"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୧୪ କ ଧାଡ଼ି:
'''ଫକୀର ମୋହନ ସେନାପତି''' (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ [[ଓଡ଼ିଆ ଭାଷା|ଓଡ଼ିଆ]] ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ [[ରେବତୀ]]ର ଲେଖକ ।<ref name="ଫକୀର ମୋହ‌ନ ସେନପତି ଜୀବନୀ">{{cite web|last=Jain|first=Bhushan|title=Short biography of Fakir Mohan Senapati|url=http://www.preservearticles.com/201104225819/short-biography-of-fakir-mohan-senapati.html|accessdate=20 July 2016}}</ref>
 
ଫକିର ମୋହନ ସେନାପତି, [[ମଧୁସୂଦନ ଦାସ|ଉତ୍କଳ ଗୌରବ ମଧୁସୂଦନ ଦାସ]], [[ଗୋପବନ୍ଧୁ ଦାସ|ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ]], [[କବିବର ରାଧାନାଥ ରାୟ]], [[ଗଙ୍ଗାଧର ମେହେର|ସ୍ବଭାବସ୍ୱଭାବ କବି ଗଙ୍ଗାଧର ମେହେର]]ଙ୍କ ସହ [[ଓଡ଼ିଆ ଭାଷା ଆନ୍ଦୋଳନ]]ର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
 
== '''ଜୀବନ କାଳ''' ==
=== ପିଲାବେଳ ===
୧୩ ଜାନୁଆରୀ ୧୮୪୩ରେ ଅବିଭକ୍ତ [[ବାଲେଶ୍ବରବାଲେଶ୍ୱର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।
୩୮ କ ଧାଡ଼ି:
 
=== ବ୍ୟକ୍ତିଗତ ଜୀବନ ===
ଫକୀରମୋହନ ୧୮୫୬ରେ ବିବାହ କରିଥିଲେ । ତେବେ ତାଙ୍କ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ସେ ୧୮୭୧ରେ ପୁନର୍ବାର ବିବାହ କରିଥିଲେ । ତାଙ୍କର ପ୍ରଥମ ପୁତ୍ରର ୧୮୭୭ରେ ଛ’ ବର୍ଷ ବୟସରେ ଅକାଳ ମୃତ୍ୟୁ ଘଟିଲା । ୧୮୮୧ରେ ତାଙ୍କର ଦ୍ବିତୀୟଦ୍ୱିତୀୟ ସ୍ତ୍ରୀଙ୍କ ଔରସରୁ ଦ୍ୱିତୀୟ ପୁତ୍ର ଜନ୍ମଗ୍ରହଣ କରିଥିଲା । ତାଙ୍କର ଦ୍ୱିତୀୟ ସ୍ତ୍ରୀ ମଧ୍ୟ ୧୮୯୪ରେ ହ‌ଇଜାରେ ପରଲୋକଗାମୀ ହୋ‍ଇଥିଲେ । ପରବର୍ତ୍ତୀ କାଳରେ ନିଜ ପୁତ୍ର ସହ ମଧ୍ୟ ତାଙ୍କର ମନାନ୍ତର ଘଟିଥିଲା । ଏହିପରି ତାଙ୍କର ପାରିବାରିକ ଜୀବନ ନିତାନ୍ତ କଷ୍ଟଦାୟକ ଓ ଦୁର୍ଘଟଣାପୂର୍ଣ୍ଣ ଥିଲା ।
 
== '''ସାହିତ୍ୟ ସର୍ଜନା''' ==
୫୦ କ ଧାଡ଼ି:
ଫକୀରମୋହନଙ୍କ ରଚିତ କ୍ଷୁଦ୍ରଗଳ୍ପଗୁଡିକ :
* ରେବତୀ (୧୮୯୮)
* ବାଲେଶ୍ବରୀବାଲେଶ୍ୱରୀ ପଙ୍ଗାଲୁଣ (୧୯୦୭)
* ବାଲେଶ୍ବରୀବାଲେଶ୍ୱରୀ ରାହାଜାନୀ (୧୯୦୭)
* ମୌନାମୌନୀ (୧୯୦୭)
* ପୁନର୍ମୂଷିକୋଭବ (୧୯୦୯)
୮୯ କ ଧାଡ଼ି:
[[ଶ୍ରେଣୀ:ଓଡ଼ିଆ କବି]]
[[ଶ୍ରେଣୀ:ଔପନ୍ୟାସିକ]]
[[ଶ୍ରେଣୀ:ବାଲେଶ୍ବରବାଲେଶ୍ୱର ଜିଲ୍ଲାର ଲୋକ]]