"ଜବାହରଲାଲ ନେହେରୁ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
ଟିକେ ବ/ୱ ଫଳା ବଦଳ |
||
୩୯ କ ଧାଡ଼ି:
}}
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ
== ପିଲାଦିନ ==
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ(୧୮୬୧-1931) ସେ ଜଣେ ଧାନଶଳୀ ବାରିଷ୍ଟର ଥିଲେ, ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଥିଲେ । ଓ ମାତାଙ୍କ ନାମ
ସେ ଅକ୍ଟୋବର ୧୯୦୭ ମସିହାରେ ସ୍ନାତକ କରିବା ପାଇଁ ତ୍ରିନିତୀ ମହାବିଦ୍ୟାଳୟ, କେମ୍ବ୍ରିଜ ଯାଇଥିଲେ । ସେ ୧୯୧୦ ମସିହାରେ ପ୍ରକୃତିକ ବିଜ୍ଞାନରେ ସ୍ନାତକ ସାରିଥିଲେ ।୧୯୧୦ ମସିହାରେ ସେ ଓକିଲାତି କରିବା ପାଇଁ ଲଣ୍ଡନ ଯାଇଥିଲେ । ସେ ସେଠି [[Inns of Court School of Law (Inner Temple)]]ରେ ୨ ବର୍ଷ ଓକିଲାତି କରିଥିଲେ । ୧୯୧୨ ମସିହାରେ ସେ ଭାରତ ଫେରିଥିଲେ ଏବଂ ସେ ଆଲ୍ହାବାଦ ଉଚ ଅଦାଲତରେ ଓକିଲାତି କରିଥିଲେ ।
== ଭାରତ
===ଅସହଯୋଗ ଆନ୍ଦୋଳନ===
ସେ ୧୯୨୦ରେ ପ୍ରଥମେ ଅସହଯୋଗ ଆନ୍ଦୋଳନରେ ଜଡିତ ହୋଇଥିଲେ। ବିରୋଧୀ ଶାସନିକ କାର୍ଯ୍ୟକଳାପ ପାଇଁ ସେ ୧୯୨୧ରେ ଗିରଫ ହୋଇଥିଲେ ଏବଂ କିଛି ମାସ ପରେ ଖଲାସ ହୋଇଥିଲେ । ଚୌରୀ ଚୌରା ଘଟନା ପରେ ଅସହଯୋଗ ଆନ୍ଦୋଳନରା ସମାପ୍ତି ଘଟିଥିଲା ।
|