"ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ ଶୁଦ୍ଧି
ଟିକେ Regular Character Changes
୩୪ କ ଧାଡ଼ି:
ଯଦି ଆମେ ଗୋଟିଏ ପ୍ରକାରର ଘଟଣାକୁ ବିଚାରକୁ ନେବା ଯେପରି ଜଣେ ପ୍ରତିନିଧି ଯେତେବେଳେ ନିଜର କାମ ଆରମ୍ଭ କରେ, ଏହା ଭାବେ କି ଦୁନିଆରେ କେବଳ ତାହାର କ୍ରିୟାହିଁ ପାର୍ଶ୍ୱ ପରିସ୍ଥିତିକୁ ପ୍ରଭାବିତ କରିବ। ମାତ୍ର ଯଦି ଏଭଳି ନହୁଏ (ଯାହାକି ପ୍ରାୟ ଅଧିକାଂଶ କ୍ଷେତ୍ରରେ ହୋଇଥାଏ ) ତେବେ ଅନିଶ୍ଚିତତାକୁ ଦୃଷ୍ଟିରେ ରଖି ପ୍ରତିନିଧିଟିକୁ କାମ କରିବାକୁ ପଡ଼ିଥାଏ । ବହୁଗୁଡ଼ିଏ ପ୍ରତିନିଧି ମିଶି ମଧ୍ୟ ଗୋଟିଏ ଲକ୍ଷରେ ପହଂଚିବା ନିମିତ୍ତ କାମ କରିପାରନ୍ତି।
 
=== ଶିକ୍ଷ୍ୟାଶିକ୍ଷା ===
[[ମେସିନ ଲର୍ଣିଂ]] ବା ଯନ୍ତ୍ର ଶିକ୍ଷ୍ୟାଶିକ୍ଷା ହେଉଛି କୁତ୍ରିମ ବୁଦ୍ଧିମତ୍ତାର ଏକ ମୁଖ୍ୟ ସ୍ତମ୍ଭ। କମ୍ପ୍ୟୁଟରର ଆଲଗୋରିଦମ କିମ୍ବା ପ୍ରଣାଳୀଦ୍ୱାରା ଅଭିଜ୍ଞତାରୁ ଆପେ ଆପେ ଶିଖିବା ହେଉଛି ଏହାର ମୁଖ୍ୟ କାମ। ଯନ୍ତ୍ର ଶିକ୍ଷ୍ୟାକୁଶିକ୍ଷାକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇଛି।
 
# ସୁପରଭାଇଜ଼ଡ଼ ଲର୍ଣିଂ ବା ପର୍ଯ୍ୟାବେକ୍ଷିତ ଶିକ୍ଷ୍ୟାଶିକ୍ଷା
# ଅନସୁପରଭାଇଜ଼ଡ଼ ଲର୍ଣିଂ ବା ଅପର୍ଯ୍ୟାବେକ୍ଷିତ ଶିକ୍ଷ୍ୟାଶିକ୍ଷା ଏବଂ
# ରିଏନ୍ଫୋର୍ସମେଣ୍ଟ ଲର୍ଣିଂ ବା ସୁଦୃଢ଼ୀକରଣ ଶିକ୍ଷ୍ୟାଶିକ୍ଷା
 
== ଲକ୍ଷ୍ୟ ==