"ଜୀବ ବିଜ୍ଞାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୨ କ ଧାଡ଼ି:
 
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ ।
[[ବିଜ୍ଞାନ]]ର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ବବିଶେଷତ୍ୱ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।<ref>Avila, Vernon L. (1995). Biology: Investigating life on earth. Boston: Jones and Bartlett. pp. 11–18. {{ISBN|0-86720-942-9}}.</ref>
# କୋଷ ହେଉଛି ଜୀବନ ଧାରଣାର ଏକକ
# ନୂଆ ପ୍ରାଣୀମାନଙ୍କ ସୃଷ୍ଟି ଓ ବିଭେଦାୟନ ହେଉଛି ସୃଷ୍ଟିର ତିଆରି