"ମୂଳା (ନକ୍ଷତ୍ର)" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
ଟିକେ ବ/ୱ ଫଳା ବଦଳ |
||
୪ କ ଧାଡ଼ି:
== ଜ୍ୟୋତିଷୀୟ ପରିଚୟ ==
ହିନ୍ଦୁ ଜ୍ୟୋତିଷରେ ରାଶିଚକ୍ର (୩୬୦ ଡିଗ୍ରୀ)କୁ କାଳ୍ପନିକ ୨୭ ଭାଗରେ ବିଭକ୍ତ କରାଯାଇଛି । ପ୍ରତ୍ୟେକ ଭାଗ ଅର୍ଥାତ୍ ୧୩ ଡିଗ୍ରୀ ୨୦ ମିନିଟ ଅଂଶ ଗୋଟିଏ ଗୋଟିଏ ନକ୍ଷତ୍ର ନାମରେ ନାମିତ । ନକ୍ଷତ୍ରମାନଙ୍କୁ [[ହିନ୍ଦୁ]] ଜ୍ୟୋତିଷମାନେ ୨୭ଟି
ତେବେ
===
* ହିନ୍ଦୁ ଜ୍ୟୋତିଷ ମତେ ମୂଳା ନକ୍ଷତ୍ର ଛଅଗୋଟି ତାରାପୁଞ୍ଜର ସମାହାର ।<ref name=Googlebooks>{{cite book|last=Harness|first=Deniss M.|title=The Nakshastras|publisher=Motilal Banarasidas|pages=2-3|url=https://books.google.co.in/books?id=16KCUhgCQHMC&printsec=frontcover&dq=nakshatra+in+vedic+astrology&hl=en&sa=X&ved=0CD0Q6AEwBmoVChMInNWPlrGRyAIVBaKICh2kFwSK#v=onepage&q=nakshatra%20in%20vedic%20astrology&f=false}}</ref> ଏହି ତାରାପୁଞ୍ଜ ଏକ ସିଂହର ଲାଞ୍ଜ ଆକୃତିରେ ଦୃଶ୍ୟମାନ ହେଉଥିବାରୁ ନକ୍ଷତ୍ରର ନାମ ମୂଳା ।<ref name=Ganeshspeaks>{{cite web|title=The 27 ‘Nakshatras’ in the Hindu System of Astrology|url=http://www.ganeshaspeaks.com/blog_The_27_Nakshatras_in_the_Hindu_System_of_Astrology_2414.action|accessdate=24 September 2015}}</ref>
* ମୂଳା ରାଶିଚକ୍ରରେ [[ଧନୁ (ରାଶି)]]ରେ ୦୦ ଡିଗ୍ରୀରୁ ୧୩ ଡିଗ୍ରୀ ୨୦ ମିନିଟ ଯାଏଁ ବ୍ୟାପ୍ତ ।
୧୪ କ ଧାଡ଼ି:
* ବୈଦିକ ଜ୍ୟୋତିଷମତେ ଏହି ନକ୍ଷତ୍ର ରାକ୍ଷସଗଣ ଓ ରଜଗୁଣ ସହ ସମ୍ବନ୍ଧିତ ।<ref name=dirah>{{cite web|title=Nakshatras, the lunar zodiac of Vedic Astrology|url=http://www.dirah.nl/nakshatras.htm|accessdate=25 September 2015}}</ref><ref name=srath>{{cite web|last=Rath|first=Sanjaya|title=Naxatra Basics|url=http://srath.com/jyoti%E1%B9%A3a/nak%E1%B9%A3atra/nakshatra-basics|accessdate=10 October 2015}}</ref>
* ବୈଦିକ ଜ୍ୟୋତିଷ ମତେ ମୂଳା ନକ୍ଷତ୍ର ଲିଙ୍ଗ ଭେଦରେ ନପୁଂସକ ଏବଂ ଜାତି ଭେଦରେ ପାପୀ ।<ref>Swain, Captain Manasa Ranjan . ''ବୈଦିକ ଜ୍ୟୋତିଷ'', ପୃଷ୍ଠା- 23-24. ପ୍ରକାଶକ-ଜ୍ୟୋତିଷ-ବାସ୍ତୁ ସାଧନା ଆଶ୍ରମ</ref>
* ମୂଳା ନକ୍ଷତ୍ରରେ ଜନ୍ମିତ ବ୍ୟକ୍ତିବିଶେଷ କୋମଳ ହୃଦୟ ସଂପନ୍ନ ଏବଂ
* ସାଧାରଣତଃ ବୈଦିକ ଜ୍ୟୋତିଷ ମତେ ହିନ୍ଦୁ ପରିବାରରେ ନବଜାତ ଶିଶୁର ଜନ୍ମ ବେଳେ ନିର୍ଦ୍ଦିଷ୍ଟ ନକ୍ଷତ୍ରରେ ଚନ୍ଦ୍ରର ଅବସ୍ଥାନକୁ ନେଇ ନବଜାତକର ନାମକରଣ କରାଯିବାର ପ୍ରଥା ପ୍ରଚଳିତ । ମୂଳା ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରୁଥିଲେ, ଚାରିପାଦ କ୍ରମରେ ନବଜାତକର ନାମର ପ୍ରଥମ ଅକ୍ଷର ନିମ୍ନପ୍ରକାରେ ହେବ ।<ref>[http://www.mypanchang.com/nakshatras.html "How to name your baby as per Hindu Astrology?"]www.mypanchang.com, Retrieved 25 September 2015</ref>
::ପ୍ରଥମ ପାଦ- Ye (ये)
::
::ତୃତୀୟ ପାଦ- Bha (भा) ଏବଂ
|