"ଓଡ଼ିଆ ଭାଗବତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ଟିକେ Regular Character Changes
୪୩ କ ଧାଡ଼ି:
'''ଶ୍ରୀକୃଷ୍ଣାଖ୍ୟଂ ପରଂଧାମ ଜଗଦ୍ଧାମ ନମାମ ତତ୍''' || ୨ ||
 
ଭାବାର୍ଥ:- ବିଶ୍ୱର ସର୍ଗ, ବିସର୍ଗ ଆଦି ନବଲକ୍ଷଣ (ସର୍ଗ, ବିସର୍ଗ, ସ୍ଥାନ, ପୋଷଣ, ଉତି, ମନ୍ୱନ୍ତର, ଈଶାନୁକଥା, ନିରୋଧ ଓ ମୁକ୍ତି) ଦ୍ୱାରା ଲକ୍ଷିତ, ସମଗ୍ର ଜଗତର ପରମ ଆଶ୍ରୟ ତଥା ବିଶ୍ୱର ଅନ୍ଧକାର ବିନାଶକାରୀ ପରମ ତେଜୋମୟ ଶ୍ରୀକୃଷ୍ଣଙ୍କ ସାକ୍ଷାତ୍ ସ୍ୱରୂପ ଶ୍ରୀମଦଭାଗବତକୁ ଆମ୍ଭେମାନେ ନମସ୍କାର କରୁଛୁ ।
 
'''ମାଧବୋମାଧବାବୀଶୌ ସର୍ବସିଦ୍ଧି ବିଧାୟିନୌ''' ।
୬୫ କ ଧାଡ଼ି:
'''ଯସ୍ୟାନ୍ତଂ ନ ବିଦୁଃ ସୁରାସୁରଗଣା ଦେବାୟ ତସ୍ମୈ ନମଃ''' || ୫ ||
 
ଯାହାଙ୍କୁ ବ୍ରହ୍ମା, ବରୁଣ, ଇନ୍ଦ୍ର, ରୁଦ୍ର, ମରୁତ ପ୍ରଭୃତି ଦିବ୍ୟ ସ୍ତୋତ୍ର ଦ୍ୱାରାସ୍ତୋତ୍ରଦ୍ୱାରା ସ୍ତୁତି କରନ୍ତି; ଯାହାଙ୍କ ମହିମା ସାମବେଦ ଗାୟନକାରୀମାନେ ପଦକ୍ରମାନୁସାରେ ବେଦ ଉପନିଷଦ ପ୍ରଭୃତି ଦ୍ୱାରାପ୍ରଭୃତିଦ୍ୱାରା ଗାନ କରନ୍ତି; ଧ୍ୟାନାଭିଭୂତ ମନ ମଧ୍ୟରେ ଯୋଗୀମାନେ ଯାହାଙ୍କୁ ଦର୍ଶନ କରନ୍ତି ଏବଂ ଦେବ ଦାନବଗଣ ଯାହାଙ୍କର ଅନ୍ତ ପାଇ ପାରନ୍ତି ନାହିଁ, ସେହି ଦେବଙ୍କୁ ମୁଁ ନମସ୍କାର କରୁଛି ।
 
'''ନାରାୟଣଂ ନମସ୍କୃତ୍ଂୟ ନରଂ ଚୈବ ନରୋତ୍ତମମ୍''' ।