"ଢଗ ଢମାଳି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୩ କ ଧାଡ଼ି:
== ଇତିହାସ ==
ଓଡ଼ିଆ ସମାଜିକ ଚାଲିଚଲଣିରେ ଆକ୍ଷେପ, ଉପଦେଶ, ମନ୍ତବ୍ୟ ପାଇଁ ମୁଖ ନିସୃତ ଲୋକ କଥା ଯାହା ଋଢୀ, ପଦ, କବ୍ୟାଂଶ, ଲୋକ [[ଗୀତ]]ର ଅଂଶ ବିଶେଷ ଅଟେ ଏବଂ ଗଦ୍ୟ କିମ୍ବା ପଦ୍ୟ ଭାବେ ପ୍ରକାଶ ହୋଇଥାଏ । ଲୋକକଥା, ଢଗ ଢମାଳି ତଥା ଋଢୀ ପ୍ରୟୋଗର ବ୍ୟାବହାରିକ, ସାମାଜିକ, ସାଂସ୍କୃତିକ ତଥା ଭାଷାଗତ ମୂଲ୍ୟ କିଛି କମ୍‌ ନୁହେଁ । ମାନବ ସମାଜରେ ଭାବର ଏହି ବ୍ୟଙ୍ଗାତ୍ମକ ପରିପ୍ରକାଶରେ ସାଂସ୍କୃତିକ, ପୌରାଣିକ ତଥା ସାମାଜିକ ପରମ୍ପରାର ଝଲକ ଦେଖିବାକୁ ମିଳେ । ଆମ ଦୈନନ୍ଦିନ ଜୀବନର ନିତିଦିନିଆ ଘଟଣାକୁ ଏକ ରଚନାତ୍ମକ ତଥା ବ୍ୟଙ୍ଗାତ୍ମକ ଭଙ୍ଗୀରେ ପ୍ରକାଶ କରିବାର ଏହି ଅଭିନବ ଶୈଳୀ ଆମ ସାହିତ୍ୟକୁ ଋଦ୍ଧିମନ୍ତ କରିଛି । ସାଧାରଣତଃ ଢଗ ଢମାଳିକୁ ସାତୋଟି ବିଚାରଧାରାରେ ଉଲ୍ଲିଖିତ କରାଯାଇପାରେ । ଯଥା: ବ୍ୟକ୍ତିଗତ, ସାହିତ୍ୟିକ, ବ୍ୟାବହାରିକ, ଧାର୍ମିକ, ସାଂସ୍କୃତିକ, ଔପଚାରିକ ଏବଂ ସଜ୍ଞାନାତ୍ମକ ।<ref name=indianfolklore></ref> ଅନ୍ୟ ଭାଷା ଭଳି [[ଓଡ଼ିଆ]] ଭାଷାରେ ଢଗ ଢମାଳିର ସଂଖ୍ୟା କିଛି କମ୍‌ ନୁହେଁ । ତେବେ ବ୍ୟାବହାରିକ ତଥା ଶୈଳୀଗତ ଦୃଷ୍ଟିରୁ ଓଡ଼ିଆ ଢଗ ଢମାଳିଗୁଡିକୁ ନିମ୍ନମତେ ଭାଗ କରାଯାଇପାରେ:<ref name=indianfolklore>{{cite web|last=Pratap Kumar Dash|first=Dr.|title=Socio-cultural Praxis and Stylistics in Selected Odia Proverbs|url=http://www.indianfolklore.org/journals/index.php/Lok/article/download/1213/1410|accessdate=2 November 2015}}</ref>
==ଢଗମାନର ତାଲିକା==
=== ବ୍ୟାବହାରିକ ===
ଦୈନନ୍ଦିନ ଜୀବନର ଅନେକ ବ୍ୟାବହାରିକ ସତ୍ୟକୁ ଦର୍ପଣ ଭଳି ଆମକୁ ଦେଖାଇ ଆମର ଭବିଷ୍ୟତ ପାଇଁ ଏକ ମାର୍ଗ ଦର୍ଶନ କରୁଥିବା କିଛି ଢଗ ଏହି ଶ୍ରେଣୀର ଅନ୍ତର୍ଗତ ।
"https://or.wikipedia.org/wiki/ଢଗ_ଢମାଳି"ରୁ ଅଣାଯାଇଅଛି