"ଶତପୁରା ରେଞ୍ଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୪୫ କ ଧାଡ଼ି:
| map_locator =
}}
ଶତପୂରା ଏକ ଭାରତୀୟ ପର୍ବତ ଶ୍ରେଣୀ । ଏହା ପୂର୍ବ ଗୁଜରାଟ ରାଜ୍ୟରୁ ଆରମ୍ଭ ହେଇ ମହାରାଷ୍ଟ୍ର ସୀମା , ମଧ୍ୟପ୍ରଦେଶ ଓ ଛତିଶଗଦ ପର୍ଯ୍ୟନ୍ତ ବ୍ୟାପ୍ତ । ଏହା ଉତ୍ତରାଞ୍ଚଳର ବିନ୍ଦ୍ୟ ପର୍ବତମାଳା ସହ ସମାନ୍ତରାଳ ଭାବରେ ଯାଇଥାଏ । ଏହି ଦୁଇ ପାର୍ବତ୍ଯ ମାଲା ଭରତକୁ ଇଣ୍ଡୋ-ଗଙ୍ଗୀୟ ସମତାଳଭୂମି ଓ ଡେକାନ ମାଳଭୂମିରେ ବିଭକ୍ତ କରେ । ନର୍ମଦା ନଦୀ ଶତପୂରା ରେଞ୍ଜର ଉତ୍ତରାଞ୍ଚଳ  ରୁ ବାହାରି ଆରବ ସାଗର ଯାଇ ପ୍ରବାହିତ ହେଇଥାଏ ।ତପ୍ତି ନଦୀ ଶତପୁରାର ପୂର୍ବ କେନ୍ଦ୍ର ଅଞ୍ଚଳରୁ ବାହାରି ସୁରାଟଠାରେ ଆରବ ସାଗରରେ ପତିତ ହୁଏ । ଦେକ୍କାକ୍ନ ମାଳଭୂମିର ଜଳ ଗୋଦାବରୀ  ଓ ମହାନଦୀଦ୍ବାରାମହାନଦୀଦ୍ୱାରା ବାହିତ  ହେଇ ବଙ୍ଗୋପସାଗରରେ ପତିତ ହୁଏ ।  
 
== ବ୍ୟୁପତ୍ତି ==