୩୭,୫୭୯
ଗୋଟି ସମ୍ପାଦନା
ଟିକେ (→ବାହାର ଆଧାର) |
ଟିକେ (ବ/ୱ ଫଳା ବଦଳ) |
||
{{Infobox Indian politician
| name = ଗୋପାଲ୍ଲା
| image = Gopaliah Subbukrishna Melkote.jpg
| image_size = 220px
}}
'''ଜି. ଏସ. ମେଲକୋଟେ''' (୧୬ ଅକ୍ଟୋବର ୧୯୦୧ - ୯ ମାର୍ଚ୍ଚ ୧୯୮୨; ସମ୍ପୂର୍ଣ୍ଣନାମ:ଗୋପାଲ୍ଲା
ସେ ଓଡ଼ିଶାର ବ୍ରହ୍ମପୁରଠାରେ ଜନ୍ମଗ୍ରହଣ କରିଥିଲେ । ୧୯୨୭ରେ ସେ ଓସମାନିଆ ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ କରି କିଛିଦିନ ପାରମ୍ପାରିକ ଔଷଧ ଓ ଯୋଗ ବିଷୟରେ ଅଭ୍ୟାସ ଓ ବ୍ୟବହାରିକ ଗବେଷଣା କରିଥିଲେ । ସେ ହାଇଦ୍ରାବାଦ ଶାଖାରୁ ଅଖିଳ ଭାରତୀୟ ମେଡିକାଲ ସଂଘର ସଭାପତି ଭାବରେ କିଛି ଦିନ ପାଇଁ କାର୍ଯ୍ୟ କରିଥିଲେ । ଏହି ସମୟରେ ସେ ପତଞ୍ଜଳୀ ଯୋଗ ଗବେଷଣା ସଂସ୍ଥାନରେ କାର୍ଯ୍ୟ କରୁଥିଲେ ।
|