"ସାମୁଏଲ ସାହୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୪୪ କ ଧାଡ଼ି:
== ବାଲ୍ୟଜୀବନ ଓ ଶିକ୍ଷା ==
୨୨ ମାର୍ଚ୍ଚ ୧୯୧୮ରେ ବାବି ଏକ ରକ୍ଷଣଶୀଳ ଖ୍ରୀଷ୍ଟିଆନ ପରିବାରରେ ଜନ୍ମଗ୍ରହଣ କରିଥିଲେ ।<ref>{{cite web |url= http://www.srjan.com/moregkcmawardee.aspx?awardid=6&events=4 |title=SRJAN, Guru Kelucharan Mohapatra Odissi Nrityabasa |first= |last=|work=srjan.com |quote=Born on 22 March 1918 in a conservative Christian family in Cuttack |accessdate=9 January 2013}}</ref>
ପିଲାଟିଦିନରୁ ତାଙ୍କ ପିତାମାତାଙ୍କର ମୃତ୍ୟୁ ଘଟିବାରୁ ସେ ତାଙ୍କ ମାଉସୀ ମିନିକା ସାହୁଙ୍କଦ୍ବାରାସାହୁଙ୍କଦ୍ୱାରା ପରିପାଳିତ ହୋଇଥିଲେ । ମିଶନ ସ୍କୁଲରେ ପଢୁଥିବା ସମୟରେ ସେ 'ମାଙ୍କଡ଼' ନାମକ ନାଟକରେ, ମାଙ୍କଡ଼ ଭୂମିକାରେ ଅଭିନୟ କରିଥିଲେ । ଏହିଠାରୁ ହିଁ ତାଙ୍କ ଅଭିନୟ ଜୀବନର ଆରମ୍ଭ ହୋଇଥିଲା । ମିଶନ ସ୍କୁଲରୁ ମାଟ୍ରିକ ପାସ କଲାପରେ, ସେ ଓଡ଼ିଶା ଇଞ୍ଜିନିୟରିଂ ସ୍କୁଲରୁ ଡିପ୍ଲୋମା ହାସଲ କରିଥିଲେ ।
 
== କର୍ମଜୀବନ ==
ଇଞ୍ଜିନିୟରିଂ ଡିପ୍ଲୋମା ପାଠ ସମାପ୍ତ କରିସାରି ସାମୁଏଲ [[ବିହାର]]ର ଚକ୍ରଧରପୁରଠାରେ ଇଞ୍ଜିନିୟର ଚାକରି ଆରମ୍ଭ କରିଥିଲେ । ଦ୍ବିତୀୟଦ୍ୱିତୀୟ ବିଶ୍ବଯୁଦ୍ଧବିଶ୍ୱଯୁଦ୍ଧ ବେଳକୁ, ସେ ଚାକିରି ଛାଡ଼ି, ନିଜ ଜନ୍ମମାଟି ଓଡ଼ିଶାକୁ ଫେରିଆସିଥିଲେ । ଓଡ଼ିଶାରେ ସେ ବିଭିନ୍ନ ନାଟ୍ୟସଂସ୍ଥା ସହିତ ଜଡିତ ହୋଇ ଅଭିନୟ କରିବା ଆରମ୍ଭ କରିଥିଲେ । ୧୯୪୦ ମସିହାରେ [[କାଳୀଚରଣ ପଟ୍ଟନାୟକ| କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ]] ଓଡ଼ିଶା ଥିଏଟର୍ସ ନାମରେ ଏକ ନାଟ୍ୟସଂସ୍ଥା ଆରମ୍ଭ କରିଥିଲେ ଓ ସାମୁଏଲ ବାବୁ ଏହି ସଂସ୍ଥାରେ ଯୋଗଦେଇ ବହୁ ନାଟକରେ ଅଭିନୟ କରିଥିଲେ । ୧୯୪୫ ମସିହାରେ ସାମୁଏଲ ବାବୁ 'ଅନ୍ନପୂର୍ଣ୍ଣା ବି'ରେ ଯୋଗଦେଇଥିଲେ ଓ ପ୍ରାୟ ତିନି ଦଶନ୍ଧି ଧରି ଏହି ନାଟ୍ୟସଂସ୍ଥା ସହ ଜଡ଼ିତ ରହିଥିଲେ । ସେ ନିଜ ନାଟ୍ୟଜୀବନରେ ପ୍ରାୟ ୧୫୦ରୁ ଅଧିକ ନାଟକରେ ଅଭିନୟ ଓ ପ୍ରାୟ ୨୦୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇଛନ୍ତି ।
 
୧୯୪୯ ମସିହାରେ [[ଶ୍ରୀ ଜଗନ୍ନାଥ]] ଚଳଚ୍ଚିତ୍ର ମାଧ୍ୟମରେ ସେ ଓଡ଼ିଆ କଥାଚିତ୍ର ଜଗତରେ ପାଦ ରଖିଥିଲେ । ସେ ପ୍ରାୟ ୨୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି ।<ref>http://www.srjan.com/moreaward.aspx?awardid=6</ref>