"ସୂର୍ଯ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୧୧୬ କ ଧାଡ଼ି:
|accessdate=7 March 2011
}}</ref>
ଏହାର ପରିସର ୧୩୯୨୦୦୦ କିମି. । [[ପୃଥିବୀ]]ର ୧୦୯ ଗୁଣ । ଏହାର ବସ୍ତୁତ୍ବବସ୍ତୁତ୍ୱ ପ୍ରାୟ ୨x୧୦<sup>୩୦</sup> କିଗ୍ରା, ଯାହା ପୃଥିବୀର ୩୩୦୦୦୦ ଗୁଣ । ସମ୍ପୂର୍ଣ୍ଣ ସୌର ଜଗତର ୯୯.୮୬% ବସ୍ତୁତ୍ବବସ୍ତୁତ୍ୱ ସୂର୍ଯ୍ୟର । <ref name=Woolfson00>
{{Cite journal
|last=Woolfson |first=M.
୧୪୮ କ ଧାଡ଼ି:
 
== କୋଟି କୋଟି ସୂର୍ଯ୍ୟ ==
ଆମେ ଯାହାକୁ ସୂର୍ଯ୍ୟ ବୋଲି କହୁ, ତାହା ବାସ୍ତବରେ ଗୋଟିଏ ବିଶାଳ ନିଆଁପେଣ୍ଡୁ । ତେବେ ସେହି ନିଆଁପେଣ୍ଡୁ ଆମ ପାଇଁ ସବୁକିଛି । ଆମ ଜୀବନ, ଆମର ପ୍ରାଣ । କାହିଁକି ନା, ସୂର୍ଯ୍ୟର ଆଲୋକ ଓ ଉତ୍ତାପ ବିନା ଆମେ ବଞ୍ଚିରହିବା ଅସମ୍ଭବ । ତେଣୁ ସୂର୍ଯ୍ୟ ନଥିଲେ ଆମର ଅସ୍ଥିତ୍ବଅସ୍ଥିତ୍ୱ ନଥାନ୍ତା । ସୂର୍ଯ୍ୟ ସହିତ ପୃଥିବୀ ଭଳି ଆହୁରି ୭ଟା ଗ୍ରହ, ବାମନ ଗ୍ରହ, ଧୂମକେତୁ, ଗ୍ରହାଣୁ ଓ ଉପଗ୍ରହମାନଙ୍କୁ ନେଇ ଗଠିତ ପରିବାରକୁ କୁହାଯାଏ 'ସୌରଜଗତ' । ଆମ ସୌରଜଗତର ମୁଖ୍ୟ ହେଉଛି ସୂର୍ଯ୍ୟ। ସମୁଦାୟ ସୌରଜଗତରେ ଏକମାତ୍ର ନକ୍ଷତ୍ର ହେଉଛି ସୂର୍ଯ୍ୟ । କିନ୍ତୁ, ସତ କହିଲେ, ଆମ ବିଶ୍ବରେବିଶ୍ୱରେ କୋଟି କୋଟି ସୂର୍ଯ୍ୟ ଅଛନ୍ତି। କିନ୍ତୁ ସେଗୁଡ଼ିକ ଆମଠାରୁ ଅନେକ ଅନେକ ଦୂରରେ ରହିଥିବାରୁ ସେମାନଙ୍କର ଉତ୍ତାପ ଓ ଆଲୋକକୁ ଆମେ ଅନୁଭବ କରିପାରୁ ନାହିଁ । ରାତିରେ ଆକାଶରେ ମିଞ୍ଜି ମିଞ୍ଜି କରୁଥିବା ତାରାଗୁଡ଼ିକ ମଧ୍ୟ ଆମର ସୂର୍ଯ୍ୟ ପରି ଗୋଟିଏ ଗୋଟିଏ ନକ୍ଷତ୍ର । ଆମେ ୭ ପରେ ଗୋଟିଏ ଶୂନ ଲେଖିଲେ ହେବ ସତୁରୀ । ଆମେ ୭ ପରେ ଦୁଇଟା ଶୂନ ଲେଖିଲେ ହେବ ସାତଶହ । ସେହିପରି ଆମେ ୭ ପରେ ୨୨ ଟା
ଶୂନ ଲେଖିଲେ ଯେଉଁ ବିଶାଳ ସଂଖ୍ୟା ହେବ, ବିଶ୍ବରେବିଶ୍ୱରେ ଅତି କମ୍ରେ ସେତିକି ସଂଖ୍ୟକ ସୁର୍ଯ୍ୟ ଥିବାର ପ୍ରମାଣ ମିଳିଛି । ସେମାନଙ୍କ ଭିତରୁ କେତେକ ସୁର୍ଯ୍ୟ ଆମ ସୁର୍ଯ୍ୟ ତୁଳନାରେ ଛୋଟ । କିନ୍ତୁ ଅନେକ ସୂର୍ଯ୍ୟ ଆମ ସୂର୍ଯ୍ୟ ତୁଳନାରେ ଢେର୍ ବଡ଼ ବଡ଼ । ବିଶ୍ବରେବିଶ୍ୱରେ ଅନେକ ସୂର୍ଯ୍ୟ ଅଛନ୍ତି, ଯାହାର ଆକାର ଆମ ସୂର୍ଯ୍ୟର ଆକାରର ପ୍ରାୟ ୪୦୦ ଗୁଣ ହେବ ।
== ଆଧାର ==
{{ଆଧାର}}
"https://or.wikipedia.org/wiki/ସୂର୍ଯ୍ୟ"ରୁ ଅଣାଯାଇଅଛି