"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ଟିକେ Bot: Automated text replacement (-ମ୍ୱ +ମ୍ବ)
୪୭ କ ଧାଡ଼ି:
=== କ୍ଷୁଦ୍ରଗଳ୍ପ ===
ଫକୀରମୋହନ ସେନାପତି ଓଡ଼ିଆ ଗଳ୍ପ ସାହିତ୍ୟର ଜନକ । ଫକୀରମୋହନ ତାଙ୍କ ଜୀବନର ଶେଷ ୨୧ ବର୍ଷ ମଧ୍ୟରେ ଗଳ୍ପ ଏବଂ ଉପନ୍ୟାସ ରଚନା କରିଛନ୍ତି ।
୧୮୬୦ରେ ଫକୀରମୋହନଙ୍କ ରଚିତ କ୍ଷୁଦ୍ରଗଳ୍ପ ’ଲଛମନିଆ’, ତାଙ୍କରିଦ୍ୱାରା ସମ୍ପାଦିତ ଓ ବାଲେଶ୍ୱରରୁ ପ୍ରକାଶିତ ବୋଧଦାୟିନୀ ପତ୍ରିକାରେ ପ୍ରକାଶିତ ହୋ‍ଇଥିଲା । ତେବେ ଦୁର୍ଭାଗ୍ୟବଶତଃ ତାଙ୍କର ଆତ୍ମଜୀବନୀରେ ଏହା ବିଷୟରେ ସାମନ୍ୟ ଟିକିଏ ବର୍ଣ୍ଣନା ବ୍ୟତୀତ ଏହି ଗଳ୍ପର ସ୍ରୋତ ସମ୍ୱନ୍ଧରେସମ୍ବନ୍ଧରେ ଅନ୍ୟ କୌଣସି ଖିଅ ମିଳେନାହିଁ, ନଚେତ୍ ସମଗ୍ର ଭାରତବର୍ଷରେ ଏହି ସାହିତ୍ୟିକ ବିଭାଗର ସ୍ରଷ୍ଟା ରୂପେ ସେ ବିବେଚିତ ହୋ‍ଇଥା’ନ୍ତେ । ୧୮୯୮ରେ ତାଙ୍କ ରଚିତ ’[http://www.ameodia.com/odia-kathaa/odia-story/odia-story-rebati-fakir-mohan-senapati/ ରେବତୀ]’ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା ପ୍ରଥମ ଓଡ଼ିଆ ଗଳ୍ପର ମାନ୍ୟତା ପାଏ । ’ରେବତୀ’ ଗଳ୍ପଟିରେ ଗୋଟିଏ ଛୋଟ ଝିଅର ପାଠ ପଢିବାର ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି ।
ଫକୀରମୋହନଙ୍କ ରଚିତ କ୍ଷୁଦ୍ରଗଳ୍ପଗୁଡିକ :
* ରେବତୀ (୧୮୯୮)