"ସାରଳା ଦାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce |
ଟିକେ ବ/ୱ ଫଳା ବଦଳ |
||
୬ କ ଧାଡ଼ି:
| alt =
| caption =
| birth_name =
| birth_date = ୧୫ଶ ଶତାବ୍ଦୀ<!--{{birth date and age|1937|09|17}}-->
| birth_place = ତେନ୍ତୁଳିପଦା, [[ଜଗତସିଂହପୁର ଜିଲ୍ଲା|ଜଗତସିଂହପୁର]]
୧୮ କ ଧାଡ଼ି:
}}
ଶୂଦ୍ରମୁନି '''ସାରଳା ଦାସ''' ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ [[ଓଡ଼ିଆ ଭାଷା]]ରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ [[ଓଡ଼ିଶା]]ର [[ଜଗତସିଂହପୁର ଜିଲ୍ଲା|ଜଗତସିଂହପୁର ଜିଲ୍ଲାର]] "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "
୧୫ଶ ଶତାବ୍ଦୀରେ ସେ ଥିଲେ ପ୍ରଥମ [[ଓଡ଼ିଆ ଲୋକ|ଓଡ଼ିଆ]] ଯେ [[ଓଡ଼ିଆ ଭାଷା|ଓଡ଼ିଆ]]ରେ ସାହିତ୍ୟ ରଚନା କରିଥିଲେ । ତାଙ୍କର ଜନ୍ମ ସଠିକ ଭାବରେ ନିରୂପଣ କରାଯାଇ ପାରି ନାହିଁ ।
୨୬ କ ଧାଡ଼ି:
ଓଡ଼ିଆ ପଦ୍ୟ ରଚନାରେ ଏହାଙ୍କର ଲେଖା ପ୍ରାଚୀନ ବୋଧ ହେଉଥିବାରୁ ଏହାଙ୍କୁ ଆଦିକବି ବୋଲି ଲୋକେ କହନ୍ତି । ଏ ପଞ୍ଚଦଶ ଶତାବ୍ଦୀର ଲୋକ ଏ ପୁରୀ [[ଜଗନ୍ନାଥ ମନ୍ଦିର|ଜଗନ୍ନାଥଙ୍କ ଦେଉଳ]] ବେଢା ମଧ୍ୟସ୍ଥ କଳ୍ପବଟ ମୂଳେ ବସି ତାଙ୍କ ମହାଭାରତ ରଚନା କରିଥିଲେ । ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?c.40:8749.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last= ପ୍ରହରାଜ |work=dsal.uchicago.edu|quote=ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ |accessdate=11 April 2013}}</ref>
ସେ ସମଯରେ ଓଡ଼ିଶାରେ କପିଳେନ୍ଦ୍ର ଦେବ ରାଜା ଥିଲେ ରାଜା ତାଙ୍କ
କବି ନିରକ୍ଷର ଥାଇ ପ୍ରଥମ ଜୀବରନରେ ଚାଷବାସ ଓ ମୂଲିଆ କାମ କରୁଥିଲେ ମହାଭାରତ ଲେଖି ସାରି ସେ ବୁଢ଼ାନଦୀ କୂଳରେ ଗୋଟିଏ ମଠ ସ୍ଥାପନ କରି ସେହିଠାରେ ଶେଷ ଜୀବନ କଟାଇଲେ । ତାଙ୍କୁ ଲୋକେ 'ମୁନିଗୋସାଇଁ' ବୋଲି ଡାକୁଥିଲେ ଓ ଏବେ ମଧ୍ୟ ସେହି ଆଶ୍ରମକୁ ସ୍ଥାନୀୟ ଲୋକେ ମୁନି ଗୋସାଈଁ ମଠ କହନ୍ତି। ମାଘ ଶୁକ୍ଳ ସପ୍ତମୀ ଦିନ ସେ ପରଲୋକ ଗମନ କରିଥିଲେ ।
୩୫ କ ଧାଡ଼ି:
* ଚଣ୍ଡୀପୁରାଣ <ref>{{cite web |url= http://www.orissadiary.com/personality/poet/SARALA_DAS%20.asp |title=SARALA DAS |work=orissadiary.com |quote=In a clear statement the poet declares the Vilanka Ramayana, the Mahabharat and the Chandi Purana to be respectively the first, second and third of his compositions |accessdate=11 April 2013}}</ref>
ଆଦିକବି ଶାରଳା ଦାସ ନିଜ ଗ୍ରନ୍ଥମାନଙ୍କରେ ନିଜକୁ ମୁର୍ଖ, ଅଜ୍ଞାନ ତଥା କେବଳ ମା ଶାରଳାଙ୍କ ଆଶୀର୍ବାଦ ଯୋଗୁ କାବ୍ୟ ଲେଖିଛ୍ହନ୍ତି ବୋଲି ବର୍ଣନା କରିଛନ୍ତି; ତେଣୁ କିଛି ସମାଲୋଚକ ତାଙ୍କୁ ମହାମୁର୍ଖ ବୋଲି ବର୍ଣ୍ଣନା କରିଛନ୍ତି । ତେବେ ଯେକୌଣସି ପାଠକ ଯଦି ତାଙ୍କ ସାହିତ୍ୟ ପଢିବ, ତାହାହେଲେ ସେ ନିଶ୍ଚୟ ଅନୁଭବ କରିବ ଯେ ଶାରଳା ଦାସ ମୋଟେ ଗଜମୁର୍ଖ ନ ଥିଲେ । ବରଂ ସେ ଥିଲେ ବିଭିନ୍ନ ଶାସ୍ତ୍ରର ପଣ୍ଡିତ, ତେଣୁ ସେ ତତ୍କାଳୀନ ସମାଜର ବୁଦ୍ଧିଜୀବିମାନଙ୍କୁ ମୂର୍ଖ ବନାଇ ଦେଉଥିଲେ । ଶାରଳା ଦାସ ଅବଶ୍ୟ ମା ଶାରଳାଙ୍କର ଅନୁଗ୍ରହ ଲାଭ କରିଥିଲେ, କିନ୍ତୁ ତାଙ୍କର ବହୁ ଶାସ୍ତ୍ର ପୁରାଣରେ ପ୍ରବେଶ ଥିଲା । ଅନେକ ଗ୍ରନ୍ଥ ଅଧ୍ୟୟନ କରିଥିବାରୁ ତାଙ୍କର ଅସୀମ ଜ୍ଞାନ ଥିଲା । ସେ କପିଳେନ୍ଦ୍ରଦେବଙ୍କର ସୈନ୍ୟବାହିନୀରେ ଯୋଗଦେଇ ଅନେକବର୍ଷ ବିଭିନ୍ନ ସ୍ଥାନ ଭ୍ରମଣ କରିଥିଲେ, ଏଣୁ ତାଙ୍କର ଭୌଗଳିକ ଜ୍ଞାନ ମଧ୍ୟ ବହୁତ ଥିଲା । ବିଭିନ୍ନ ଲୋକଙ୍କ ସହ ସିଧାସଳଖ ସଂସ୍ପର୍ଶରେ
'''ବିଲଙ୍କା ରାମାଯ଼ଣ'''
ରାବଣକୁ ବଧକରି ପ୍ରଭୁ ରାମଚନ୍ଦ୍ର ପତ୍ନୀ ସୀତା ଓ ଭାଇ ଲକ୍ଷ୍ମଣଙ୍କ ସହ ଅଯୋଧ୍ୟା ଫେରି ଆସିଥାନ୍ତି । ରାମଙ୍କର ରାଜ୍ୟାଭିଷେକର ଆୟୋଜନରେ ସାରା ଅଯୋଧ୍ୟା ଉତ୍ସବ ମୁଖର ହୋଇ ଉଠିଥାଏ । କିନ୍ତୁ ବିଧିର ବିଚିତ୍ର ବିଧାନ! ଅଭିଷେକ ହୋଇଗଲେ ରାମଚନ୍ଦ୍ର ରାଜକାର୍ଯ୍ୟରେ ବ୍ୟସ୍ତଯିବେ, ତେଣୁ ବିଲଙ୍କାସୁରକୁ ବଧ କରି ଦେବତାମାନଙ୍କୁ କିପରି ଉଦ୍ଧାର କରିବେ ବୋଲି ବ୍ରହ୍ମାଙ୍କୁ ଯମ ପଚାରିଛନ୍ତି । ନିଜ ଶକ୍ତିର ପ୍ରମାଣ ଦେବାକୁ ରାମ ଏକାକୀ ବିଲଙ୍କାସୁରକୁ ବଧ କରିବାକୁ ଯାଇଛନ୍ତି, ହେଲେ ସେଥିରେ ସଫଳ ହୋଇ ପାରି ନାହାନ୍ତି । ପରେ ହନୁମାନ ରାମଙ୍କ ସାହାଯ୍ୟ
'''ମହାଭାରତ'''
୪୭ କ ଧାଡ଼ି:
'''ଶାହଡ଼ାଗଛର ମାହାତ୍ମ୍ୟ'''
ଥରେ ଭଗବାନ ମହାଦେବ ବୃଷଭ ପିଠିରେ ବସି ବୁଲି ଯାଉଥିଲେ । ବାଟରେ ଯାଉ ଯାଉ ଗୋଟିଏ ଶାହଡା ଗଛ ଦେଖି ବୃଷଭ ଖୁସିହେଲା, ଗଛ ନିକଟକୁ ଯାଇ ପତ୍ରଟିଏ ଆଣି ନିଜ ମୁଣ୍ଡରେ ରଖିଲା । ମହାଦେବ ଏହାର ରହସ୍ୟ କଣ ପଚାରିବାରୁ ବୃଷଭ ଉତ୍ତରଦେଲା "ଶାହାଡ଼ା ଗଛର ପତ୍ରକୁ ମୁଣ୍ଡରେ ରଖିଲେ ସେଦିନ ଅମୃତ ସଦୃଶ ଖାଦ୍ୟ ପଦାର୍ଥ ମିଳେ" । ଏକଥା ଶୁଣି ଶିବ ଆଶ୍ଚର୍ଯ୍ୟ ହେଲେ ଓ ଘଟଣାର ସତ୍ୟତା ପରୀକ୍ଷା କରିବାକୁ ସ୍ଥିର କଲେ । ବୃଷଭକୁ ନେଇ ବିଭିନ୍ନ ସ୍ଥାନ ବୁଲିବା ପରେ କ୍ଳାନ୍ତ ହୋଇ ସୁର୍ଯ଼୍ୟାସ୍ତ ସମୟକୁ ଶିବ କୈଳାସ ଫେରି ଆସିଲେ । ଏଣେ ପତିଙ୍କ ଆସିବାରେ ବିଳମ୍ବ ଦେଖି ପାର୍ବତୀ ଅମୃତତୁଲ୍ୟ ଭୋଜନ ବାଢ଼ି କେବଳ ପଞ୍ଚଗ୍ରାସୀ କରୁଥାନ୍ତି, ଠିକ୍ ସେତିକି ବେଳେ ଶିବଙ୍କର ଡମ୍ବରୁ ଶବ୍ଦ ଶୁଣାଗଲା । ଦେବୀ ଖାଦ୍ୟ ଥାଳି ତରତରରେ ନେଇ ବୃଷଭ କୁଣ୍ଡରେ ପକାଇ ଦେଇ
ସେପଟେ ବିଚରା ବୃଷଭ ସାରାଦିନ ବୁଲି ବୁଲି ଘରକୁ ଫେରିଲା ପରେ ପ୍ରଭୁଙ୍କ ନିଷ୍ଠୁର ଆଦେଶ ଶୁଣି ମନଦୁଃଖ କଲେ । ବାସିନଡା ଖାଇବାକୁ ପଡିବ ବୋଲି ଭାବି କୁଣ୍ଡରେ ଦେଖିଲା ବେଳକୁ ସେଥିରେ ଭଳିକି ଭଳି ଖାଦ୍ୟପଦାର୍ଥ ଭରି ରହିଥାଏ । ବୃଷଭ ଶାହଡ଼ା ଗଛ ଦେଖିବା ଓ ତା ପତ୍ରମୁଣ୍ଡରେ ରଖିବା ହେତୁ ଅପୁର୍ବ ଖାଦ୍ୟ ମିଳିଛି ଜାଣି ଖୁସି ମନରେ ସବୁ ଖାଇ ଆନନ୍ଦରେ ଶୋଇ ପଡିଲେ ।
୫୯ କ ଧାଡ଼ି:
'''ସତ୍ୟ ଆମ୍ବ କଥା'''
ପାଣ୍ଡବମାନଙ୍କ ଅଜ୍ଞାତ ବନବାସ ସ୍ଥାନର ପରିଚୟ ପାଇବା ଉଦ୍ଦେଶ୍ୟରେ ଦିନେ ଦୁର୍ଯୋଧନ ଶକୁନିଙ୍କ ସହିତ ମନ୍ତ୍ରଣା କରିଛନ୍ତି ଓ ତାଙ୍କ ପରାମର୍ଶକ୍ରମେ ପୁରଚନ ପଣ୍ଡାଙ୍କ ପୁତ୍ର ଗୌରମୁଖକୁ ଡାକି ଅନୁସନ୍ଧାନ ନିମିତ୍ତ ପଠାଇଛନ୍ତି । ଯେଉଁମାନେ
[[ଫାଇଲ:Sarala Dasa.jpg|thumb|317x317_ପିକସେଲ|ଭୁବନେଶ୍ୱର ଭଞ୍ଜ କଳାମଣ୍ଡପ ସମ୍ମୁଖରେ ଥିବା ସାରଳା ଦାସଙ୍କ ପ୍ରତିମୂର୍ତ୍ତି]]
'''ବାବନାଭୁତ କଥା'''
ତୁଙ୍ଗଭଦ୍ରା ନଦୀ କୁଳରେ ଜ୍ଞାନପୁର ନାମକ ଗାଁଟିଏ । ଗାଁକୁ ଲାଗି ଏକ ବଡ ଭୟଙ୍କର ମଶାଣୀ ଥାଏ, ଯାହାର ରାଜା ଥିଲା ବାବନାଭୁତ । ତା ଅଧୀନରେ ଥିବା ଭୁତ, ଡାହାଣୀ, ଚିରୁଗୁଣୀ ତାର ଆଦେଶ ପାଳନ୍ତି । ବାଟରେ ଯାଉଥିବା ଲୋକମାନଙ୍କୁ ସେମାନେ ଢେଲାପଥର ପକାଇ ହଇରାଣ କରନ୍ତି । ରାତିରେ ସେମାନଙ୍କୁ ଦେଖି କେହି ଯଦି ଭେଟଣା ହୋଇଗଲା, ତେବେ ରକ୍ତବାନ୍ତି କରି ମରି ଯାଉଥିଲା । ଭୁତମାନଙ୍କର ଏପରି ଉତ୍ପାତଯୋଗୁ ଗାଁ ଲୋକମାନେ ଡରିଡରି ବଡ କଷ୍ଟରେ ଦିନ ବିତାଉଥାନ୍ତି । ଦିନେ ସୋମରାଷ୍ଟ୍ର ଦେଶରୁ ଶୁଦ୍ରକ ରାଉଳ ବୋଲି ଜଣେ ବ୍ୟକ୍ତି ଆସି ସେ ଗାଁରେ ପହଙ୍ଚିଲେ, ତାଙ୍କୁ ଗୁଣି ଗାରୁଡି ଜଣାଥିଲା । ଲୋକମାନେ ରାଉଳଙ୍କୁ ପାଇ ଖୁସି ହେଲେ, ତାଙ୍କପାଇଁ
ହଳ କାମ ଆରମ୍ଭ ହେବାରୁ ଭୁତମାନେ ଯାଇ ବାବନାଭୁତକୁ ଏକଥା ଜଣାଇଲେ । ବାବନା ଆଦେଶରେ ଶହ ଶହ ଭୁତ ତାଙ୍କର କିଳିକିଳା ନାଦରେ ହଳିଆମାନଙ୍କୁ ଭୟଭୀତ କଲେ । ଏକଥା ଶ୍ହୁଣି ଶୁଦ୍ରକ ରାଉଳ ସେଠି ପହଙ୍ଚିଯାଇ ତା ବିଦ୍ୟା ପ୍ରୟୋଗ କଲା, ଦଉଡି ଠେଙ୍ଗାରେ ଭୁତମାନଙ୍କୁ ପାନେ ଦେଲା । ଭୁତମାନେ ମୁକ୍ତିଦେବାକୁ ପ୍ରାର୍ଥନା କରିବାରୁ ରାଉଳ କହିଲା ଯଦି ତାକୁ ୬୦ପଉଟି ତିଳ ଦେବେ, ତେବେ ସେମାନଙ୍କୁ ମୁକ୍ତି ମିଳିବ । ସେମାନେ ରାଜି ହୋଇ ପଳାଇଗଲେ ଓ ବାବନାକୁ ସବୁ କହିଲେ । ବାବନାଭୁତ ସେ କଥାରେ ରାଜି ହେଲାନାହିଁ, ବରଙ୍ଗ୍ ତା କାମ କରିବାକୁ ବାହାରି ଗଲା । ରାଉଳ କିଛି ସମୟପରେ ଘରେ ପହନ୍ଚି ଦେଖିଲା ତା ପୁଅ ଖାଲି ନାଚିକୁଦି ଚିତ୍କାର କରୁଛି, ନାନା କଥା କହୁଛି । ରାଉଳ ଜାଣିଲା ତାକୁ ଭୁତ ଗ୍ରାସିଛି । ସେ ମନ୍ତ୍ର ପଢି ଭୁତକୁ ପିଟିଲା । ବାବନାଭୁତ ନାକ ଘଷି ରାଉଳକୁ ଷାଠିଏ ପଉଟି ତିଳ ଦେଲା ଓ ତାର ବଂଶ ଦଳବଳ ନେଇ କୁଅଡେ ଚାଲିଗଲା । ଲୋକମାନେ ରାଉଳକୁ ଧନ୍ୟ ଧନ୍ୟ କରି ଖୁସିରେ ରହିଲେ ।
'''
ଜଗନ୍ନାଥ ଓଡ଼ିଆ ଜାତିର ଆରାଧ୍ୟ ଦେବତା, ତାଙ୍କର ପ୍ରସିଦ୍ଧି
<center><poem>
"କାତରେ ବେନି ହାତ ଯୋଡି, କୃଷ୍ଣଙ୍କ ଚରଣ ତଳେ ପଡି
୭୮ କ ଧାଡ଼ି:
ତୁ ନାଥ ଜଗତ ସୋଦର, ଏ ଅପରାଧ କ୍ଷମା କର"
</poem></center>
ଜାରାଶବର ହାତରେ ଶ୍ରୀକୃଷ୍ଣଙ୍କ ଦେହବସାନ ହେଲା ପରେ ପାଣ୍ଡବମାନେ ତାଙ୍କୁ ନେଇ ସମୁଦ୍ର କୁଳରେ ଦାହ କଲେ । ମାତ୍ର ସେ ଅକ୍ଷୟ ବ୍ରହ୍ମ ପୁର୍ଣ୍ଣ ଦାହ ହେଲା ନାହ୍ହି ତେଣୁ ପାଣ୍ଡବମାନେ ନିରାଶ ହୋଇ ଶେଷକୁ ଉପାୟ ନପାଇ ସେଇ ଦରପୋଡା ବ୍ରହ୍ମକୁ ସମୁଦ୍ରରେ ଭସାଇ ଦେଲେ । ସେ ବ୍ରହ୍ମ ଭାସି ଭାସି ଯାଇ ପୁରୀର ସମୁଦ୍ର ତଟରେ ପହନ୍ଚିଲା । ସେଇଠି ଯୁଗ ଯୁଗ ଧରି ସେ ନୀଳମାଧବ ରୁପରେ ପୂଜା ପାଇଲେ । ବିଷ୍ଣୁଙ୍କ ସନ୍ଧାନରେ ମାଳବରୁ ରାଜା ଇନ୍ଦ୍ରଦ୍ୟୁମ୍ନ ଏବଂ ବ୍ରାହ୍ମଣ ବିଦ୍ୟାପତି ଆସିଲେ । ନୀଳମାଧବ ଉଭେଇ ଯାଇ ବାଙ୍କି ମୁହାଣରେ ଦେଖା ଦେଲେ ଦାରୁବ୍ରହ୍ମ ଆକାରରେ । ରାଜା ସୈନ୍ୟସାମନ୍ତ, ସକଳ
ସେଇ ଦାରୁ ଦେବତା । । । ଶବର ଦେବତା । । । ହେଉଛନ୍ତି
ଆଜିକୁ ଛହଶହ ବର୍ଷ ତଳେ ଶାରଳା ଦାସ ଯାହା କଳ୍ପନା କରି ଯାଇଥିଲେ ଆଜି ତାହା ବାସ୍ତବ ରୁପ ନେଇଛି ।
୮୬ କ ଧାଡ଼ି:
'''କଳି ଅବତରଣ ପ୍ରସଙ୍ଗ'''
ମହାଭାରତ ଯୁଦ୍ଧ ଶେଷ ହେଲା, ଧର୍ମରେ ଥିବାରୁ ପନ୍ଚୁପାଣ୍ଡବଙ୍କର ବିଜୟ ହେଲା । ସେତେବେଳକୁ
ଯୁଧିଷ୍ଠିର ସେଥିରେ ରାଜି ହେବାରୁ ସହଦେବ କଳିକୁ ମୁକ୍ତ କରିଦେଲେ । ପରୀକ୍ଷିତଙ୍କ ଆଗରେ ହଠାତ କଳି ପ୍ରଭାବରେ ବ୍ରାହ୍ମଣ ଓ ଶୁଦ୍ରଙ୍କ କଥା ଓ ଯୁକ୍ତି ବଦଳି ଗଲା । ଦୁହେଁ କଙ୍କଣକୁ ନିଜର ବୋଲି ଦାବୀ କଲେ, ନାନା ଯୁକ୍ତି ଦେଇ ପ୍ରମାଣ କରିବାକୁ ଚେଷ୍ଟା କଲେ ଯେ କଙ୍କଣର ମାଲିକ ସେମାନେ । ହଠାତ ଦୁହେଁ କଙ୍କଣ ପାଇବା ପାଇଁ କଳିଗୋଳ ମଧ୍ୟ କଲେ । ସବୁ ଶୁଣି ରାଜା ପରୀକ୍ଷିତ କହିଲେ - ତୁମେ କେହି ସେ ଜିନିଷ ପାଇବ ନାହିଁ । ତାହା ରାଜକୋଷରେ ଜମା ହେବ ।
୯୬ କ ଧାଡ଼ି:
ଶୁକ-ପରୀକ୍ଷିତ ସମ୍ବାଦ ଛଳରେ କବି ଚଣ୍ଡିପୁରାଣରେ ସମସ୍ତ କଥାକୁ ବର୍ଣ୍ଣନା କରିଛନ୍ତି । ମହାଭାରତର ବିଲଙ୍କା ରାମାୟଣ ପରି ଚଣ୍ଡିପୁରାଣ ଗ୍ରନ୍ଥଟି କବି ସାରଳା ଦାସ ଚଣ୍ଡିଙ୍କ ଆଜ୍ଞାରେ ତାଙ୍କରି ଭାଷାକୁ ପ୍ରକାଶ କରିବାର ବର୍ଣ୍ଣନା କରିଛନ୍ତି । ଏହି ପୁରାଣ ପରବର୍ତ୍ତୀ କାଳରେ ହିନ୍ଦୁମାନଙ୍କ ଘରେ ଚଣ୍ଡିପୁରାଣ ଭାବେ ଅଦ୍ୟାବଧି ପୂଜିତ ହେଉଛି ।
ବ୍ରହ୍ମାଙ୍କ ବଳରେ ବଳିୟାନ ମହିଷାସୁର ଦେବ, ଦାନବ, ଯକ୍ଷ, ରକ୍ଷ, ଗନ୍ଧର୍ବ, ନର ଓ ବାନର
'''ଲକ୍ଷ୍ମୀନାରାୟଣ ବଚନିକା'''
୧୦୨ କ ଧାଡ଼ି:
କବିଙ୍କ ଅନ୍ୟାନ୍ୟ ଗ୍ରନ୍ଥ ଗୁଡିକ "ଦାଣ୍ଡିବୃତ୍ତ"ରେ ଲେଖାଯାଇଛି । "ଲକ୍ଷ୍ମୀନାରାୟଣ ବଚନିକା" ଗ୍ରନ୍ଥଟି ଖୁବ କ୍ଷୁଦ୍ର, ଅଣାଅଶୀ ପଦର । ଗ୍ରନ୍ଥଟିରେ ଲକ୍ଷ୍ମୀ ନାରାୟଣଙ୍କର କଥୋପକଥନ ବର୍ଣ୍ଣନା କରାଯାଇଛି ।
ଲକ୍ଷ୍ମୀନାରାୟଣ ତାଙ୍କର ଗୁରୁବାର ବ୍ରତ ସମ୍ବନ୍ଧରେ ଯାହା କିଛି ବର୍ଣ୍ଣନା କରିଛନ୍ତି ତାହାହିଁ ଗ୍ରନ୍ଥଟିର ବିଷୟବସ୍ତୁ । ଲକ୍ଷ୍ମୀ ମଣ୍ଡାଫୁଲ, ପଦ୍ମଫୁଲ ଓ ଅଁଳା ପୂଜାରେ ବହୁତ ଖୁସି ହୁଅନ୍ତି ଏବଂ ଭକ୍ତମାନଙ୍କୁ ମନଜାଣି ଫଳ ଦେଇଥାନ୍ତି । ଲକ୍ଷ୍ମୀ ପୁରୁଷ ଓ ସ୍ତ୍ରୀମାନଙ୍କର ବିଭିନ୍ନ ଆଚାର ବ୍ୟବହାର କଥା କହି କାହା ପାଖରେ କମ୍ ରହନ୍ତି ବର୍ଣ୍ଣନା କରିଛନ୍ତି । ଏହାଛଡା ସମାଜର ସମସ୍ତ ଅନୀତି କାର୍ଯ୍ୟକୁ ବାରଣ କରିଛନ୍ତି । ସମାଜରେ କେଉଁ ଦିନ କଣ କରିବ,କଣ ନ କରିବ, ଭଲ ବା ମନ୍ଦ କାମ କଲେ କି ଫଳ ମିଳେ, ଗୁରୁବାର ବ୍ରତ ଭାବେ ସମାଜକୁ ଉପଦେଶ ଦେଇଛନ୍ତି । ଗାଇ ବାଛୁରୀ ଜନ୍ମ ଦେଲେ କେତେ ଦିନ ପରେ ଦୁହିଁବା କଥା, କେଉଁ ତିଥିରେ କଣ ଖାଇବା ନିଷେଧ, ଦାନ୍ତରେ ନଖ କଟିଲେ କି ଫଳ ମିଳେ ବର୍ଣ୍ଣନା ରହିଛି ।
=== ମହାଭାରତ ===
୧୨୩ କ ଧାଡ଼ି:
* ଆଶ୍ରମବାସିକା ପ୍ରବ
* ମହାପ୍ରସ୍ଥାନିକ ପର୍ବ
*
* ମୌସଳ ପର୍ବ
*
{{div col end}}
|