"ସୋରିଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୫ କ ଧାଡ଼ି:
'''ସୋରିଷ''' ଏକ ତୈଳବୀଜ ଅଟେ ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?c.40:14279.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first= ପ୍ରହରାଜ |last= ଗୋପାଳ ଚନ୍ଦ୍ର |work=dsal.uchicago.edu |quote=ତୈଳବୀଜବିଶେଷ |accessdate=7 April 2013}}</ref> ସୋରିଷ Brassica ଏବଂ Sinapis ପ୍ରଜାତିର ଏକ ମସଲାଜାତୀୟ ଗଛ । ଏହାର ମଞ୍ଜିକୁ ମସଲା ଭାବରେ ବ୍ୟବ‌ହାର କରାଯାଏ ।ସୋରିଷ ମଞ୍ଜିକୁ ଗୁଣ୍ଡ କରି ପାଣି, ଭିନେଗାର ଏବଂ ଅନ୍ୟାନ୍ୟ ତୈଳଜାତୀୟ ପଦାର୍ଥ ମିଶାଯାଇ ହଳଦିଆ ରଙ୍ଗର ସୋରିଷ ମସଲା ପ୍ରସ୍ତୁତ କରାଯାଏ । ସୋରିଷ ମଞ୍ଜିରୁ ସୋରିଷ ତେଲ ବାହାରିଥାଏ, ଯାହାକି ପ୍ରାୟତଃ ଓଡ଼ିଶାରେ ରୋଷେଇ କାର୍ଯ୍ୟରେ ବ‌ହୁଳ ଭାବରେ ବ୍ୟବ‌ହାର କରାଯାଏ । ଏବଂ ସୋରିଷଗଛର ପତ୍ରକୁ ଶାଗ ରୂପେ ମଧ୍ୟ ଖିଆଯାଏ ।
 
ଧଳା ସୋରିଷକୁ ଲୋକେ ରାଇ ସୋରିଷ କହନ୍ତି, କିନ୍ତୁ ଧଳା ସୋରିଷ (ଶ୍ବେତିକାଶ୍ୱେତିକା, ସିଦ୍ଧାର୍ଥ) ଓ ରାଇ ସୋରିଷ (ରାଜିକା; ଛୋଟ ଓ ନାଲିଆ), ଉଭୟେ ପୃଥକ । <!-- ଏହି ଛୋଟ ଓ ନାଲିଆ ପ୍ରକାରକୁ Brassica Napus) କହନ୍ତି ।-->
ରାଇ ସୋରିଷ ଅନ୍ୟ ଜାତୀଯ ବା କୃଷ୍ଣ ସର୍ଷପର ସମଗୁଣ ବିଶିଷ୍ଟ, କିନ୍ତୁ ତହିଁ ଅପେକ୍ଷା ସକଳ ଗୁଣରେ ଉତ୍କୃଷ୍ଟ ବିଶେଷତଃ ଶ୍ବେତଶ୍ୱେତ ସର୍ଷପ ରୁଚିକର, ଗତ୍ବଗ୍ଗତ୍ୱଗ୍ ଦୋଷ ନାଶକ ଏବଂ ବ୍ରଣ, ବାତରକ୍ତ ବିଷଦୋଷ, ଭୁତାବେଶ ନାଶିକ ।
 
==ଆକାର==
୧୨ କ ଧାଡ଼ି:
 
==ଚାଷ ପ୍ରଣାଳୀ==
ସୋରିଷ ଉତ୍ପାଦନ କ୍ଷେତ୍ରରେ ଭାରତ ସମଗ୍ର ପୃଥିବୀରେ ମୁଖ୍ୟ ସ୍ଥାନ ଅଧିକାର କରିଛି । ଆମ ରାଜ୍ୟ [[ଓଡ଼ିଶା]]ରେ ସୋରିଷ ଚାଷ କେବଳ ଶିତ ଋତୁରେ ହୋଇଥାଏ । ଏହି ଚାଷ ସ୍ବଛସ୍ୱଛ ବାଲିଆ ଦୋରସା ମାଟିରୁ ଆରମ୍ଭ କରି ଅଳ୍ପ ମଟାଳ ମାଟି ଯାଏ ସବୁ ଜମିରେ ହୋଇ ପାରିବ । ଏହି ଫସଲ ପ୍ରାୟ ୧୦ରୁ ୨୫ ଡିଗ୍ରୀ ସେଲସିୟସ ତାପମାତ୍ରା ଓ ସ୍ବଚ୍ଛସ୍ୱଚ୍ଛ ଆଦ୍ରତା ମଧ୍ୟରେ ଭଲ ଭାବେ ବଢିପାରେ ।<ref name=ସୋରିଷ>{{cite web|title=Mustard Farming Information Detailed Guide|url=http://agrifarming.in/mustard-farming-information|publisher=Agri Farming|accessdate=26 July 2016}}</ref> ସନ୍ତସନ୍ତିଆ ଓ ଅମଳୀୟ ମାଟିରେ ସୋରିଷ ଚାଷ ଭଲ ହୁଅନାହିଁ । ୬.୦ରୁ ୭.୫ pH ଥିବା ମୂର୍ତ୍ତିକାରେ ହିଁ ସୋରିଷ ଚାଷ ଭଲ ହୁଏ ।<ref name=ସୋରିଷ></ref> ଅକ୍ଟୋବରରୁ ନଭେମ୍ବର ମଧ୍ୟରେ ସୋରିଷ ବୁଣା ହୋଇଥାଏ । ବୁଣା ଡେରିହେଲେ ଅମଳ ଯଥେଷ୍ଟ କମିଯାଏ ।
 
===ବିହନ ବୁଣା===
"https://or.wikipedia.org/wiki/ସୋରିଷ"ରୁ ଅଣାଯାଇଅଛି