"ଜଳେଶ୍ୱର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Jnanabot ପୃଷ୍ଠାଟିକୁ ଜଳେଶ୍ବରରୁ ଜଳେଶ୍ୱରକୁ ଘୁଞ୍ଚାଇଲେ: Bot: Moved page
ଟିକେ Bot: Automated text replacement (-ମ୍ୱ +ମ୍ବ)
୩୪ କ ଧାଡ଼ି:
*ଚନ୍ଦନେଶ୍ୱର: ଓଡ଼ିଶାର ପ୍ରସିଦ୍ଧ ଶୈବ ପୀଠ ବାବା ଚନ୍ଦନେଶ୍ୱର ମନ୍ଦିର ୨୭ କି;ମି ଦୂରରେ ଅବସ୍ଥିତ। ମହା ବିଷୁବ ସଂକ୍ରାନ୍ତିରେ ଏଠାରେ ପ୍ରସିଦ୍ଧ ଚଡକ ଯାତ୍ରା ପାଳନ କରାଯାଏ (ଆଞ୍ଚଳିକ ଭାଷାରେ ଉଡା ପର୍ବ, ନୀଳ ପର୍ବ ଓ ପାଟ ଯାତ୍ରା)। ପ୍ରତି ବର୍ଷ ଏହି ଦିନ ଓଡ଼ିଶା ଏବଂ ପଡୋଶୀ ରାଜ୍ୟରୁ ପାଖାପାଖି ୩ରୁ ୪ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥାଏ।
 
*ତାଳସାରୀ ଓ ଉଦୟପୁର : ତାଳସାରୀ ଓ ଉଦୟପୁର, ଚନ୍ଦନେଶ୍ୱର ଠାରୁ ୫ କି:ମି ଦୂର । ଏହା ଓଡ଼ିଶାର ସୀମାନ୍ତ ବେଳାଭୂମି। ଶାନ୍ତ ପରିବେଶ, ଲମ୍ୱାଲମ୍ବା ଲମ୍ବା ନଡିଆ ଗଛ, ତାଳ ଗଛ ଏବଂ ବୀସ୍ତିର୍ଣ୍ଣ ଝାଉଁ ବଣର ମନୋରମ ଦୃଶ୍ୟ ଉପଭୋଗ କରିବା ଲାଗି ଦୂର ଦୂରାନ୍ତରୁ ପର୍ଯ୍ୟଟକ ମାନେ ଏଠାକୁ ଆସିଥାନ୍ତି। ସାମୁଦ୍ରିକ ନାଲି କଙ୍କଡା ଏଠାକାର ମୁଖ୍ୟ ଆକର୍ଷଣ।
 
==ଶିକ୍ଷା==
"https://or.wikipedia.org/wiki/ଜଳେଶ୍ୱର"ରୁ ଅଣାଯାଇଅଛି