"ବ୍ୟାଡ଼ମିଣ୍ଟନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ଟିକେ Regular Character Changes
୧୪ କ ଧାଡ଼ି:
| olympic = 1992{{snds}}present
}}
'''{{PAGENAME}}''' ଏକ [[ରେକେଟ]] ଖେଳ । ଏହି ଖେଳକୁ ଏକ ଜାଲି ଉପରେ ରେକେଟ ଦ୍ୱାରାରେକେଟଦ୍ୱାରା [[ପରଯୁକ୍ତ କକ୍]]‌କୁ ମାରି ଖେଳାଯାଏ । ଏହି ଖେଳର ନିୟମ ହେଉଛି ସିଙ୍ଗଲସ୍ (ଗୋଟିଏ ଦଳ ପ୍ରତି ଗୋଟିଏ ଖେଳାଳୀ) ଓ ଡବଲସ୍ (ଗୋଟିଏ ଦଳ ପ୍ରତି ଦୁଇଟି ଖେଳାଳୀ) । ଏହି ଖେଳ ସାଧାରଣତଃ ଘର ବାହାରେ ଖେଳାଯାଏ । ନିୟମ ଅନୁଯାୟୀ ଏହି ଖେଳ ଏକ ୟାର୍ଡ଼ ଆୟତାକର କ୍ଷେତ୍ରରେ ଖେଳାଯାଏ । ପରଯୁକ୍ତ କକ୍‌କୁ ରେକେଟରେ ମାରି ବିପରୀତ ଦଳ ପଟେ ଜମିରେ ଏବଂ ନିର୍ଦ୍ଧାରିତ ସୀମା ରେଖା ମଧ୍ୟରେ ପକାଇ ପାରିଲେ ଏକ ପଏଣ୍ଟ ହିସାବ କରାଯାଏ ।
 
ପ୍ରତ୍ୟେକ ଦଳ ଜାଲି ଉପରେ ବିପରୀତ ଦଳକୁ କକ୍ ପଠେଇବା ପୂର୍ବରୁ କେବଳ ଥରେ ମାତ୍ର ରେକେଟରେ ତାକୁ ମାରି ପାରିବେ । ଯେତେବେଳେ କକ୍ଟି ଭୁଇଁରେ ପଡ଼େ ନିର୍ଣ୍ଣେତା ,ସର୍ଭିସ୍ ବିଚାରକଙ୍କଦ୍ୱାରା ଭୁଲ୍ ନିଷ୍ପତି ଶୁଣାଯାଏ କିମ୍ବା ବିପରୀତ ଦଳ ଅନୁପସ୍ଥିତ ଥା'ନ୍ତି, ସେତେବେଳେ ଖେଳକୁ ସ୍ଥଗିତ ରଖାଯାଏ ।