"ଜାନକୀ ବଲ୍ଲଭ ପଟ୍ଟନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ଟିକେ Bot: Automated text replacement (-ମ୍ୱ +ମ୍ବ)
୩୨ କ ଧାଡ଼ି:
}}
 
'''ଜାନକୀ ବଲ୍ଲଭ ପଟ୍ଟନାୟକ''' (୩ ଜାନୁଆରୀ ୧୯୨୭ - ୨୧ ଅପ୍ରେଲ ୨୦୧୫) ଜଣେ ରାଜନୀତିଜ୍ଞ, ବାଗ୍ମୀ, ସାମ୍ୱାଦିକସାମ୍ବାଦିକ ଓ ସାରସ୍ୱତ ସ୍ରଷ୍ଟା ଥିଲେ। ସେ ଓଡ଼ିଶାର [[ଓଡ଼ିଶାର ମୁଖ୍ୟମନ୍ତ୍ରୀ ମାନଙ୍କର ତାଲିକା|ମୁଖ୍ୟମନ୍ତ୍ରୀ]], [[ଆସାମ]]ର ରାଜ୍ୟପାଳ, ତିରୁପତି ରାଷ୍ଟ୍ରୀୟ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳାଧିପତି, ଅଖିଳ ଭାରତୀୟ ପ୍ରାଚ୍ୟବିଦ୍ୟା ସମ୍ମେଳନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭଳି ବହୁ ଦାୟିତ୍ୱ ସମ୍ଭାଳିଛନ୍ତି ।
 
ଜାନକୀ ବଲ୍ଲଭ ପଟ୍ଟନାୟକ [[ପୁରୀ ଜିଲ୍ଲା]]ର ରାମେଶ୍ୱରଠାରେ ଜନ୍ମଗହଣ କରିଥିଲେ ।<ref>{{cite web |url= http://www.odishafiles.com/2012/11/shri-janaki-ballav-patnaik.html |title=Odisha Files: Events: Shri Janaki Ballav Patnaik |first= |last=|work=odishafiles.com |year=2012|quote=born on 3rd January 1927 at Rameswar of Puri. |accessdate=5 February 2013}}</ref>
୧୯୪୭ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ସଂସ୍କୃତରେ ସ୍ନାତକ ଉପାଧି ହାସଲ କରିବା ପରେ ୧୯୪୯ ମସିହାରେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ଏହାପରେ ସେ 'ଇଷ୍ଟର୍ଣ୍ଣ ଟାଇମ୍‍ସ' ଖବରକାଗଜରୁ ସାମ୍ୱାଦିକସାମ୍ବାଦିକ ଭାବେ ନିଜର କର୍ମମୟ ଜୀବନ ଅାରମ୍ଭ କରିଥିଲେ । ୧୯୫୦ରେ ଏହାର ଯୁଗ୍ମ ସମ୍ପାଦକ ଓ ଦୁଇବର୍ଷ ପରେ ଏହାର ସମ୍ପାଦକ ହୋଇଥିଲେ । ଏହା ସହ ସେ ଓଡ଼ିଅା ଦୈନିକ '[[ପ୍ରଜାତନ୍ତ୍ର]]'ର ମଧ୍ୟ ସମ୍ପାଦକ ହୋଇଥିଲେ । ୧୯୬୭ ପର୍ଯ୍ୟନ୍ତ ସେ ଉଭୟ ଖବରକାଗଜର ସମ୍ପାଦକ ରହି ଅାସିଥିଲେ । ୧୯୬୭ ଜୁଲାଇରେ ସେ "ପୌରୁଷ' ପତ୍ରିକା ପ୍ରତିଷ୍ଠା ଓ ସଂପାଦନା କରିଥିଲେ ।
 
==ରାଜନୈତିକ ଜୀବନ==
ଜାନକୀବଲ୍ଲଭ କୈଶୋରରୁ ଛାତ୍ର ରାଜନୀତି ସହ ଜଡ଼ିତ ଥିଲେ । ୧୯୫୦ ମସିହାରେ ସେ ରାଜ୍ୟ ଯୁବକଂଗ୍ରେସ ସଭାପତି ଥିଲେ । ୧୯୫୪ରୁ ୧୯୬୦ ମସିହା ପର୍ଯ୍ୟନ୍ତ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ କମିଟି ସଦସ୍ୟ ରହି ଅାସିଥିଲେ । ୧୯୭୧ ମସିହାରେ ପ୍ରଥମ ଥର ଲାଗି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । [[ଇନ୍ଦିରା ଗାନ୍ଧୀ]]ଙ୍କ କ୍ୟାବିନେଟ୍‍ରେ ୧୯୭୩ରୁ ୧୯୭୫ ପର୍ଯ୍ୟନ୍ତ ସେ ପ୍ରତିରକ୍ଷା ଉପମନ୍ତ୍ରୀ ଓ ପରେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ହୋଇଥିଲେ । ୧୯୮୦ ଜାନୁଅାରୀ ସାଧାରଣ ନିର୍ବାଚନରେ ପୁଣିଥରେ ଲୋକ ସଭାକୁ ନିର୍ବାଚିତ ହୋଇ ସେ ପର୍ଯ୍ୟଟନ, ବେସାମରିକ ବିମାନ ଚଳାଚଳ ଓ ଶ୍ରମ ବିଭାଗର ମନ୍ତ୍ରୀପଦ ସମ୍ଭାଳିଥିଲେ । ୧୯୮୦ ଜୁନ ମାସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦ ଅଳଂକୃତ କରିଥିଲେ ଜାନକୀବଲ୍ଲଭ ଓ [[ଆଠଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଅାଠଗଡ଼ ନିର୍ବାଚନ ମଣ୍ଡଳୀ]]ରୁ ଉପନିର୍ବାଚନରେ ବିଜୟୀ ହୋଇଥିଲେ । ଦ୍ୱିତୀୟ ଥର ପାଇଁ ୧୯୮୫ ନିର୍ବାଚନରେ ସେ ଉଭୟ [[ଖୋର୍ଦ୍ଧା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଖୋର୍ଦ୍ଧା]] ଓ ଅାଠଗଡ଼ ଅାସନରୁ ବିଧାନ ସଭାକୁ ନିର୍ବାଚିତ ହୋଇ ମୁଖ୍ୟମନ୍ତ୍ରୀ ହୋଇଥିଲେ । ଜାନକୀବଲ୍ଲଭଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ଓଡ଼ିଶାରେ ବ୍ୟାପକ ଔଦ୍ୟୋଗିକ ବିକାଶ ଘଟିଥିଲା । ୧୯୯୫ ମସିହାରେ ସେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ । ୨୦୦୯ ମସିହାରେ ତତ୍କାଳୀନ କଂଗ୍ରେସ ନେତୃତ୍ୱାଧୀନ କେନ୍ଦ୍ର ସରକାର ଜାନକୀବଲ୍ଲଭଙ୍କୁ ଅାସାମର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ । ସେହିବର୍ଷ ଡିସେମ୍ୱରଡିସେମ୍ବର ୧୧ତାରିଖରେ ସେ ମହାମହିମ ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।<ref name=ରାଜଭବନ>{{cite web|last=ପଣ୍ଡା|first=ଶୁଭ୍ରାଂଶୁ|title=ରାଜଭବନରେ ଓଡ଼ିଆ|url=http://sambadepaper.com/epaperpdf%5C11122014%5C11-md-bm-8.pdf|publisher=ସମ୍ବାଦ|accessdate=13 December 2014}}</ref>
<!--
* [[ଓଡ଼ିଶା|ଓଡ଼ିଶାରେ]]: ତିନିଥର [[ଓଡ଼ିଶା]]ରମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ