"ଯାଜପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୬୮ କ ଧାଡ଼ି:
== ଇତିହାସ ==
[[ଓଡ଼ିଶା]]ରେ ଯାଜପୁର ସହରଟି ବହୁ ପୁରାକାଳରୁ ବିରଜା ଠାକୁରାଣୀଙ୍କ ନାମାନୁସାରେ ବିରଜାକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛି। ଏହି ସହରଟି ପବିତ୍ର ବୈତରଣୀ ନଦୀ କୂଳରେ ଅବସ୍ଥିତ । ବିରଜା ଯାଜପୁରର ପ୍ରସିଦ୍ଧ ଶକ୍ତିପୀଠ ତଥା ଅଧିଷ୍ଠାତ୍ରୀ ଦେବୀ। ଏଠରେ ବହୁ ପୁର୍ବରୁ ଭୌମବଂଶୀୟ ରାଜାମନେ ରାଜୁତି କରୂଥିଲେ ।
ଦଶମ ଶତାବ୍ଦୀରେ ଭୌମରାଜତ୍ବପରେଭୌମରାଜତ୍ୱପରେ କେଶରୀ ବଂଶର ରାଜା ଯଯାତୀ କେଶରୀ ଏଠରେ ରାଜଧାନୀ ସ୍ଥାପନକରି କିଛି ବର୍ଷ ରାଜତ୍ବରାଜତ୍ୱ କଲେ ସେହି କେଶରୀ ବଂଶର ରାଜା ଯଯାତୀ କେଶରୀ ଯାଜପୁରରେ ଅନେକ ଦେବଦେବୀ ମନ୍ଦିର ନିର୍ମାଣ କରିଥିଲେ । ସେହି ସମୟରେ ଅନେକ କିର୍ତ୍ତୀ ଏଠରେ ଅଦ୍ୟାବଧି ଦେଖିବାକୁ ମିଳିଥାଏ। ରାଜା ଯଯାତି କେଶରୀଙ୍କ ରାଜତ୍ବରାଜତ୍ୱ ସମୟରେ ଯାଜପୁର ସହର ନିକଟରେ ଥିବା ପବିତ୍ର ବୈତରଣୀ ନଦୀ କୂଳରେ ସେ ଦଶାଶ୍ବମେଧଦଶାଶ୍ୱମେଧ ଯଞ୍ଜ କରାଇଥିଲେ। । କେଶରୀ ରାଜାଙ୍କ ଶାସନ କାଳରେ ଏହା ଓଡ଼ିଶାର ରାଜଧାନୀ ଥିଲା, କାଳକ୍ରମେ [[କଟକ]]କୁ ଉଠିଗଲା [[ଓଡ଼ିଶା]]ର ରାଜଧାନୀ । "ଯାଜପୁର" ଶବ୍ଦର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ ୟଜ୍ଞ କରିବାରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯାଗ କରାଇଥିଲେ ଏବଂ କାନ୍ୟକୁବ୍ଜରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା ଓଡ଼ିଶାରେ ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନକୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ । ତେଣୁ ସେହି ଦିନଠାରୁ ସେହି ଯଞ୍ଜସ୍ଥାନ ଦଶାଶ୍ବମେଧଦଶାଶ୍ୱମେଧ ଘାଟ ନାମରେ ପରିଚିତ ଯଯାତୀ କେଶରୀ ରାଜତ୍ବରାଜତ୍ୱ ସମୟରେ ଯାଜପୁରକୁ ଯଯାତିନଗର ବୋଲି ଆଖ୍ୟା ଦିଆଯାଇଥିଲା ।
 
ଯାଜପୁର ଅଞ୍ଚଳରେ ଅନେକ ବୌଦ୍ଧକିର୍ତ୍ତୀ ଓ ବୌଦ୍ଧ ପୀଠ ରହିଛି । ସେ ସବୁ ମଧ୍ୟରେ ରତ୍ନଗିରି ଓ ଉଦୟଗିରି ପ୍ରଧାନ। ଏସବୁ ସ୍ଥାନରେ ବୌଦ୍ଧପୀଠ ଓ ବୌଦ୍ଧ ବିହାରମାନ ଥିଲା। ଆମ ଓଡ଼ିଶାରେ ଇଂରେଜ ଶାସନ ସମୟରେ ୧୮୫୯ ମସିହାରେ ଯାଜପୁରକୁ କଟକ ଜିଲ୍ଲାର ଗୋଟିଏ ସବ୍ଡିଭିଜନ କରାଯାଇଥିଲା ।
"https://or.wikipedia.org/wiki/ଯାଜପୁର"ରୁ ଅଣାଯାଇଅଛି