"ଭଗବତ ଗୀତା" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
ଟିକେ ବ/ୱ ଫଳା ବଦଳ |
||
୧ କ ଧାଡ଼ି:
{{ଛୋଟ|Bhagavad Gita}}
[[ଫାଇଲ:Krishna Arjuna Gita.jpg|thumb|alt=An 1830 CE painting depicting Arjuna, on the chariot, paying obeisance to Krisha, the charioteer.|କୁରୁକ୍ଷେତ୍ରରେ କୃଷ୍ଣ ଓ ଅର୍ଜୁନ <!--c. 1830 painting-->]]
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି [[ମହାଭାରତ]]ର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ
[[ଫାଇଲ:Bhagavad Gita, a 19th century manuscript.jpg|250px|thumb|ଭଗବତ ଗୀତା, ୧୯ଶତକର ତାଳପୋଥି]]
ଗୀତାର ୧୮ଟି ଅଧ୍ୟାୟ ହେଉଛି ୧୮ଟି ଯୋଗ। ପ୍ରଥମ ୬ଅଧ୍ୟାୟରେ ନିଷ୍କାମ କର୍ମଯୋଗ,
# ପ୍ରଥମ ଅଧ୍ୟାୟ: ଅର୍ଜୁନଙ୍କ ବିଷାଦ ଯୋଗ । କଠୋର କର୍ତ୍ତବ୍ୟ ନିକଟରେ ବନ୍ଧୁବାନ୍ଧବ, କୁଟୁମ୍ବ, ଭାଇ ଓ ପିତାମାତା ଆଦିଙ୍କର ସ୍ଥାନ ନାହିଁ । ଏମାନଙ୍କ ଅନୀତିକୁ ପ୍ରଶ୍ରୟ ଦେଲେ କର୍ତ୍ତବ୍ୟରେ ଅବହେଳା ହୁଏ ବୋଲି ଶ୍ରୀକୃଷ୍ଣ କହୁଛନ୍ତି।
#
# ତୃତୀୟ ଅଧ୍ୟାୟ: କର୍ମଯୋଗ: ଏଥିରେ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ କର୍ମର ମାହତ୍ମ୍ୟ ଏବଂ ନିଷ୍କାମ କର୍ମର ପ୍ରେରଣା ଦେଇଛନ୍ତି।
# ଚତୁର୍ଥ ଅଧ୍ୟାୟ: ଜ୍ଞାନ ଯୋଗ: ଏଥିରେ ଶ୍ରୀକୃଷ୍ଣ ଜ୍ଞାନର
# ପଞ୍ଚମ ଅଧ୍ୟାୟ: ସନ୍ନ୍ୟାସ ଯୋଗ: ଏଥିରେ ଶ୍ରୀକୃଷ୍ଣ
# ଷଷ୍ଠ ଅଧ୍ୟାୟ: ଧ୍ୟାନଯୋଗ: ଏଥିରେ ଶ୍ରୀକୃଷ୍ଣ ଚଞ୍ଚଳ ମନ ଅର୍ଥାତ ଚିତ୍ତବୃତ୍ତିକୁ ନିରୋଧ କରିବା ପାଇଁ ଧ୍ୟାନ ଏକାନ୍ତ ଆବଶ୍ୟକ ବୋଲି କହିଛନ୍ତି ।
# ସପ୍ତମ ଅଧ୍ୟାୟ: ବିଜ୍ଞାନଯୋଗ: ଏଥିରେ ଭଗବାନଙ୍କର
# ଅଷ୍ଟମ ଅଧ୍ୟାୟ: ଅକ୍ଷୟ ବ୍ରହ୍ମ ଯୋଗ:
# ନବମ ଅଧ୍ୟାୟ: ରାଜଯୋଗ:
# ଦଶମ ଅଧ୍ୟାୟ: ବିଭୂତି ଯୋଗ:
# ଏକାଦଶ ଅଧ୍ୟାୟ:
#
# ତ୍ରୟୋଦଶ ଅଧ୍ୟାୟ: ଏଥିରେ ପ୍ରକୃତି ଓ ପୁରୁଷ, ଦେହ ଓ ଆତ୍ମା, ଜ୍ଞାନ ଓ ଜ୍ଞେୟ ଇତ୍ୟାଦି
# ଚତୁର୍ଦ୍ଦଶ ଅଧ୍ୟାୟ: ତ୍ରିଗୁଣ ବିଭାଗ ଯୋଗ: ଏଥିରେ ଶ୍ରୀକୃଷ୍ଣ ସୃଷ୍ଟି ରହସ୍ୟ, ପୁରୁଷର ସଂସାର ବନ୍ଧନ,
# ପଞ୍ଚଦଶ ଅଧ୍ୟାୟ: ପୁରୁଷୋତ୍ତମ ଯୋଗ: ଏଥିରେ ଶ୍ରୀକୃଷ୍ଣ କହିଛନ୍ତି ଯେଉଁ ବ୍ୟକ୍ତି ଅନନ୍ୟ ଚିତ୍ତରେ ଭଗବାନଙ୍କୁ ଭଜନ କରନ୍ତି, ସେ ତ୍ରିଗୁଣାତୀତ ହୋଇ ବ୍ରହ୍ମଭାବରେ ନିମଜ୍ଜିତ ହୁଅନ୍ତି ।
# ଷୋଡ଼ଷ ଅଧ୍ୟାୟ: ଦୈବାସୁର ସମ୍ପଦ ବିଭାଗ ଯୋଗ।
# ସପ୍ତଦଶ ଅଧ୍ୟାୟ: ଶ୍ରଦ୍ଧାତ୍ରୟ ବିଭାଗ ଯୋଗ: ଏଥିରେ ଶ୍ରୀକୃଷ୍ଣ ତ୍ରିବିଧ ଶ୍ରଦ୍ଧା, ତ୍ରିବିଧ ଆହାର ଓ କର୍ମରେ ବ୍ରହ୍ମ ନିର୍ଦ୍ଦେଶ ସମ୍ବନ୍ଧରେ ବିଶଦ୍ ଆଲୋଚନା କରିଛନ୍ତି ।
# ଅଷ୍ଟାଦଶ ଅଧ୍ୟାୟ: ମୋକ୍ଷଯୋଗ । ଏଥିରେ
“ସର୍ବଧର୍ମାନ ପରିତ୍ୟଜ ମାକେକଂ ଶରଣଂ ବ୍ରଜ</br>
ଅହଂ
ଯତ୍ର
ତତ୍ର ଶୀର୍ବିଜୟୋ ଭୂତିର୍ଧୃବା ନୀତିର୍ମତିର୍ମମ ।’’
|