"ମାଟିର ମଣିଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ବଦଳ ସାରକଥା ଲୁଚାଇଦିଅନ୍ତୁ
(ଉପନ୍ୟାସ ଓ ଚଳଚ୍ଚିତ୍ର ମଧ୍ୟରେ ଭିନ୍ନତା)
ଟିକେ
 
== ଉପନ୍ୟାସ ଓ ଚଳଚ୍ଚିତ୍ର ମଧ୍ୟରେ ଭିନ୍ନତା ==
ଚଳଚ୍ଚିତ୍ରଟି ଉପନ୍ୟାସ ଉପରେ ପର୍ଯ୍ୟବେସିତ ହୋଇଥିଲେ ମଧ୍ୟ ଉଭୟରେ କିଛି ଭିନ୍ନତା ଥିଲା । ଉପନ୍ୟାସରେ ବରଜୁ ମୁଖ୍ୟ ଚରିତ୍ରରେ ଥିବା ସମୟରେ ଚଳଚ୍ଚିତ୍ରରେ ଛକଡ଼ିକୁ ବେଶି ଗୁରୁତ୍ୱ ମିଳିଥିଲା । ଉପନ୍ୟାସଟି ୧୯୩୨ ମସିହାରେ ଲେଖାଯାଇଥିବାରୁ, ଏଥିରେ [[ଦ୍ୱିତୀୟ ବିଶ୍ୱଯୁଦ୍ଧ]] କଥା ଆଦୌ ନଥିଲା । କିନ୍ତୁ ଚଳଚ୍ଚିତ୍ରରେ ବରଜୁ ଓ ଛକଡ଼ିଙ୍କ ମଧ୍ୟରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଯୋଗୁଁ ବିବାଦ ହୋଇଥିବା ଦର୍ଶାଯାଇଥିଲା । ଉପନ୍ୟାସରେ ଗାନ୍ଧୀବାଦ ଚେତନା ଦେଖା ଦେଇଥିବା ବେଳେ, ଚଳଚ୍ଚିତ୍ରରେ ସେହି ସ୍ଥାନ ନେଇଥିଲା ମାର୍କ୍ସବାଦ । ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବା ପରେ, କାଳିନ୍ଦୀ ଚରଣ ପାଣିଗ୍ରାହୀ ପ୍ରତିବାଦ କରିଥିଲେ । ପ୍ରଯୋଜକ ବାବୁଲାଲ ଦୋଶୀ, ମୃଣାଳଙ୍କୁ ଚଳଚ୍ଚିତ୍ରରେ ସେହି ପରିବର୍ତ୍ତନ ଆଣିବାକୁ କହିଥିଲେ, କିନ୍ତୁ ମୃଣାଳ କୌଣସି ପରିବର୍ତ୍ତନ କରିବାକୁ ମନା କରିଥିଲେ ଚଳଚ୍ଚିତ୍ରରେ କୌଣସି ପରିବର୍ତ୍ତନ ଆସିଲେ, ମୃଣାଳ ନିଜ ନାମ ସେଥିରୁ ହଟେଇ ଦେବାକୁ କହିଥିଲେ । ଚଳଚ୍ଚିତ୍ରଟି ପରିବର୍ତ୍ତିତ ହୋଇ, ଦ୍ୱିତୀୟ ଥର ମୁକ୍ତିଲାଭ କରିଥିଲା ଓ ଏଥିରେ ମୃଣାଳଙ୍କ ନାମକୁ ହଟେଇ ଦିଆଯାଇଥିଲା ।<ref>{{cite news |title=ମନେ ରଖିବ ଓଡ଼ିଆ ସିନେମା |url=http://sambadepaper.com/Details.aspx?id=545495&boxid=31630437 |accessdate=31 December 2018 |issue=ସମ୍ବାଦ ୩୧/୧୨/୨୦୧୮ ଭୁବନେଶ୍ୱର ସଂସ୍କରଣ ପୃଷ୍ଠା ୪}}</ref>
 
== ଆଧାର ==
୪,୯୦୮

ଗୋଟି ସମ୍ପାଦନା