"ଥୋମାସ ଆଲଭା ଏଡ଼ିସନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୧୬ କ ଧାଡ଼ି:
| spouse = {{marriage|ମ୍ୟାରୀ ଷ୍ଟିଲୱେଲ (Mary Stilwell) |1871|1884}}<br />{{marriage| ମିନା ମିଲର (Mina Miller) |1886|1931}}
| partner =
| relatives = ଲୁଇଷ୍ଟ ମିଲର(Lewis Miller) (ଶ୍ବଶୁରଶ୍ୱଶୁର)
| signature = Thomas Alva Edison Signature.svg
| website =
୨୩ କ ଧାଡ଼ି:
[[File:A day with Thomas A. Edison.webm|thumb|thumbtime=1|upright=1.1| ''A Day with Thomas Edison'' (1922)]]
 
'''ଥୋମାସ ଆଲଭା ଏଡ଼ିସନ'''({{lang-en|Thomas Alva Edison}}) (ଫେବୃଆରୀ ୧୧, ୧୮୪୭ – ଅକ୍ଟୋବର ୧୮, ୧୯୩୧) ଜଣେ [[ଯୁକ୍ତରାଷ୍ଟ୍ର ଆମେରିକା|ଆମେରିକୀୟ]] ଉଦ୍ଭାବକ, ବୈଜ୍ଞାନିକ ଓ ବାବସାୟୀ ଥିଲେ । ସେ ଅନେକ ଯନ୍ତ୍ର ବାହାର କରିଥିଲେ ଯାହାକି ସାରା ବିଶ୍ବଜୀବନକୁବିଶ୍ୱଜୀବନକୁ ବହୁତ ପ୍ରଭାବିତ କରିଥିଲା । ଫୋନୋଗ୍ରାଫ , ଚଳଚ୍ଚିତ୍ର କ୍ୟାମେରା , ବହୁତ ଦିନ ଚାଲିପାରୁଥିବା ବିଦ୍ୟୁତ ବଲ୍ବବଲ୍ୱ ଇତ୍ୟାଦି ତାଙ୍କରି ଅବଦାନ<ref>[http://www.thomasedison.com/Inventions.htm ଥୋମାସ ଏଡିସନଙ୍କ ଉଦ୍ଭାବନ ସମୂହ]</ref> । ଜଣେ ଖବରକାଗଜ ସାମ୍ବାଦିକ ତାଙ୍କୁ ମେନଲୋପାର୍କର (ଏବେ ଏଡ଼ିସନ, ନିଉ ଜର୍ସି) ଯାଦୁକର ଭାବେ ସମ୍ବୋଧନା କରିଥିଲେ । ସେ ପ୍ରଥମ ଉଦ୍ଭାବକ ଥିଲେ ଯିଏକି ସମୂହ ଉତ୍ପାଦନର ତତ୍ତ୍ବତତ୍ତ୍ୱ (the principles of mass production) ଓ ବହୁ ପରିମାଣରେ ଏକତ୍ର କାମ କରି(large-scale teamwork) ଉଦ୍ଭାବନ କରିବା ସୂତ୍ର ବ୍ୟବହାର କରିଥିଲେ । ଏଣୁ ତାଙ୍କୁ ପ୍ରଥମ ଶିଳ୍ପ ଭିତ୍ତିକ ଗବେଷଣାଗାରର ନିର୍ମାତା ବୋଲି ମଧ୍ୟ କୁହାଯାଏ । <ref>[http://www.time.com/time/specials/packages/article/0,28804,1910417_1910419_1910460,00.html Walsh, Bryan. "The Electrifying Edison." Web: ''Time'' July 5, 2010]</ref>
 
 
 
ଏଡ଼ିସନ ହେଉଛନ୍ତି ଇତିହାସର ୪ର୍ଥ ଶ୍ରେଷ୍ଠ ଉଦ୍ଭାବକ, ଯିଏ ତାଙ୍କ ନାମରେ ୧୦୯୩ଟି ଯୁକ୍ତରାଷ୍ଟ୍ର ପେଟେଣ୍ଟ ସହିତ ଯୁକ୍ତରାଜ୍ୟ, ଫ୍ରାନ୍‌ସ ଓ ଜର୍ମାନୀରେ ମଧ୍ୟ ଅନେକ ପେଟେଣ୍ଟ କରିଥିଲେ । ସେ ଯୋଗାଯୋଗ କ୍ଷେତ୍ରରେ ଅନେକ ଉଦ୍ଭାବନ କରିଥିଲେ, ବିଶେଷ ଭାବରେ ଦୂରସଞ୍ଚାର । ଏହା ଭିତରେ ଥିଲା ଷ୍ଟକ ଟିକର, ଯାନ୍ତ୍ରିକ ଭୋଟ ଗଣାଳୀ, ବିଦ୍ୟୁତ କାର ପାଇଁ ବ୍ୟାଟେରୀ, ବିଦ୍ୟୁତ ଶକ୍ତି, ମ୍ୟୁଜିକ ରେକର୍ଡ଼ ଏବଂ ମୋସନ ପିକ୍ଚର । ଜଣେ ଟେଲିଗ୍ରାଫ ଅପରେଟର ଭାବରେ କାମ କରୁଥିବା ସମୟରେ ସେ ଏ ସବୁ କ୍ଷେତ୍ରରେ ଉତ୍କର୍ଷ ଲାଭ କରିଥିଲେ । ଏଡିସନ ପ୍ରଥମେ ବିଦ୍ୟୁତ ଶକ୍ତି ସୃଷ୍ଟି ଓ ଗୃହ, ବ୍ୟବସାୟ ଓ କାରଖାନା ପାଇଁ ବିତରଣ ବିଷୟରେ ଚିନ୍ତା କରିଥିଲେ । ତାଙ୍କ ପ୍ରଥମ ଶକ୍ତି କେନ୍ଦ୍ର ମ୍ୟାନହାଟନ୍ ଦ୍ବୀପଦ୍ୱୀପ, ନିଉୟର୍କରେ ଥିଲା ।
 
== ବାଲ୍ୟ ଜୀବନ ==