"ମିଶାଣ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
 
୩ କ ଧାଡ଼ି:
'''ଯୋଗ''' ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନଦ୍ୱାରା ଲେଖାଯାଏ, [[ଗଣିତ]]<nowiki/>ର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, [[ଗୁଣନ]] ଏବଂ [[ହରଣ (ଗଣିତ)|ହରଣ]] । ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳକୁ ହିଁ ଯୋଗ କୁହାଯାଏ । <ref name="nios">{{cite book|title=ସଂଖ୍ୟା ଏବଂ ସଂଖ୍ୟାରେ ସଂକ୍ରିୟା|publisher=National Institute of Open Schooling|page=12|pages=|url=http://mooc.nios.ac.in/mooc/pluginfile.php?file=/13875/course/summary/504%20Unit%20-%205%20A%20FINAL.pdf}}</ref>ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ । ଯେପରିକି ଗାଣିତିକ ଭାଷାରେ '''୩ + ୨ = ୫'''
==ମିଶାଣ ପ୍ରକ୍ରିୟାର ଗାଣିତିକ ଧର୍ମ ==
* ମିଶାଣ ପ୍ରକ୍ରିୟାରେ ଶୁନ ବା ୦ ହେଉଛି ଏପରି ଏକ ସଂଖ୍ୟା ଏହାକୁ ଯୋଗ କରିବାଦ୍ବାରାକରିବାଦ୍ୱାରା ମୂଳ ସଂଖ୍ୟାର ମୂଲ୍ୟରେ ପରିବର୍ତ୍ତନ ହୁଏ ନାହିଁ । ତେଣୂ ଶୁନ (୦)କୁ '''ଯୋଗାତ୍ମକ ଅଭେଦ''' ମଧ୍ୟ କୁହାଯାଏ ।
* ପରିମେୟ ସଂଖ୍ୟାରେ ଯୋଗ ସଂବୃତ୍ତି ନିୟମ ପାଳନ କରେ ।
ଅର୍ଥାତ : ଗାଣିତିକ ସଂକେତରେ- '''କ''' ଓ '''ଖ''' ପରିମେୟ ହେଲେ '''କ + ଖ''' ମଧ୍ୟ ପରିମେୟ ହେବ ।
"https://or.wikipedia.org/wiki/ମିଶାଣ"ରୁ ଅଣାଯାଇଅଛି