"ପେଚା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୨୦ କ ଧାଡ଼ି:
Strigidae <small>''sensu'' Sibley & Ahlquist</small>
}}
'''ପେଚା''' ଏକ ନିଶାଚର ପକ୍ଷୀ ଓ ଅନ୍ୟ ପକ୍ଷୀଙ୍କ ତୁଳନାରେ ପେଚାର ମସ୍ତିଷ୍କ ଏବଂ ଆଖି ସାମନାକୁ ଥାଏ,ଠେକୁଆ ପରି କର୍ଣଦ୍ୱୟ ଠିଆ ହୋଇ ରହିଥାଏ । ଏମାନେ ଆଣ୍ଟାର୍କଟିକା ବ୍ୟତୀତ ସବୁସ୍ଥାନରେ ଦେଖିବାକୁ ମିଳନ୍ତି ଓ ଏମାନଙ୍କର ପାଖାପାଖି ୨୦୦ ପ୍ରଜାତି ଅଛନ୍ତି । ପେଚା ମାନେ ଦୂର –ଦର୍ଶୀ ଅଟନ୍ତି ଅର୍ଥାତ ଆଖିର ନିକଟତର ଜିନିଷ ଦେଖିପାରନ୍ତି ନାହିଂ ଏତଦବ୍ୟତୀତ ଦ୍ବିତଦ୍ୱିତ-କର୍ଣୀ ଅର୍ଥାତ କୌଣସି ଶବ୍ଦକୁ ବୁଝିବା ବା ଦିଗ ନିର୍ଣୟ କରିବାପାଇଁ ଦୁଇକର୍ଣ ଏକ ସାଙ୍ଗରେ ବ୍ୟବହାର କରନ୍ତି ।
ପେଚାମାନଙ୍କୁ ୨ଟି ପରିବାରରେ ବିଭକ୍ତ କରାଯାଇଅଛି:
 
୩୪ କ ଧାଡ଼ି:
ପେଚାମାନଙ୍କ ଅଣ୍ଡା ବୃତ୍ତାକାର ଓ ଧଳା ଏବଂ ଏମାନେ ଏକାଧିକ ଅଣ୍ଡା ଦେଇଥା’ନ୍ତି । ଅଣ୍ଡା ଦେବାରେ ଏମାନେ ୧ରୁ ୩ ଦିନ ସମୟ ନିଅନ୍ତି ଯାହାଫଳରେ ଅଣ୍ଡା ଫୁଟିବାସମୟ ପୃଥକ ପୃଥକ ହୋଇଥାଏ ।
==ମନୁଷ୍ୟ ଓ ପେଚା==
ପେଚାକୁ ନେଇ ଅନେକ ଅନ୍ଧ ବିଶ୍ବାସବିଶ୍ୱାସ ରହିଅଛି ଯେପରିକି ହିନ୍ଦୁ ଧର୍ମରେ ଧଳାପେଚାକୁ ଲକ୍ଷ୍ମୀଙ୍କ ବାହାନ ଓ ଶୁଭ ବୋଲି ମଣିନିଆଯାଏ ମାଟିଆ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ମଣିନିଆଯାଏ । ଏତଦବ୍ୟତୀତ ଆମେରିକା,ଆଫ୍ରିକା ଓ ଆରବ ପରିଦେଶମାନଙ୍କରେ ମଧ୍ୟ ପେଚାକୁ ମୃତ୍ୟୁର ପ୍ରତୀକ ବା ଅଶୁଭ ବୋଲି ଧରାଯାଏ । ଫ୍ରାନସ,ବେଲ୍ଜିୟମ,ନେଦରଲ୍ୟାଣ୍ଡ ଆଦି ଦେଶରେ ବୁଦ୍ଦିମାନର ପ୍ରତୀକ ବୋଲି ବିବେଚିତ କରାଯାଏ । ପେଚାର କର୍ଣ ଓ ଚକ୍ଷୁର ଗଠନ ଅନୁଯାଇ ଏପରି ନାମକରଣ କରାଯାଇଛି ଯାହାର ଅର୍ଥ ବୋକା ବା ନିର୍ବୋଧ ।
 
[[ଶ୍ରେଣୀ:ପକ୍ଷୀ]]
"https://or.wikipedia.org/wiki/ପେଚା"ରୁ ଅଣାଯାଇଅଛି