"ପଞ୍ଜୁରୀ ଭିତରେ ଶାରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୨୭ କ ଧାଡ଼ି:
 
'''ପଞ୍ଜୁରୀ ଭିତରେ ଶାରୀ''', ୧୯୯୨ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ରବି ସ୍ୱାଇଁ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ଗୋପାଳ ଦେ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅବତାର ସିଂହ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
 
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବିଜୟ ମହାନ୍ତି, ତନ୍ଦ୍ରା ରାୟ, ମିହିର ଦାସ ଓ ଅପରାଜିତା ମହାନ୍ତି । ହର ପଟ୍ଟନାୟକ, ଦେବୁ ବୋଷ, ଜୟୀରାମ ସାମଲ, କୁନି ମିଶ୍ର, କାନ୍ତ ସିଂହ, ଜୟୀରାମ ସାମଲ, ଗୀତା ଦତ୍ତ, ବ୍ୟୋମକେଶ ତ୍ରିପାଠୀ, ବ୍ରଜ ସିଂହ, ସଞ୍ଜୟ ନାୟକ, ଲିପ୍ସା, ନମ୍ରତା ଦାସ, କ୍ରିଷ୍ଣା ଦାସ, ବୈରାଗୀ ମହାନ୍ତି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
 
==ଅଭିନୟ==
* ବିଜୟ ମହାନ୍ତି
* ତନ୍ଦ୍ରା ରାୟ
* ମିହିର ଦାସ
* ଅପରାଜିତା ମହାନ୍ତି
* ହର ପଟ୍ଟନାୟକ
* ଦେବୁ ବୋଷ
* ଜୟୀରାମ ସାମଲ
* କୁନି ମିଶ୍ର
* କାନ୍ତ ସିଂହ
* ଜୟୀରାମ ସାମଲ
* ଗୀତା ଦତ୍ତ
* ବ୍ୟୋମକେଶ ତ୍ରିପାଠୀ
* ବ୍ରଜ ସିଂହ
* ସଞ୍ଜୟ ନାୟକ
* ଲିପ୍ସା
* ନମ୍ରତା ଦାସ
* କ୍ରିଷ୍ଣା ଦାସ
* ବୈରାଗୀ ମହାନ୍ତି
 
==କାହାଣୀ==
 
==ଗୀତ ଏବଂ ସଙ୍ଗୀତ==
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ଅଲେଖ ବିଶ୍ୱାଳ, ସତ୍ୟ ମହାନ୍ତି, ସ୍ୱରୂପ ନାୟକ, ଶ୍ରୀକାନ୍ତ ପରିଡ଼ା ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ତୃପ୍ତି ଦାସ, ଶ୍ରୀକାନ୍ତ ଦାସ, ଗୀତା ଦାଶ, ଦୀପ୍ତି ମହାନ୍ତି, ଦେବାଶିଷ ମହାପାତ୍ର, ମହମ୍ମଦ ସାଜିଦ୍ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରରେ କଣ୍ଠଦାନ କରିଥିଲେ ।
 
===ଗୀତ===