"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୩୨ କ ଧାଡ଼ି:
'''ଗୋପବନ୍ଧୁ ଦାସ''' (୧୮୭୭–୧୯୨୮) ଉତ୍କଳମଣି (ଓଡ଼ିଶାର ମଣି) ନାମରେ ଖ୍ୟାତ । [[ଓଡ଼ିଶା]]ର ଜଣେ ସ୍ୱାଧିନତା ସଂଗ୍ରାମୀ, କବି, ଲେଖକ ଓ ଦୈନିକ ଖବର କାଗଜ [[ସମାଜ (ଖବରକାଗଜ)|ସମାଜ]] ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ।<ref>http://thesamaja.com/home.php</ref>
 
== ପିଲା ବେଳପିଲାବେଳ ଓ ଛାତ୍ରାବସ୍ଥା ==
ଗୋପବନ୍ଧୁ, ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ [[ପୁରୀ ଜିଲ୍ଲା]]ର [[ସୁଆଣ୍ଡୋ]] ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ମାତାଙ୍କ ମୃତ୍ୟୁ ପରେ, ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର [[ରାମଚନ୍ଦ୍ର ଦାସ]]ଙ୍କ ସହିତ ପରିଚୟ ହେଲା, ଯାହଙ୍କ ଠାରୁ ପରେ ସେ ଦେଶ ସେବାର ଶିକ୍ଷା ପାଇଲେ । ଗୋପବନ୍ଧୁଙ୍କଦ୍ୱାରା ହିଁ [[ପୁରୀ]]ରେ ସେତେବେଳେ, ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ [[ପୁରୀ ସେବା ସମିତି]] ପ୍ରତିଷ୍ଠା କରାଯାଇଥିଲା । ପୁରୀ ସେବା ସମିତି ଗଠନ କରି, ସେ ଆପଣା ଜୀବନକୁ ବିପନ୍ନ କରି
ସାଥୀମାନଙ୍କ ସହ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମରେ ଲାଗିପଡ଼ିଥିଲେ