"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୩୭ କ ଧାଡ଼ି:
<!-- ତଳ‌ଲିଖିତ ଲେଖା "ବିଧାନ ସଭା" ପ୍ରସଙ୍ଗରେ ଲେଖାଯିବ->
ପ୍ରତି ରାଜ୍ୟରେ ଗୋଟିଏ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କଦ୍ୱାରା ଲୋକ-ପ୍ରତିନିଧୀ ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭାର ସଦସ୍ୟ ସଂଖ୍ୟା ସର୍ବାଧିକ ୫୬୦୦ ଓ ସର୍ବନିମ୍ନ ୬୦ ଅଟେ ।-->
=SambhusunaSambhu= ସଦସ୍ୟ ନିର୍ବାଚନ ବ୍ୟବସ୍ଥା ==
ରାଜ୍ୟ ବିଧାନ ସଭାର ସଦସ୍ୟମାନେ ଭୋଟରମାନଙ୍କଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ । [[ଭାରତ]]ର ନିର୍ବାଚନ ଆୟୋଗ ଏହି ନିର୍ବାଚନ କରାନ୍ତି । ସାଧାରଣତଃ ପ୍ରତି ପାଞ୍ଚ ବର୍ଷରେ ଥରେ ବା ଆବଶ୍ୟକ ସ୍ଥଳେ, ପାଞ୍ଚ ବର୍ଷ ପୂରନ ହେବା ପୂର୍ବରୁ ବିଧାନ ସଭା ଭଙ୍ଗ କରାଯାଇ ଯଥାଶିଘ୍ର (୬ ମାସ ମଧ୍ୟରେ) ନିର୍ବାଚନ କରାଯାଇ ନୂତନ ବିଧାନ ସଭା ଗଠନ କରାଯାଏ ।