"ଭୌଗଳିକ ଦିଗବାରେଣି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
Please discuss in the '''ଆଲୋଚନା''' page before making changes.
(କିଛି ବଦଳିନାହିଁ)

୦୧:୪୪, ୧୬ ଅପ୍ରେଲ ୨୦୧୧ ଅନୁସାରେ କରାଯାଇଥିବା ବଦଳ

ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅଖ୍ୟାଂଶ), ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତ ଅକ୍ଷାଂଶ, ଦ୍ରାଘିମାସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।[୧]

ପୃଥିବୀ ମାନଚିତ୍ରରେ ଅକ୍ଷାଂଶ (ଭୂସମାନ୍ତରାଳ) ଓ ଦ୍ରାଘିମା (ସିଧା) ଦେଖାଯାଇଛି, Eckert VI ପ୍ରଜେକସନ; ବଡ଼ ଭାଗ (ପି.ଡି.ଏଫ, ୩.୧୨ ଏମ.ବି)

ଦ୍ରଷ୍ଟବ୍ୟ

  1. A Guide to coordinate systems in Great Britain v1.7 October 2007 D00659 accessed 14.4.2008