"ଚାର୍ଲସ ଡାରଉଇନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୧୬ କ ଧାଡ଼ି:
|fields = ପ୍ରକୃତିବିଦ୍
|workplaces = ଜିଓଲୋଜିକଲ ସୋସାଇଟି ଅଫ୍ ଇଂଲଣ୍ଡ୍
|alma_mater = ଏଡିନବର୍ଗ୍ ବିଶ୍ବବିଦ୍ୟାଳୟବିଶ୍ୱବିଦ୍ୟାଳୟ ,କେମ୍ରିଜ୍ ବିଶ୍ବବିଦ୍ୟାଳୟବିଶ୍ୱବିଦ୍ୟାଳୟ
|doctoral_advisor =
|academic_advisors =
୩୨ କ ଧାଡ଼ି:
|spouse = ଏମ୍ମା ଡାରଉଇନ
}}
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ବବିଖ୍ୟାତବିଶ୍ୱବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ବବିଜ୍ଞାନୀଭୂତତ୍ତ୍ୱବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "[[:en:Natural selection|ପ୍ରାକୃତିକ ଚୟନ]](ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "[[:en:On the Origin of Species|ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍]] '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
 
==ବାଲ୍ୟ ଜୀବନ ଏବଂ ଶିକ୍ଷା==
୩୯ କ ଧାଡ଼ି:
 
==ଏଚ୍ଏମ୍ଏସ୍ ବିଗଲରେ ସାମୁଦ୍ରିକ ଯାତ୍ରା==
ଡାରଉଇନ୍ ତାଙ୍କ ବିଖ୍ୟାତ ସାମୁଦ୍ରିକ ଯାତ୍ରା ୨୭ ଡିସେମ୍ବେର୍ ୧୮୩୧ରେ ଆରମ୍ଭ କରିଥିଲେ | ସେ ୫ ବର୍ଷ ଭ୍ରମଣ କରିଥିଲେ | ଡାରଉଇନ୍ ୫ ବର୍ଷ ମଧ୍ୟରେ ଅନେକାଂଶ ସମୟ ଭୂତତ୍ତ୍ବଭୂତତ୍ତ୍ୱ ଏବଂ ସାମୁଦ୍ରିକ ଜୀବମାନଂକ ଉପରେ ଗବେଷଣା କରିବାରେ ଅତିବାହିତ କରିଥିଲେ | ଏହିସବୁ ବିଷୟ ପରେ ପୁସ୍ତିକା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍"ର ରୂପରେଖ ନେଇଥିଲା | ଏଚ୍ଏମ୍ଏସ୍ ବିଗଲ୍ ଜାହାଜ ଦକ୍ଷିଣ ଅମେରିକାର ସମୁଦ୍ରତଟ ଭ୍ରମଣ କରିଥିଲା |ଏହି ସାମୁଦ୍ରିକ ଯାତ୍ରା ଡାରଉଇନ୍ କଂ ସାମାଜିକ ,ରାଜନୈତିକ ଏବଂ ମାନବବିଜ୍ଞାନ ବିଚାରଧାରାକୁ ଅତିମାତ୍ରାରେ ପ୍ରଭାବିତ କରିଥିଲା |
 
==ଗବେଷଣା==
୪୬ କ ଧାଡ଼ି:
 
==ପୁସ୍ତକ ଉପରେ ପ୍ରତିକ୍ରିୟା==
"ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ " ଉପରେ ଅନ୍ତର୍ଜାତିକ ପ୍ରତିକ୍ରିୟା ପ୍ରକାଶ ପାଇଲା | ଖରାପ ସ୍ବାସ୍ଥ୍ୟସ୍ୱାସ୍ଥ୍ୟ ଡାରଉଇନ୍କୁ ସାର୍ବଜନିକ ଜନମାନସରୁ ଦୁରେଇ ରଖିଥିଲା କିନ୍ତୁ ସେ ବୈଜ୍ଞାନିକ ପ୍ରତିକ୍ରିୟା ,ସମ୍ବାଦପତ୍ର ସମୀକ୍ଷା ,ବ୍ୟଗଂ ଉପରେ ନିଜର ନଜର ରଖିଥିଲେ ଏବଂ ନିଜର ମତାମତ ପତ୍ର ମାଧ୍ୟମରେ ଉପସ୍ଥାପିତ କରିଥିଲେ | ଚର୍ଚ୍ଚ୍ ଅଫ୍ ଇଂଲଣ୍ଡ୍ର ପ୍ରତିକ୍ରିୟା ମିଶ୍ରିତ ଥିଲା | [[:en:Darwinism|ଡାରଉଇନିଜମ୍]] ଏକ ବୈପ୍ଲବିକ ଚିନ୍ତାଧାରାରେ ପରିଚୟ ନେଲା ଯାହାକି ବିଜ୍ଞାନର ଧର୍ମ ଉପରେ ବିଜୟର ସୂଚକ ବହନ କରିଥିଲା | ବିବର୍ତ୍ତନବାଦ ପୁରୋଧା ରୂପେ ଡାରଉଇନ୍ ୩ ନଭେମ୍ବେର୍ ୧୮୬୪ ଦିନ ରୟାଲ୍ ସୋସାଇଟିର କୋପଲେ ମେଡାଲ୍ ପ୍ରାପ୍ତ କରିଥିଲେ | "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ "ର ବିଭିନ୍ନ ଭାଷାରେ ଅନୁବାଦ କରାଯାଇଥିଲା | ଯାହାକି ସମାଜର ବିଭିନ୍ନ ବର୍ଗର ସମୁଦାୟର ଧ୍ୟାନ ଆକର୍ଷିତ କରିଥିଲା |
 
==ଦେହାନ୍ତ ଏବଂ ଅନ୍ତିମ କ୍ରିୟା==
୧୮୮୨ରେ ଡାରଉଇନ୍ ଏକ ହୃଦୟଜନିତ ରୋଗରେ ପୀଡିତ ଥିଲେ | ତାହାଂକ ମୃତ୍ୟୁ ୧୯ ଏପ୍ରିଲ୍ ୧୮୮୨ ମସିହାରେ 'ଡାଉନ୍ ହାଉସ୍ 'ରେ ହୋଇଥିଲା |
ଡାରଉଇନ୍ ତାହାଂକ ସମୟର ଜଣେ ମହାନ ବୈଜ୍ଞାନିକ ଥିଲେ | ଯାହାଂକ ନିକଟରେ ବୈପ୍ଲବିକ ଚିନ୍ତାଧାରା ଥିଲା | ଏହି ସମୟକୁ 'ଡାରଉଇନିଜମ୍ର ଏକ୍ଲିପସ୍ ' କୁହାଯାଏ କାରଣ ଅନେକ ବୈଜ୍ଞାନିକ କ୍ରମାଗତ ପ୍ରଚେଷ୍ଟା ସତ୍ବେସତ୍ୱେ ଅନ୍ୟ କୌଣସି ବିକଳ୍ପ ଡାରଉଇନିଜମ୍ ବିପକ୍ଷରେ ଉପସ୍ଥାପନ କରିପାରିନଥିଲେ |
୧୯୩୦ରୁ ୧୯୫୦ ମଧ୍ୟରେ ବିବର୍ତ୍ତନବାଦ ବିକାଶ ତଥା [[:en:Mendelian inheritance|ମେଣ୍ଡେଲିଆନ୍ ଜେନେଟିକ୍ସ୍]] ଏବଂ [[:en:Population genetics|ପପୁଲେସନ୍ ଜେନେଟିକ୍ସ୍]] ଏହା ପ୍ରମାଣିତ କରିଥିଲା ଯେ ପ୍ରାକୃତିକ ଚୟନ ( natural selection) କ୍ରମବିକାଶ ଅଥବା ବିବର୍ତ୍ତନବାଦର ମୂଖ୍ୟ କାରଣ |