"ଧନେଶ୍ୱର ସାହୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Jnanabot ପୃଷ୍ଠାଟିକୁ ଧନେଶ୍ବର ସାହୁରୁ ଧନେଶ୍ୱର ସାହୁକୁ ଘୁଞ୍ଚାଇଲେ: Bot: Moved page
୩୮ କ ଧାଡ଼ି:
ପ୍ରଫେସର<ref>{{cite web|url=http://www.thehindu.com/todays-paper/tp-national/tp-tamilnadu/need-to-eradicate-caste-system/article5528630.ece|title=Need to eradicate caste system|work=The Hindu|accessdate=27 July 2016}}</ref>'''ଧନେଶ୍ୱର ସାହୁ''' (ଜନ୍ମ ୩୦ ସେପ୍ଟେମ୍ବର ୧୯୪୯) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ହେତୁବାଦୀ ଚିନ୍ତକ, ଶିକ୍ଷାବିତ ଓ ଲେଖକ ୤ ସେ ଢେଙ୍କାନାଳ ଜିଲ୍ଲାର ଭୁବନଗ୍ରାମରେ ଜନ୍ମଗ୍ରହଣ କରିଥିଲେ୤ ଭୁବନ ଉଚ୍ଚବିଦ୍ୟାଳୟରୁ ଶିକ୍ଷା ସମାପ୍ତ କରିବା ପରେ [[ରେଭେନ୍ସା ମହାବିଦ୍ୟାଳୟ]]ରୁ ୧୯୭୧ ମସିହାରେ ଦର୍ଶନ ସମ୍ମାନରେ ସ୍ନାତକ ଓ [[ଉତ୍କଳ ବିଶ୍ୱବିଦ୍ୟାଳୟ]]ରୁ ୧୯୭୩ ମସିହାରେ ଦର୍ଶନରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ୤ ସମସ୍ତ ପରୀକ୍ଷାରେ ପ୍ରଥମ ଶ୍ରେଣୀରେ ପ୍ରଥମ ଓ ସ୍ନାତକୋତ୍ତର ଶ୍ରେଣୀରେ ପ୍ରଥମ ଶ୍ରେଣୀରେ ପ୍ରଥମ ହୋଇ ବିଶ୍ୱବିଦ୍ୟାଳୟ ସ୍ୱର୍ଣ୍ଣପଦକ ଲାଭ କରିଥିଲେ ୤ ୧୯୭୪ରେ ସରକାରୀ ମହାବିଦ୍ୟାଳୟରେ ଅଧ୍ୟାପନା ଆରମ୍ଭ କରି ୨୦୦୭ରେ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଭାଗୀୟ ମୁଖ୍ୟ ଭାବେ ଅବସର ଗ୍ରହଣ କରିଛନ୍ତି ୤
 
ସଂସ୍କୃତି ଓ ସର୍ବୋଦୟ ପୁସ୍ତକ ନିମନ୍ତେ ସେ ୨୦୧୦ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ୤<ref>{{cite web|title=ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ|url=http://odishasahityaakademi.org/sahitya-award12.php|publisher=ଓଡ଼ିଶା ସାହିତ୍ୟ ଏକାଡେମୀ|accessdate=27 July 2016}}</ref> ୨୦୧୪ରେ ପ୍ରଥମ ଓଡ଼ିଆ ଭାବେ ପେରିୟାର ଇଣ୍ଟରନ୍ୟାସନାଲଦ୍ୱାରା ‘ଡ. କେ ବୀରମଣି ଆୱାର୍ଡ ଫର ସୋସିଆଲ ଜଷ୍ଟିସ’ ସମ୍ମାନ ପାଇଥିଲେ୤<ref>{{cite web|url=http://periyarinternational.com/awardees-2014.html|title=Awardee - Veeramani - Periyar International|publisher=|accessdate=27 July 2016}}</ref>
==ରଚନାବଳୀ==
* ଗୋରାଙ୍କ ଦୃଷ୍ଟିରେ ଗାନ୍ଧୀ ଓ ନିରୀଶ୍ୱରବାଦ, (ଅନୁବାଦ), ୧୯୯୬
Line ୫୫ ⟶ ୫୪:
* ବିନୋଦ କାନୁନଗୋ, ୨୦୧୬
* ଜୀବନର ମୂଲ୍ୟ ଓ ହେତୁବାଦ, ୨୦୧୬
==ପୁରସ୍କାର ଓ ସମ୍ମାନ==
ସଂସ୍କୃତି ଓ ସର୍ବୋଦୟ ପୁସ୍ତକ ନିମନ୍ତେ ସେ ୨୦୧୦ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ୤<ref>{{cite web|title=ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ|url=http://odishasahityaakademi.org/sahitya-award12.php|publisher=ଓଡ଼ିଶା ସାହିତ୍ୟ ଏକାଡେମୀ|accessdate=27 July 2016}}</ref> ୨୦୧୪ରେ ପ୍ରଥମ ଓଡ଼ିଆ ଭାବେ ପେରିୟାର ଇଣ୍ଟରନ୍ୟାସନାଲଦ୍ୱାରା ‘ଡ. କେ ବୀରମଣି ଆୱାର୍ଡ ଫର ସୋସିଆଲ ଜଷ୍ଟିସ’ ସମ୍ମାନ ପାଇଥିଲେ୤<ref>{{cite web|url=http://periyarinternational.com/awardees-2014.html|title=Awardee - Veeramani - Periyar International|publisher=|accessdate=27 July 2016}}</ref>
 
==ଆଧାର==
{{ଆଧାର}}
{{ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ପ୍ରବନ୍ଧ ଓ ସମାଲୋଚନା)}}
{{Authority control}}
[[ଶ୍ରେଣୀ:୧୯୪୯ ଜନ୍ମ]]
Line ୬୨ ⟶ ୬୫:
[[ଶ୍ରେଣୀ:ଢେଙ୍କାନାଳ ଜିଲ୍ଲାର ଲୋକ]]
[[ଶ୍ରେଣୀ:ଓଡ଼ିଆ ସାହିତ୍ୟିକ]]
[[ଶ୍ରେଣୀ:ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ]]