"ଗୌରୀଶଙ୍କର ରାୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୭ କ ଧାଡ଼ି:
| caption =
| birth_date = {{Birth date|1838|07|13|df =y}}<!--{{Birth date|1838|07|13}}-->
| birth_place = ଦୀକ୍ଷିତପଡ଼ା, ଅସୁରେଶ୍ବରଅସୁରେଶ୍ୱର, [[କଟକ ଜିଲ୍ଲା|କଟକ]]
| death_date = {{Death date and age|1917|03|07|1838|07|13}}<!-- {{Death date and age|YYYY|MM|DD|YYYY|MM|DD}} (death date then birth date) -->
| death_place =
୨୫ କ ଧାଡ଼ି:
== ପ୍ରାରମ୍ଭିକ ଜୀବନ ==
=== ପାରିବାରିକ ===
ସେ ୧୮୩୮ ମସିହା ଜୁଲାଇ ୧୩ ତାରିଖ, ଆଷାଢ଼ ଶୁକ୍ଳ ଚତୁର୍ଦ୍ଦଶୀ ଦିନ [[କଟକ ଜିଲ୍ଲା]] ଅସୁରେଶ୍ୱର ଅନ୍ତର୍ଗତ ଦୀକ୍ଷିତପଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଶା ମୋଗଲ ଶାସନାଧୀନ ହେଲା ପରେ ବଙ୍ଗର ଶାସନ କର୍ତ୍ତା [[ତୋଡ଼ରମଲ୍ଲ]]ଙ୍କୁ ଓଡ଼ିଶାର ରାଜସ୍ୱ-ବନ୍ଦୋବସ୍ତ କରିବାକୁ ପଠାଇଥିଲେ। ତାଙ୍କ ସହିତ ସହିତ ଯେଉଁ ବଙ୍ଗୀୟ ରାଜ କର୍ମଚାରୀମାନେ ଓଡ଼ିଶା ଆସି, ଓଡ଼ିଶାରେ ଘରଦ୍ବାରଘରଦ୍ୱାର କରି ରହି ଯାଇଥିଲେ, ଗୌରୀ ଶଙ୍କରଙ୍କ ପୂର୍ବପୁରୁଷ ଥିଲେ ସେଇମାନଙ୍କ ମଧ୍ୟରୁ ଅନ୍ୟତମ । ସେମାନଙ୍କ ପଦବୀ ଥିଲା ‘ବସୁ’, ଏମାନେ ଥିଲେ ରାଜବଂଶୀୟ କାୟସ୍ଥ । ମୋଗଲ ଶାସକମାନଙ୍କୁ, ରାଜସ୍ୱ ବନ୍ଦୋବସ୍ତ କରିବାରେ ସହାୟତା କରିଥିବା ହେତୁ ଏମାନଙ୍କୁ ‘ରାୟ’ ଉପାଧି ମିଳିଥିଲା । ଗୌରୀ ଶଙ୍କରଙ୍କ ପ୍ରପିତାମହ ମାଧବଚନ୍ଦ୍ର ‘ବସୁ’ ଉପାଧି ବର୍ଜନ କରି ‘ରାୟ’ ହୋଇଥିଲେ ।
 
=== ଶିକ୍ଷାଲାଭ ===