"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୩୨ କ ଧାଡ଼ି:
# ମଦନସୁନ୍ଦର ପାଲା: ରତ୍ନାକର ନାମକ ରାଜାଙ୍କର ଓ ଦୁଇଟି ବଣିକ ସାନନ୍ଦ ଓ ବିନୋଦଙ୍କ ସାନ ଭାଇ ମଦନ ସୁନ୍ଦରତ ଗଳ୍ପ
# ସଦାନନ୍ଦ ସୌଦାଗର ପାଲା ବା ଧନୀ ସୌଦାଗର ପାଲା: ଉକ୍ତ ମନନ୍ଦ ସୁନ୍ଦରର ଗଳ୍ପ
# ଶ୍ୱେତ ବସନ୍ତ ପାଲା: ନୀଳଧ୍ବଜନୀଳଧ୍ୱଜ ରାଜାଙ୍କ ପୁତ୍ର ଶ୍ୱେତ ବସନ୍ତର ଗଳ୍ପ ବା ଫାସିଆରା ବା ମନୋହର ଫାସିଆରା ପାଲା: ଏକ ଡକାଇତ ହସ୍ତରୁ ରାଜପୁତ୍ରର ପ୍ରାଣରକ୍ଷା
# ଶବ୍ଦର ଗୁଡ଼ିଆ ପାଲା: କାଞ୍ଚିନପୁର ବାସୀ ଶଙ୍କର ନାମକ ଜଣେ ନାସ୍ତିକ ଗୁଡ଼ିଆର ଓ ତାହାର ଛଅ ପୁତ୍ରଙ୍କର ଗଳ୍ପ
# ଦୁର୍ଜନସିଂହ ପାଲା ବା ଚନ୍ଦ୍ରାଜିତ୍ ପାଲା: ଅମ୍ବିକା ନଗରର ଦୁର୍ଜନ ନାମକ ନାସ୍ତିକ ରାଜାଙ୍କର ଗଳ୍ପ
୪୦ କ ଧାଡ଼ି:
# ଲକ୍ଷ୍ମଣକୁମାର ପାଲା: ବିନାଯକ ଦେଶର ଶିଲପ ରାଜାଙ୍କ ଗଳ୍ପ
# ଅଭିନ୍ନମଦନ ପାଲା ବା ଚନ୍ଦ୍ରାଜିତ ପାଲା: ବୀରସିଂହ ନାମକ ଜଣେ ରାଜାଙ୍କ ଗଳ୍ପ
# ସ୍ବର୍ଗାରୋଗଣସ୍ୱର୍ଗାରୋଗଣ ପାଲା: ବରୁଣ ସହରର ରାଜା ପଦ୍ମଲୋଚନଙ୍କ ଗଳ୍ପ (ଏଥିରେ କବିକର୍ଣ୍ଣ ବିରଚିତ ୧୬ଟି ପାଲାର ନାମ ଦିଆଯାଇ ଅଛି]
 
==ସତ୍ୟନାରାୟଣ ପାଲା==
ସତ୍ୟନାରାୟଣଙ୍କ ମାହାତ୍ମ୍ୟ ବର୍ଣ୍ଣନାପୂର୍ବକ ୧୬ ଗୋଟି ପାଲା ବା ଗଳ୍ପକୁ ଗୀତ ଦ୍ବାଦ୍ୱରାଦ୍ୱାଦ୍ୱରା ବର୍ଣ୍ଣନ । ଓଡ଼ିଶାରେ ବୋଲା ଯାଉଥିବା 'ପାଲା' ମାନ 'କବିକର୍ଣ୍ଣ' ବିରଚିତ ବଙ୍ଗଳା ପାଞ୍ଚାଳ ଛନ୍ଦରେ ରଚିତ ବଙ୍ଗଳା ଗୀତର ବିକୃତି ମାତ୍ର ସଂ. ପାଳି, ଓ ପାଳି ବଂ. ପାଲା ଶବ୍ଦର ଅର୍ଥ ପର୍୍ୟଯାଯ ବା କ୍ରମ ପାଲାଶବ୍ଦ ବଙ୍ଗଳା ଭାଷାରୁ ଆନୀତ ଜଣେ 'ଗାୟକ' ଗୀତ ବୋଲନ୍ତି ଓ ତାଙ୍କ ସଙ୍ଗେ ଆଉ ଜଣେ ବା୍ୟ ବଜାନ୍ତି ଓ କେତେ ଗୁଡ଼ିଏ ଲୋକ ପାଳି ଧରନ୍ତି ବୋଲି ଏହାର ନାମ ପାଲା ହୋଇଅଛି 'ଗାୟକ' ଗୀତ ବୋଲନ୍ତ 'ବାୟକ' ମୃଦଙ୍ଗ ବଜାନ୍ତି ଗାୟକ ଏକୁଟିଆ ଗୀତର ପ୍ରସଙ୍ଗରେ ଗଲେ ତାଙ୍କୁ ସାହାୟ୍୍ୟ କରିବାକୁ କିମ୍ବା ଗୀତର ପ୍ରସଙ୍ଗରେ କଥୋପକଥନଛଳରେଗାୟକଙ୍କୁ ଉତ୍ତର ଦେବାକୁ ଗାୟକଙ୍କ ସଙ୍ଗେ 'ଶିରୀ ପାଳିଆ' ବା 'ଡାହାଣ ପାଳିଆ' ବା 'ଶ୍ରୀ ପାଳିଆ' ଥାଆନ୍ତି ଗାୟକଙ୍କତ ଡାହାଣ ହାତରେ 'ମନ୍ଦିରା' ବା ଗିନି ବନ୍ଧା ହୋଇଥାଏ ଓ କାଖରେ ଚଅଁର ମୁଠାଥାଏ । ଅନେଶ୍ରୀପାଳିଆ ଝାଞ୍ଜ ଧରିଥାଆନ୍ତି କିନ୍ତୁ ଗାୟକ ଗୀତ ବୋଲିବା ବେଳେ ଶ୍ରୀପାଳିଆ ଝାଞ୍ଜ ବଜାନ୍ତି ନାହିଁ ପାଳିଆମାନେ ପାଳି ଧରିବା ବେଳେ ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗେ ମୃଦଙ୍ଗ ବଜାନ୍ତି ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?p.୪0:156.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last=ପ୍ରହରାଜ |work=dsal.uchicago.edu |quote=ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି |accessdate=17 April 2013}}</ref>
ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାୟକଙ୍କ ବୋଲିବା ଗୀତର ପାଳି ଧରିବାକୁ 2 ଜଣ 'ପାଳିଆ' ଆଥାନ୍ତି ଗାୟକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାଇଥାନ୍ତି । ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚିଥାନ୍ତି । ପୁସ୍ତକ ସାହା୍ୟଯରେ ୟେଉଁ ପାଲା ବୋଲାଯାଏ ଓ ପୂଜା କରାଯାଏ ତାକୁ ପୋଥିପାଲା ବା ପୋଥିପୂଜା ବୋଲାଯାଏ । ପୁସ୍ତକର ବିନା ସାହା୍ୟଯରେ ଗାୟକ ଓ ନର୍ତ୍ତକମାନେ ବାଜା ବଜାଇ ଯାହାକୁ ବୋଲି ଅଭିନଯ କରନ୍ତି ତାକୁ ଠିଆପୂଜା ବା ଠିଆପାଲା ବୋଲାଯାଏ । ଏକ ଦଳ ପାଲାବାଲା ପାଲା ଅଭିନଯ କଲେ ତାକୁ 'ଗୋଟିକିଆ ପାଲା' କହନ୍ତି । ଦୁଇଦଳ ପ୍ରଦ୍ୱନ୍ଦୀ ହୋଇ ପାଲା ଅଭିନଯ କଲେ ତାକୁ 'ଜାଉଁଳି ପାଲା' ବା ' ଜାଉଳି ପୂଜା' କହନ୍ତି ଏକାଧିକ ଦଳ ପ୍ରତିଦ୍ବନ୍ଦୀପ୍ରତିଦ୍ୱନ୍ଦୀ ହୋଇ ପାଲା କଲେ ତାକୁ 'ବାଦୀ ପାଲା' ବହା 'ଲଢ଼େଇ ପାଲା' ବୋଲାଯାଏ । ପାଲା ଅଭିନୟକାରୀମାନଙ୍କ ମଧ୍ୟରେ ଜଣେ 'ଗାୟକ', ଜଣେ 'ଗାୟକ', ଜଣେ 'ଶିରପାଳିଆ' ଓ ଦୁଇ ବା ୩ ଜଣ 'ପାଳିଆ' ଥାଆନ୍ତି । କବିକର୍ଣ୍ଣଙ୍କ ରଚିତ 'ପାଲା'ମାନଙ୍କ ଭାଷା ବଙ୍ଗଳା ଓ ଉକ୍ତ ଭାଷାରେ ଫାରସୀ ଶବ୍ଦର ବହୁଳତା (ୟଥା: ବାଦସା, ଉବୀର, କାଲାମ, ମୋଲାକାତ, ସଲାମ, ହକିକତ, ଦିଲଖୋସ ଓ ହାସିଲ ୍ୟଦି ଶବ୍ଦ) ଦେଖାଯାଏ ଓ ବେଳେ ବେଳେ ଫାରସୀ ଭାଷାରେ ବାକ୍ଯ୍ୟମଧ୍ୟ ଦେଖାଯାଏ କବିକର୍ଣ୍ଣଙ୍କ ବିରଚିତ ପାଲା ବଙ୍ଗାଳା ଓ ଉର୍ଦ୍ଦୁ ଭାଷାର 'ଖେଚାଡ଼ି'; ତାହା ପୁଣି ବଙ୍ଗଳା ଅନଭିଜ୍ଞ ଓଡ଼ିଆଙ୍କ ମୁହଁରେ ବଙ୍ଗଳା, ଉର୍ଦ୍ଦୁ ଓ ଓଡ଼ିଆ ମିଶା 'ପଲାଉ' ହୁଏ ତହିଁରୁ କେତେକଗୁଡ଼ିଏ ଧାଡ଼ିର ଉଦାହରଣ ନିମ୍ନରେ ଲିଖିତ:
<poem>
ଶୁନ ସର୍ବେ ବିରାଦରେ ପୀରେର କାଲାମ୍ ନିଯତ ହାସଲ୍ ହୁଏ,
୫୩ କ ଧାଡ଼ି:
ଭିତରେ ପଶେ ଚନ୍ଦ୍ର ହାସ ରାଜାର କୁମାର"
</poem>
୮ ଅକ୍ଷରିଆ ୨ ପାଦ ଓ ୧ ଅକ୍ଷରିଆ ଏକପାଦ ୟୁକ୍ତ 'ତ୍ରିପଦୀ' ଦ୍ୱଯ ସମ୍ବଳିତ ଗୀତ ମଧ୍ୟ ବୋଲାଯାଏ । ଗଳ୍ପର ପ୍ରସଙ୍ଗ ଓ ଅବସର କ୍ରମେ ପାଇଲାମାନେ ଏଥିରେ ଯମକ, ଅନୁପ୍ରାସ, ବ୍ୟାଘ୍ରଗତି, ମେଷ ୟୁଦ୍ଧ ଅବନା ଆଦି ଶବ୍ଦ ଅବରସ୍ ପୂର୍ଣ୍ଣ ପ୍ରାଚୀନ ସଙ୍ଗୀତ, ଚଉପଦୀ, ଡାହିକା, ଭଜନ, ବନ୍ଦନା ଆଦି ଲଗାଇ 'ପାଲାକୁ' ଜମକ୍ କରନ୍ତି ଓ କେତେକ ଗାୟକଙ୍କର ଅଭିଧାନ, ଅଳଙ୍କାର କାବ୍ୟନାଟକ, ଚମ୍ପୁ ଆଦିରେ ଅସାଧାରଣ ପାଣ୍ଡିତ୍ୟ ଦେଖାଯାଏ ଓ କେତେକଙ୍କଠାରେ ଆଶୁକବିତ୍ବଆଶୁକବିତ୍ୱ ମଧ୍ୟ ଲକ୍ଷିତ ହୁଏ ।
 
'''ଓଡ଼ିଶାରେ ଖ୍ରୀଷ୍ଟ ଧର୍ମାମ୍ବଲମ୍ବି ଭାଇମାନଙ୍କଦ୍ୱାରା ମଧ୍ୟ ପାଲା ପରିବେଷଣ କରାଯାଉଅଛି, ଏହା ମଧ୍ୟ ଓଡ଼ିଶାର ପୁର ପଲ୍ଲିରେ ଆଦ୍ରୁତ, ଓଡ଼ିଶାର କଟକ ପୁରି ଖୋର୍ଧା କେନ୍ଦ୍ରାପଡା ଆଦି ଜିଲ୍ଲାରେ ବହୁ ନାମକାରୀ ଗାୟକମାନେ ଅଲ ଇଣ୍ଡିଆ ରେଡିଓ ଓ ଦୁରଦର୍ଶନରେ ପାଲା ପରିବେଷଣ କରି ଓଡ଼ିଶାର ସାହିତ୍ୟ, ସଂସ୍କୃତି ଓ କଳାକୁ ଘରେ ଘରେ ପରିଚିତ କରାଇଅଛନ୍ତି'''
"https://or.wikipedia.org/wiki/ପାଲା"ରୁ ଅଣାଯାଇଅଛି