"ଉଦ୍ଭିଦ ବିଜ୍ଞାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୧ କ ଧାଡ଼ି:
{{ତିଆରି ଚାଲିଛି}}
[[ଫାଇଲ:Cycas rumphii BotGard1105MalePlantWithCone12.JPG|thumb|297x297_ପିକସେଲ|''ନଗ୍ନବୀଜୀ'' ''Cycas rumphii''|alt=]]
[[ବିଜ୍ଞାନ|ବିଜ୍ଞାନର]] ଯେଉଁ ବିଭାଗରେ [[ଉଦ୍ଭିଦ]] ତଥା ସେମାନଙ୍କ ବିଶେଷତ୍ୱ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ '''ଉଦ୍ଭିଦବିଜ୍ଞାନ''' କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ବୈଜ୍ଞାନିକ ମାନଙ୍କୁ '''ଉଦ୍ଭିଦବି଼ଜ୍ଞାନୀ''' ବା '''ଉଦ୍ଭିଦବି଼ଜ୍ଞାନବିତ୍''' (Botanist) କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ ''botanē''ରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନୀ ମାନେ ସଧାରଣରେ ଦେଖାଯାଉଥିବା [[ଗଛ]], ଲତାଙ୍କ ବ୍ୟତୀତ [[ଶୈବାଳ]] ଓ [[ଫିମ୍ପି]] ଙ୍କୁ ମଧ୍ୟ ଅଧ୍ୟୟନ କରିଥାନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୧,୦୬୪,୦୩୫ଟି ଉଦ୍ଭିଦ ପ୍ରଜାତି ଆବିଷ୍କାର କରାଯାଇଅଛି। ଏଥିମଧ୍ୟରୁ ୩୫୦,୬୯୯ଟି ପ୍ରଜାତିକୁ ପ୍ରକୃତ [[ପ୍ରଜାତି]]<nowiki/>ର ମାନ୍ୟତା ଦିଆଯାଇଛି।<ref>{{Cite web|url=http://www.theplantlist.org/|title=The Plant List|last=|first=|date=|website=|archive-url=|archive-date=|dead-url=|access-date=November 22, 2018}}</ref>