ଼ିକ ଭାରତର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିଲା, ଯାହା ବୌଦ୍ଧ ଧର୍ମର ପ୍ରଚାର ଏବଂ ପ୍ରସାର ଦିଗରେ ଯଥେଷ୍ଟ ସାହାଯ୍ୟ କରିଥିଲା । ସମ୍ରାଟ ଅଶୋକଙ୍କର ଅନୁଶାସନ ବୌଦ୍ଧଧର୍ମ ପ୍ରସାରର ଏକ ପ୍ରଧାନ କାରଣ ।
 
==ଆହୁରି ଦେଖନ୍ତୁ==