"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ବ/ୱ ଫଳା ବଦଳ
ଟିକେ (ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce)
ଟିକେ (ବ/ୱ ଫଳା ବଦଳ)
 
 
== ଇତିହାସ ==
ଚନ୍ଦନ ଯାତ ନାମରେ ଏହା ଖ୍ରୀଷ୍ଟୀୟ ତ୍ରୟୋଦଶ ଶତାବ୍ଦୀରୁ ସୃଷ୍ଟିହୋଇ ଥିବାର ଅନୁମାନ କରାଯାଏ । [[ଭାରତ]]ରେ ଥିବା ସହସ୍ର ଦେବମନ୍ଦିରରେ ଗରମ ଦିନେ ଆଲଟ ପଡେ, ଚନ୍ଦନ ଲାଗି ହୁଅନ୍ତି, ମାତ୍ର ସ୍ବତନ୍ତ୍ରସ୍ୱତନ୍ତ୍ର ଯାତ୍ରା ତଥା ଦୈବପର୍ବ ରୂପେ ଏହା ସଂପୂର୍ଣ୍ଣ ଭାବେ ଓଡ଼ିଶାରେ ହିଁ ପ୍ରସିଦ୍ଧ । ବୈଶାଖ ଶୁକ୍ଳ ତୃତୀୟାଠାରୁ ସ୍ନାନପୂର୍ଣ୍ଣିମା ୪୨ଦିନ ଧରି ଆଚରିତ ହୁଏ । ଗନ୍ଧଯାତ୍ରା ଜଳକେଳି ଓ ଅନ୍ତରଙ୍ଗ ଚନ୍ଦନଲାଗି – ଏହିପରି ତିନିଭାଗରେ ବିଭକ୍ତ । ଏହି ଯାତ୍ରା ସମ୍ବନ୍ଧରେ [[ଉପେନ୍ଦ୍ର ଭଞ୍ଜ|କବିସମ୍ରାଟ]], [[ଦୀନବନ୍ଧୁ ଦାସ]], [[ଜଗନ୍ନାଥ ଦାସ|ଅତିବଡ଼ି ଜଗନ୍ନାଥ ଦାସ]], [[ବଳଦେବ ରଥ|କବିସୂର୍ଯ୍ୟ]], ବନମାଳୀ, ବୀରକିଶୋର ପ୍ରମୁଖ ରସିକ କବିମାନେ ନାନା ଗୀତ ସୁସ୍ବରରେସୁସ୍ୱରରେ ରଚନା କରିଯାଇଛନ୍ତି । ଉଦାହରଣ ସ୍ୱରୂପ [[ବନମାଳୀ ଦାସ]]<nowiki/>ଙ୍କ ଏହି ରଚନାଟି ୩୦୦ ବର୍ଷ ତଳର ଚନ୍ଦନ ଯାତ୍ରାର ଜୀବନ୍ତ ବର୍ଣ୍ଣନା ଲାଗି ଓଡ଼ିଶାର ଗ୍ରାମଗୁଡ଼ିକରେ ଅତି ପ୍ରସିଦ୍ଧ ।{{Quote|<poem>
ଦେଖ ଗୋ ରାଧାମାଧବ ଚାଲି । ମଣି ବିମାନ ଆସେ ଝୁଲି ଝୁଲି । ପଦ ।
ବିବିଧ ବାଜଣା ବୀର କାହାଳୀ । ବିଜେ କଲେ ଗୋପଦାଣ୍ଡ ଉଚ୍ଛୁଳି ।।
</poem>|[[ବନମାଳୀ ଦାସ]]}}[[File:Chandanalagi Besha of Jagannatha.jpg|thumb|ଶ୍ରୀଜଗନ୍ନାଥଙ୍କ ଚନ୍ଦନଲାଗି ବେଶ]]ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହି ଯାତ୍ରା ଦୀର୍ଘ ୫ଶହ ବର୍ଷ ମଧ୍ୟରେ ଦେବ ବିଗ୍ରହଙ୍କର ସଂପର୍କରେ ଆସି ଅନୁଷ୍ଠିତ ହୁଏ, ଯାହାର ମୂଳ ପୁରୁଷୋତ୍ତମ ପ୍ରଭୁଙ୍କୁ ନିଦାଘରେ ଶୀତଳ ଉପଚାର ଦେଇ ପ୍ରମୋଦିତ ରଖାଇବା ଏହାର ଉଦ୍ଦେଶ୍ୟ ବୋଲି ସ୍କନ୍ଦପୁରାଣ, ବାମଦେବ ସଂହିତା, ସୁଶ୍ରୁତସଂହିତା ବି କହନ୍ତି । ମାତ୍ର ‘ଜନମାନନ୍ଦ କାରଣାତ’ ଜନକୁ ଋତୁଗତ ଆନନ୍ଦ ଦେବା ପାଇଁ ଏହାର ସୃଷ୍ଟି, ସ୍ଥିତି ଓ ବ୍ୟାପ୍ତି । <ref>ସମାଜ ରବିବାର, ପୃଷ୍ଠା- ୭, ଏପ୍ରିଲ ୨୨-୨୮, ୨୦୧୨</ref>
 
ଐତିହାସିକ ତଥ୍ୟରୁ ଜଣାଯାଏ, ଗଙ୍ଗବଂଶର ରାଜାମାନଙ୍କ ସମୟରୁ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ରାଜା ଦ୍ବିତୀୟଦ୍ୱିତୀୟ ନରସିଂହଦେବଙ୍କ ଶାସନ ସମୟରେ ନଖପୋଡି ନରେନ୍ଦ୍ର ମହାପାତ୍ର [[ନରେନ୍ଦ୍ର ପୁଷ୍କରଣୀ]] ଖୋଳିଥିଲେ । ରାଜା ଚୋଡଗଙ୍ଗଦେବ ଜଗନ୍ନାଥ ବଲ୍ଲଭ ବେଣ୍ଟ ପୋଖରୀରେ ଠାକୁରଙ୍କର ନୌକାବିହାର କରାଉଥିଲେ । କୁହାଯାଏ [[ଗଜପତି କପିଳେନ୍ଦ୍ରଦେବ]]ଙ୍କ ଭାଇ ନରେନ୍ଦ୍ର ଦେବ ନିଜର ୧୪ପୁଅଙ୍କ ସହିତ ଯୁଦ୍ଧରେ ପ୍ରାଣବଳି ଦେଇଥିବାରୁ ସ୍ମୃତି ରୂପେ ନରେନ୍ଦ୍ର ସରୋବର ଖନନ ହୋଇଥିଲା । ପରେ ଏହିଠାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଥିଲା । <ref>ଆଦିତ୍ୟ ନାରାୟଣ ମିଶ୍ର, ସୂର୍ଯ୍ୟପ୍ରଭା, ପୃଷ୍ଠା- ୯, ମଙ୍ଗଳବାର, ଅପ୍ରେଲ ୨୪, ୨୦୧୨</ref>
 
== ବାହାର ଚନ୍ଦନଯାତ୍ରା ==
ନୀଳକଣ୍ଠ କପାଳମୋଚନ ପାଞ୍ଚ ଭାଇ ।
ଏହି ପାଞ୍ଚ ଭାଇ ପଞ୍ଚୁପାଣ୍ଡବ ଅଟଇ ।
ଶୁଣ ବଉଳ ଗୋ!</poem>|source=—ଚନ୍ଦନ ଗୀତ, ପୀତାମ୍ବର|align=right}}ଦକ୍ଷିଣଘରୁ (ଅଣସର ଘରର ଦକ୍ଷିଣରେ ଥିବା ବେହରଣ ଦ୍ବାରଦ୍ୱାର ମୁହଁରେ ଥିବା ଘର) ଅଷ୍ଟଧାତୁ ନିର୍ମିତ ତିନୋଟି ଚଳନ୍ତି ପ୍ରତିମା ମଦନମୋହନ, କୃଷ୍ଣ, ରାମ (ବଳରାମ) ଓ ରତ୍ନସିଂହାସନ ଉପରୁ ଦୁଇଟି ଚଳନ୍ତି ପ୍ରତିମା ଲକ୍ଷ୍ମୀଙ୍କର ସୁବର୍ଣ୍ଣ ପ୍ରତିମା ଓ ସରସ୍ବତୀଙ୍କରସରସ୍ୱତୀଙ୍କର ରୌପ୍ୟ ପ୍ରତିମା ବାହାର ଚନ୍ଦନରେ ଭାଗ ନିଅନ୍ତି ।
ଚନ୍ଦନ ଯାତ୍ରା ପଟୁଆରରେ ସମୁଦାୟ ଦଶଗୋଟି ଚଳନ୍ତି ପ୍ରତିମା ବିମାନ ଓ ପାଲିଙ୍କିରେ ବିଜେ କରିଥାନ୍ତି । ସବୁଠୁ ସୁଦୃଶ୍ୟ ବିମାନରେ ବିଜେ କରିଥାନ୍ତି [[ମଦନମୋହନ]], ଶ୍ରୀଦେବୀ (ବା ଲକ୍ଷ୍ମୀ)<!--ଲକ୍ଷ୍ମୀ--> ଓ ଭୂଦେବୀ (ବା ସରସ୍ୱତୀ, ବିଶ୍ୱଧାତ୍ରୀ)<!--ସରସ୍ବତୀସରସ୍ୱତୀ-->। ବିମାନ ପଛ ପାଲିଙ୍କିଟିରେ [[ବଳରାମ]] ଓ [[କୃଷ୍ଣ]] ଆରୋହଣ କରିଥାନ୍ତି ପୁଣି ଅନ୍ୟ ପାଞ୍ଚଗୋଟି ବିମାନରେ ପଞ୍ଚୁପାଣ୍ଡବ ରୂପେ ପରିଚିତ ପଞ୍ଚ [[ମହାଦେବ]] ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ବରଶ୍ରୀମାର୍କଣ୍ଡେଶ୍ୱର, ଶ୍ରୀନୀଳକଣ୍ଠେଶ୍ବରଶ୍ରୀନୀଳକଣ୍ଠେଶ୍ୱର, ଶ୍ରୀଜମ୍ବେଶ୍ବରଶ୍ରୀଜମ୍ବେଶ୍ୱର ଓ ଶ୍ରୀକପାଳମୋଚନ ବିଜେ କରିଥାନ୍ତି। <ref>ସୂର୍ଯ୍ୟପ୍ରଭା, ଗୁରୁବାର, ୩ ମଇ ୨୦୧୨, ପୃଷ୍ଠା: ୮</ref>
 
ନରେନ୍ଦ୍ର ପୁଷ୍କରିଣୀ କୁଳରେ ଏକ ଛାମୁଣ୍ଡିଆ ତିଆରି ହୋଇଥାଏ । ସେହି ଛାମୁଣ୍ଡିଆ ତଳେ ଦଶଟି ଯାକ ଚଳନ୍ତି ପ୍ରତିମାଙ୍କୁ ଅବସ୍ଥାପିତ କରାଯାଇ ରୁପା ପିଙ୍ଗଣରେ ଥିବା ସୁବାଷିତ ଜଳରେ ପଦଧୌତ କରାଯାଏ ।
 
ଯୋଡ଼ିଏ ଲେଖାଁଏ ନୌକା ଯୁକ୍ତ ହୋଇ ଦୁଇ ଗୋଟି ଚାପ ପ୍ରସ୍ତୁତ ହୋଇ ଥାଏ । ଚାପ ଗୁଡ଼ିକୁ ଜରିକାମ ହୋଇଥିବା ମଣ୍ଡଣିଦ୍ବାରାମଣ୍ଡଣିଦ୍ୱାରା ସୁଶୋଭିତ କରାଯାଇଥାଏ । ଗୋଟିଏ ଚାପରେ ଥିବା ରୁପା କାରୁକାର୍ଯ୍ୟ ସମ୍ପନ୍ନ ସିଂହାସନରେ ମଦନମୋହନ, ଶ୍ରୀଦେବୀ<!--ଲକ୍ଷ୍ମୀ-->, ଭୂଦେବୀ<!--ସରସ୍ବତୀସରସ୍ୱତୀ-->, ବଳରାମ ଓ କୃଷ୍ଣ ଉପବେଶନ କରନ୍ତି । ଅନ୍ୟ ଚାପଟିରେ ବସନ୍ତି ପଞ୍ଚୁପାଣ୍ଡବ ରୂପେ ପରିଚିତ ମହାଦେବମାନେ । ପ୍ରତିମାମାନଙ୍କ ସହ ଚାପଦ୍ବୟରେଚାପଦ୍ୱୟରେ ପୂଜାପଣ୍ଡା, ସିଂହାରୀ, ଗରାବଡୁ, ସୁଆରବଡୁ, ପତ୍ରୀବଡୁ, ହଡ଼ପ, ଖୁଣ୍ଟିଆ ପ୍ରଭୃତି [[ଜଗନ୍ନାଥଙ୍କ ସେବକ|ସେବକ]] ରହିଥାଆନ୍ତି । ଚାପ ଦ୍ବୟଦ୍ୱୟ ନରେନ୍ଦ୍ର ଜଳରେ ଘେରାଏ ଘେରାଏ ବୁଲି ଆସନ୍ତି ।
 
ସ୍ନାନରୀତି ନିମନ୍ତେ ତିନିଗୋଟି କୁଣ୍ଡରେ ଚନ୍ଦନ, କର୍ପୁର, କସ୍ତୁରୀ, ଜାଇଫଳ, ମଲ୍ଲୀ, ଚମ୍ପା, ଜୁଇ, ସୁଗନ୍ଧରାଜ, ଗୋଲାପ ପ୍ରଭୃତି ବ୍ୟବହାର କରି ସୁବାସିତ ଜଳ ପ୍ରସ୍ତୁତ କରାଯାଏ। ସେହି କୁଣ୍ଡରେ ବୁଡ଼ ପକାନ୍ତି ଚଳନ୍ତି ପ୍ରତିମାମାନେ । ପାଣିରେ ଅବଗାହନ ପରେ ବେଶ କରାଯାଏ ମଦନମୋହନଙ୍କୁ । ଚନ୍ଦନ ଯାତ୍ରାର ଏକୋଇଶ ଦିନରୁ କୋଡ଼ିଏ ଦିନ ମଦନମୋହନ ପ୍ରତ୍ୟେକ ଦିନ ନୂଆ ବେଶ ଧାରଣ କରନ୍ତି । ଏହାର ଅନେକଗୁଡ଼ିଏ ବେଶ କୃଷ୍ଣଲୀଳାର ସ୍ମୃତିଚାରଣ ଉଦ୍ଦେଶ୍ୟରେ ଅନୁଷ୍ଠିତ ହୋଇଥାଏ ।<ref>{{cite journal|last1=ଶତପଥୀ|first1=ତପନ କୁମାର|title=କୃଷ୍ଣାବତାରୀ ଶ୍ରୀଜଗନ୍ନାଥ|journal=ଉତ୍କଳ ପ୍ରସଙ୍ଗ|volume=୬୩|issue=ଜୁନ-ଜୁଲାଇ ୨୦୦୭|pages=୬୯-୭୦|accessdate=14 August 2015}}</ref>
{{div col|2}}
# ଅକ୍ଷୟ ତୃତୀୟା: ନଟବର ବେଶ (ତ୍ରିଭଙ୍ଗ ନୃତ୍ୟରତ ଶ୍ରୀକୃଷ୍ଣ)
# ବୈଶାଖ ଶୁକ୍ଳ ଚତୁର୍ଥୀ: ହରିଜନ୍ମ ବେଶ (ବସୁଦେବଙ୍କଦ୍ବାରାବସୁଦେବଙ୍କଦ୍ୱାରା ନଦୀପାରି ବେଶ)
# ବୈଶାଖ ଶୁକ୍ଳ ପଞ୍ଚମୀ: ରାଜାଧିରାଜ ବେଶ (ଦ୍ବାରକାଧୀଶଦ୍ୱାରକାଧୀଶ)
# ବୈଶାଖ ଶୁକ୍ଳ ଷଷ୍ଠୀ: ଖଟଦୋଳି ବେଶ (କୁଞ୍ଜରେ ଦୋଳିଖେଳ)
# ବୈଶାଖ ଶୁକ୍ଳ ସପ୍ତମୀ: ଗୋମତୀ କୃଷ୍ଣ ବେଶ (ବ୍ରହ୍ମଗୋପାଳ ବେଶ)
# ବୈଶାଖ ଶୁକ୍ଳ ଅଷ୍ଟମୀ: ବତ୍ସାଚାରଣ (ଗୋଚାରଣ ଗୋପାଳ)
# ବୈଶାଖ ଶୁକ୍ଳ ନବମୀ: ବତ୍ସାହରଣ ବେଶ (ବ୍ରହ୍ମ ବିମୋହନ ଲୀଳା)
# ବୈଶାଖ ଶୁକ୍ଳ ଦଶମୀ: ଅଘାସୁର ବଧ ବେଶ (କୃଷ୍ଣଙ୍କଦ୍ବାରାକୃଷ୍ଣଙ୍କଦ୍ୱାରା ଅଘାସୁର ବଧ)
# ବୈଶାଖ ଶୁକ୍ଳ ଏକାଦଶୀ: ଚକ୍ର ନାରାୟଣ ବେଶ (ଚକ୍ରଧାରୀ କୃଷ୍ଣ)
# ବୈଶାଖ ଶୁକ୍ଳ ଦ୍ବାଦଶୀଦ୍ୱାଦଶୀ: ନାବକେଳି ବେଶ (ଯମୁନା କେଳି)
# ବୈଶାଖ ଶୁକ୍ଳ ତ୍ରୟୋଦଶୀ: ରାହାସମଣ୍ଡଳି ବେଶ (ରାସ କ୍ରୀଡା)
# ବୈଶାଖ ଶୁକ୍ଳ ଚତୁର୍ଦ୍ଦଶୀ: (ନୃସିଂହ ଜନ୍ମ ତିଥି)ଏହି ଦିନ ବେଶ କରାଯାଏ ନାହିଁ
# ବୈଶାଖ ପୂର୍ଣ୍ଣିମା: କନ୍ଦର୍ପ ରଥ ବେଶ (ଗୋପାଙ୍ଗନାଙ୍କଦ୍ବାରାଗୋପାଙ୍ଗନାଙ୍କଦ୍ୱାରା ରଥାକୃତି ପରିବେଷ୍ଟିତ କୃଷ୍ଣ)
# ବୈଶାଖ କୃଷ୍ଣ ପ୍ରତିପଦା: ଷଡ଼ଭୂଜ ଗୌରାଙ୍ଗ ବେଶ (କଳିଯୁଗ ପ୍ରେମାବତାର)
# ବୈଶାଖ କୃଷ୍ଣ ଦ୍ବିତୀୟାଦ୍ୱିତୀୟା: ରଘୁନାଥ ବେଶ (କାଣ୍ଡ କୋଦଣ୍ଡଧାରୀ ଶ୍ରୀରାମ)
# ବୈଶାଖ କୃଷ୍ଣ ତୃତୀୟା: ଗିରିପୂଜା ବେଶ (ଗୋବର୍ଦ୍ଧନ ପୂଜା )
# ବୈଶାଖ କୃଷ୍ଣ ଚତୁର୍ଥୀ: ଗିରିଟେକା ବେଶ (ଗୋବର୍ଦ୍ଧନ ଧାରୀ)
 
==== ଭଉଁରୀ ====
[[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁଙ୍କର ୨୧ଦିନ ବ୍ୟାପି ବାହାର ଚନ୍ଦନଯାତ୍ରାର ଅନ୍ତିମ ଦିବସରେ ଭଉଁରୀଯାତ୍ରା ଅନୁଷ୍ଠିତ ହୋଇଥାଏ । ପରମ୍ପରା ଅନୁଯାୟୀ ମଦନମୋହନ, ବଳରାମ, କୃଷ୍ଣ, ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ବତୀସରସ୍ୱତୀ-->ଙ୍କ ସମେତ ଶ୍ରୀଲୋକନାଥ, ଶ୍ରୀମାର୍କଣ୍ଡେଶ୍ବରଶ୍ରୀମାର୍କଣ୍ଡେଶ୍ୱର, ଶ୍ରୀନୀଳକଣ୍ଠେଶ୍ବରଶ୍ରୀନୀଳକଣ୍ଠେଶ୍ୱର, ଶ୍ରୀଜମ୍ବେଶ୍ବରଶ୍ରୀଜମ୍ବେଶ୍ୱର ଏବଂ ଶ୍ରୀକପାଳମୋଚନଙ୍କୁ ଏକ ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରାଯାଏ । ଭଉଁରୀ ଦିନ କେବଳ ଦିନଚାପ କରାଯାଏ, ରାତ୍ରିଚାପ କରାଯାଏ ନାହିଁ, ଦିନଚାପରେ ନରେନ୍ଦ୍ର ପୋଖରୀର ଦୀପଦାଣ୍ଡି ଚାରିପଟେ ୨୧ ଘେରା ବୁଲାଯାଇଥାଏ । ଠାକୁରମାନେ ନରେନ୍ଦ୍ର ପୋଖରୀରେ ୨୧ଘେରା ଚାପ ଖେଳିବା ପରେ ଶ୍ରୀମନ୍ଦିରକୁ ବାହୁଡ଼ାବିଜେ କରିଥାନ୍ତି ।
 
ପରମ୍ପରା ଅନୁଯାୟୀ ଭଉଁରୀଦିନ ସକାଳଧୂପ ହେବାପରେ ପୂଜାପଣ୍ଡାମାନେ ଶ୍ରୀଜୀଉମାନଙ୍କ ଆଜ୍ଞାମାଳଧରି ରଥଖଳାକୁ ଯାଇଥାନ୍ତି । ସେଠାରେ ଶ୍ରୀଅଙ୍ଗଲାଗି ଏହି ଆଜ୍ଞାମାଳଗୁଡ଼ିକୁ ମହାରଣା ସେବକମାନେ ପାଇବାପରେ ନିର୍ମାଣାଧିନ ତିନିରଥର ତିନୋଟି ଅଖରେ ଦୁଇଟି ଲେଖାଏଁ ଚକ ସଂଯୋଗ କରିଥାନ୍ତି ।
 
== ଭିତର ଚନ୍ଦନଯାତ୍ରା ==
ବାହର ଚନ୍ଦନ ଯାତ୍ରା ପରେ ମନ୍ଦିର ଭିତରେ ୨୧ଦିନ ବ୍ୟାପି ଭିତର ଚନ୍ଦନ ଅବସରରେ ବାହର ଚନ୍ଦନ ଯାତ୍ରା ଭଳି ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି ସମ୍ପନ୍ନ ହୋଇଥାଏ । <ref>{{cite web |url= http://www.puritrip.com/jagannath-festival.php |title=Puri Yatra |work=puritrip.com |year=2012 |quote=the second period of 21 days known as ‘ bhitara chandan |accessdate=16 May 2012}}</ref> ଏହାସହ ଏଥିମଧ୍ୟରୁ ଜ୍ୟେଷ୍ଠକୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷଷ୍ଠୀ ଓ ରୁକ୍ମିଣୀ ହରଣ ଏକାଦଶୀରେ ପ୍ରଭୁଙ୍କର ଜଳକ୍ରୀଡ଼ା ନୀତି ସମ୍ପନ୍ନ କରାଯାଇଥାଏ। ଏଥିରେ ଶ୍ରୀମଦନମୋହନ, ଶ୍ରୀଦେବୀ<!--ଲକ୍ଷ୍ମୀ--> ଓ ଭୂଦେବୀ<!--ସରସ୍ବତୀସରସ୍ୱତୀ--> ରୋହିଣୀକୁଣ୍ଡ ନିକଟସ୍ଥ ଜଳକ୍ରୀଡ଼ା ମଣ୍ଡପକୁ ଯାଇ ସେଠାରେ ସୁବାଷିତ ଜଳକୁଣ୍ଡରେ ବିହାର କରିଥାନ୍ତି ।
 
=== ଚନ୍ଦନପ୍ରିୟ ଜଗନ୍ନାଥ ===
== ଚନ୍ଦନ ବେଶ ==
{{main|ଚନ୍ଦନଲାଗି ବେଶ}}
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ବାରଦ୍ୱାର ବନ୍ଦ କରି ଦିଆଯାଏ । ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି । କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ । ପୁଷ୍ପାଳକ ସେବକ ମାନେ ଏହା ଲାଗି କରନ୍ତି ।
ନିତିଦିନିଆ ତିନି ସାଧାରଣ ଆଭୂଷଣ ଚିତା, ଗୁଣା ଏବଂ ଅଧରମାଳା (ଯଥାକ୍ରମେ କପାଳ, ନାସାଓ ମୁଖତଳର ଆଭୁଷଣ) ସହ ସ୍ବତନ୍ତ୍ରସ୍ୱତନ୍ତ୍ର ପୁଷ୍ପ ଆଭୁଷଣ ଚନ୍ଦନ ବେଶରେ ଉପଯୋଗ କରାଯାଏ ।
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗୁଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି ।
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ବପାର୍ଶ୍ୱ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ । ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ । ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି ।
 
== ଅନ୍ୟାନ୍ୟ ମନ୍ଦିରରେ ଚନ୍ଦନ ଯାତ୍ରା ==
୩୭,୩୪୩

ଗୋଟି ସମ୍ପାଦନା