"ନୀଳକଣ୍ଠ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ 2409:4062:2112:7430:DD24:E678:4B12:32A7 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Jnanabotଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
୩୧ କ ଧାଡ଼ି:
 
== ଶିକ୍ଷା ଓ ଜୀବନ ==
ପଣ୍ଡିତ ନୀଳକଣ୍ଠ ଦାସ ଜଣେ ମେଧାବୀ ଛାତ୍ର ଥିଲେ । ଭର୍ଣ୍ଣାକୁଲାର ପରୀକ୍ଷାଠାରୁ ଆରମ୍ଭ କରି ରେଭେନ୍ସା କଲେଜର ବି.ଏ. ପରୀକ୍ଷା ପର୍ଯ୍ୟନ୍ତ ସେ ଓଡ଼ିଶାରେ ପ୍ରଥମ ହୋଇଆସିଥିଲେ ।ଦର୍ଶନ ଶାସ୍ତ୍ର ଓ ରସାୟନ ବିଜ୍ଞାନ ବିଷୟକୁ ନେଇ ବି॰ଏ॰ ପରୀକ୍ଷାରେ ଉତ୍ତିର୍ଣ ହୋଇଥିଲେ । ପରେ ମାସିକ ବୃତ୍ତି ପାଇ ନୀଳକଣ୍ଠ [[ଦର୍ଶନ ଶାସ୍ତ୍ର]] [[କଲିକତା ବିଶ୍ୱବିଦ୍ୟାଳୟ]]ରୁ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ସେତେବେଳେ ତାହାର ମାନ ଖୁବ ଅଧିକ ଥିବାରୁ ତାଙ୍କୁ ଫିରିଙ୍ଗି ସରକାରଙ୍କ ଅଧିନରେ ଅନେକ ଉଚ୍ଚ ବେତନଯୁକ୍ତ ଚାକିରି ମିଳିଥିଲା,କିନ୍ତୁ ପଣ୍ଡିତ ଗୋପବନ୍ଧୁ ,ଆଚାର୍ଯ ହରିହର ଓ ପଣ୍ଡିତ ନୀଳକଣ୍ଠ ଭାର୍ଗବୀ ନଈରେ ବଢିପାଣିରେ ହଇଜାରେ ମରି ଭାସି ଯାଉଥିବା ଶବଗୁଡିକୁ ଦେଖି ଶପଥ ନେଇଥିଲେ ,' ସରକାରୀ ଚାକିରି କରିବା ନାହିଁ,ଏଇଲେ ଦେଶକୁ ଯେମିତି ଦେଖୁଛେ ମଲା ବେଳକୁ ଆହୁରି ଭଲ ଦେଖି ମରିବା ।' ଅନଗ୍ରସର , ମୂକ ଓଡ଼ିଆ ଜାତିର ପାଟିରେ ଭାଷା ଦେବା ପାଇଁ ସତ୍ୟବାଦୀ ବନବିଦ୍ୟାଳୟ 190୯ ପ୍ରତିଷ୍ଠା ହେଲା ଓ ମାସିକ ୩୦ଟଙ୍କା ବେତନରେ [[ସତ୍ୟବାଦୀ ବନ ବିଦ୍ୟାଳୟ]]ର ପ୍ରଧାନ ଶିକ୍ଷକ ଭାବରେ କାମ ଆରମ୍ଭ କରିଥିଲେ xkdjxhbzkzbxkjff।<ref>{{cite web |url= http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_ |title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu |work=academia.edu |year=2012 |quote=Nilakantha Das (1884-1967) joined the school in October1911 after completion of postgraduation in philosophy |accessdate=20 June 2012}}</ref>
।<ref>{{cite web |url= http://independent.academia.edu/KrishanShri/Papers/623017/An_experiment_in_nationalist_education_Satyavadi_school_in_Orissa_1909-1926_ |title=An experiment in nationalist education: Satyavadi school in Orissa(1909-1926) (Krishan Shri) - Academia.edu |work=academia.edu |year=2012 |quote=Nilakantha Das (1884-1967) joined the school in October1911 after completion of postgraduation in philosophy |accessdate=20 June 2012}}</ref>
 
== ରଚନାବଳୀ ==