"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୪ କ ଧାଡ଼ି:
 
== ଚାନ୍ଦ୍ରମାସ ==
ଚନ୍ଦ୍ର ପୃଥିବୀର ଚାରିପାଖରେ ଯେଉଁ ସମୟ ମଧ୍ୟରେ ଥରେ ବୁଲି ଆସେ ତାହା [[ଚାନ୍ଦ୍ରମାସ]] ନାମରେ ଅଭିହିତ । ଏହା ପୂର୍ଣ୍ଣିମାର ପରଦିନ (କୃଷ୍ଣ ପ୍ରତିପଦ) ଠାରୁ ଆରମ୍ଭ ହୋଇ ପରବର୍ତ୍ତୀ ପୂର୍ଣ୍ଣିମାରେ ଶେଷ ହୁଏ । ଏହାକୁ ଗୌଣ ଚାନ୍ଦ୍ରମାସ ବୋଲାଯାଏ । ମୂଖ୍ୟ ଚାନ୍ଦ୍ରମାସ ଅମାବାସ୍ୟା ପରଦିନ (ଶୁକ୍ଳ ପ୍ରତିପଦ ଅର୍ଥାତ୍‌ ନୂତନ ଚନ୍ଦ୍ରକଳା ଦର୍ଶନ ଠାରୁ) ଠାରୁ ଆରମ୍ଭ ହୋଇ ପରବର୍ତ୍ତି ଅମାବାସ୍ୟାରେ ଶେଷ ହୁଏ । ୧୨ଟି ଚାନ୍ଦ୍ରମାସ ହେଲା: ବୈଶାଖ, ଜ୍ୟୈଷ୍ଠ, ଆଷାଢ଼, ଶ୍ରାବଣ, ଭାଦ୍ରବ, ଆଶ୍ବିନଆଶ୍ୱିନ, କାର୍ତ୍ତିକ, ମାର୍ଗଶିର, ପୌଷ, ମାଘ ଫାଲ୍‌ଗୁନ ଓ ଚୈତ୍ର । ଚାନ୍ଦ୍ରମାସ କେବେ କେବେ ୨୭, ୨୮, ୨୯ ଓ ୩୦ ଦିନ ହୁଏ । ୧୨ଟି ଚାନ୍ଦ୍ରମାସର ପରିମାଣ ୩୫୪ ଦିନ ।
 
=== ବୈଶାଖ ===
୧୬ କ ଧାଡ଼ି:
ଶ୍ରବଣା ନକ୍ଷତ୍ରଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାନ ମାସ । ଆଷାଢ଼ର ପରବର୍ତ୍ତୀ ଚାନ୍ଦ୍ର ମାସ ।
=== ଭାଦ୍ରବ (ଭୋଦୁଅ) ===
ଭାଦ୍ର ପଦ ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ର ମାସ । ଶ୍ରାବଣର ପରବର୍ତ୍ତୀ ଓ ଆଶ୍ବିନରଆଶ୍ୱିନର ପୂର୍ବବର୍ତ୍ତୀ ମାସ। ଶରତ ଋତୁର ପ୍ରଥମ ମାସ ।
=== ଆଶ୍ୱିନ (ଅଶିଣ) ===
ଅଶ୍ୱିନୀ ନକ୍ଷତ୍ରଯୁକ୍ତ [[ପୂର୍ଣ୍ଣିମା]] ପଡ଼ୁଥିବା ଚାନ୍ଦ୍ରମାସ ।
୫୬ କ ଧାଡ଼ି:
ଇଂରାଜୀ ଗଣନାରେ ବର୍ଷର ପ୍ରଥମ ମାସ । ଏହିମାସ ୩୧ ଦିନିଆ ।
=== ଫେବୃଆରୀ ===
ଇଂରାଜୀ ଗଣନାରେ ବର୍ଷର ଦ୍ବିତୀୟଦ୍ୱିତୀୟ ମାସ । ଏହିମାସ ୨୮ ବା ୨୯ ଦିନିଆ ।
 
=== ମାର୍ଚ୍ଚ୍ ===
୭୭ କ ଧାଡ଼ି:
ଇଂରାଜୀ ଗଣନାରେ ବର୍ଷର ଏକାଦଶ (୧୧ଶ) ମାସ । ଏହିମାସ ୩୦ ଦିନିଆ ।
=== ଡିସେମ୍ବର୍ ===
ଇଂରାଜୀ ଗଣନାରେ ବର୍ଷର ଶେଷ (ଦ୍ବାଦଶଦ୍ୱାଦଶ) ମାସ । ଏହିମାସ ୩୦ ଦିନିଆ ।
 
 
== ମଳମାସ ==
ସୌରମାନ ବର୍ଷ (୧୨ଟି ସୌରମାସର ପରିମାଣ) ୩୬୫ ଦିନ ୬ ଘଣ୍ଟା, ଚାନ୍ଦ୍ରମାନ ବର୍ଷ (୧୨ଟି ଚାନ୍ଦ୍ରମାସର ପରିମାଣ) ପ୍ରାୟ ପରିମାଣ ୩୫୪ ଦିନ । ଏଣୁ ସୌରମାନ ବର୍ଷ ଅପେକ୍ଷା ଚାନ୍ଦ୍ରମାନ ବର୍ଷ ୧୧ ଦିନ ୬ ଘଣ୍ଟା କମ୍‌ । ସୌରମାନ ବର୍ଷ ସଙ୍ଗେ ଚାନ୍ଦ୍ରମାନ ବର୍ଷର ମେଳ ରଖି ଏହି ଅଳ୍ପତାକୁ ପୂରଣ କରିବାପାଇଁ ଚାନ୍ଦ୍ରମାନ ମାସ ଗଣନାରେ ଅଢ଼େଇ ବର୍ଷ ଅନ୍ତରରେ ଗୋଟିଏ ଅଧିକା ମାସ ଗଣାଯାଏ ଓ ସେହି ମାସଟି ଯେଉଁ ଚାନ୍ଦ୍ରମାନ ମାସ ମଧ୍ୟରେ ପଡ଼େ ସେହି ଚାନ୍ଦ୍ରମାନ ମାସର ନାମରେ ଡକାହୁଏ ଯଥା [[କାର୍ତ୍ତିକ]]ମଳ, [[ବୈଶାଖ]]ମଳ ଇତ୍ୟାଦି । ମଳମାସ [[ଫାଲ୍‌ଗୁନ]]ଠାରୁ [[ମାର୍ଗଶୀର]] ଏହି ୧୦ ମାସରେ ପଡ଼େ । [[ପୌଷ|ପୁଷ]]ମାସ କେବେହେଁ ମଳମାସ ହୁଏନାହିଁ ଓ [[ମାଘ]]ରେ କ୍ବଚିତ୍‌କ୍ୱଚିତ୍‌ ମଳମାସ ପଡ଼େ । ସାଧାରଣ ମାସରେ ପ୍ରଥମେ କୃଷ୍ଣପକ୍ଷ ଓ ପରେ ଶୁକ୍ଳପକ୍ଷ ପଡ଼େ କିନ୍ତୁ ଚାନ୍ଦ୍ରମାନ ମଳ ମାସରେ ପ୍ରଥମେ ଶୁକ୍ଳପକ୍ଷ ଓ ପରେ କୃଷ୍ଣପକ୍ଷ ପଡ଼େ । ହିନ୍ଦୁ ଗଣନାରେ ମଳମାସର ବ୍ୟବହାର ଥିବାରୁ ପର୍ବ ଓ ଉତ୍ସବମାନ ଋତୁ ଅନୁସାରେ ପଡ଼େ; କିନ୍ତୁ [[ମୁସଲମାନ]]ମାନେ ଚାନ୍ଦ୍ରମାସ ଅନୁସାରେ ମାସ ଗଣୁଥିବାରୁ ଓ ସେମାନଙ୍କର ମଳମାସଦ୍ବାରାମଳମାସଦ୍ୱାରା ଚାନ୍ଦ୍ର ଓ ସୌର ମାସର ସମତା ରକ୍ଷା କରାଯାଉ ନ ଥିବାରୁ ତାଙ୍କର ପର୍ବ ଓ ଉତ୍ସବମାନ (ଯଥା- ଈଦ, ମହରମ୍) ସବୁ ଋତୁରେ ପଡ଼ିଥାଏ ।
== ଆଧାର ==
{{ଆଧାର}}
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି