"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୩୬ କ ଧାଡ଼ି:
 
== ଜୀବନୀ ==
ଗୌତମ ବୁଦ୍ଧ [[ବୌଦ୍ଧ ଧର୍ମ]]ର ପ୍ରତିଷ୍ଠା କରିଥିଲେ ।<ref>http://webspace.ship.edu/cgboer/buddhaintro.html</ref> ସେ ଖ୍ରୀ. ପୂ ୫୬୭ (ମତାନ୍ତର)ରେ ହିମାଳୟର ପାଦଦେଶରେ ଅବସ୍ଥିତ କପିଳବାସ୍ତୁ ନିକଟବର୍ତ୍ତୀ [[ଲୁମ୍ବିନୀ]] ଉପବନରେ ଜନ୍ମ ଗ୍ରହଣ କରିଥିଲେ । କପିଳାବାସ୍ତୁ ଶାକ୍ୟବଂଶୀୟ କ୍ଷତ୍ରିୟମାନଙ୍କର ଏକ କ୍ଷୁଦ୍ର ରାଜ୍ୟ ଥିଲା । ଗୌତମଙ୍କର ପିତା ଶୁଦ୍ଧୋଦନ ଏହି ଶାକ୍ୟ ଗଣତନ୍ତ୍ରର ରାଜା ଥିଲେ ।<ref>http://www.buddhanet.net/e-learning/buddhistworld/buddha.htm</ref> ତାଙ୍କର ମାତାଙ୍କ ନାମ ଥିଲା ମାୟାଦେବୀ । ଜନ୍ମ ଲାଭ କରିବାର ଏକ ସପ୍ତାହ ପରେ ତାଙ୍କର ମାତା ମାୟାଦେବୀଙ୍କର ମୃତ୍ୟୁ ହେବାରୁ ବିମାତା ଗୌତମୀଙ୍କଦ୍ୱାରା ସେ ପରିପାଳିତ ହୋଇଥିଲେ । <ref>http://buddhism.about.com/od/lifeofthebuddha/a/buddhalife.htm</ref> ରାଜପୁତ୍ର ହେଲେ ମଧ୍ୟ ରାଜକୀୟ ଭୋଗବିଳାସ ପ୍ରତି ତାଙ୍କର ମନ ଆଦୌ ଆକୃଷ୍ଟ ନଥିଲା । ସେ ସଂସାରବିରାଗୀ ଥିଲେ । ପୁତ୍ରର ମନ ପରିବର୍ତ୍ତନ ନିମନ୍ତେ ଶୁଦ୍ଧୋଦନ ଗୌତମଙ୍କୁ ଗୋପାନାମ୍ନୀ ଏକ ସୁନ୍ଦରୀ ରାଜକନ୍ୟାଙ୍କ ସହିତ ବିବାହ କରାଇଥିଲେ । ବିବାହ ପରେ ଗୌତମଙ୍କର ଏକ ପୁତ୍ର ସନ୍ତାନ ଜାତ ହୋଇଥିଲା । ଏସବୁ ସତ୍ତ୍ୱେ ଗୌତମଙ୍କର ମନ ପରିବର୍ତ୍ତନ ହୋଇନଥିଲା । <ref>http://www.thewildrose.net/the_buddha.html</ref>
 
== କିମ୍ବଦନ୍ତୀ ==