"ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ସାଧାରଣ ବନାନ ସୁଧାର
୪ କ ଧାଡ଼ି:
୧୯୪୪ ମସିହାରେ ସମ୍ବଲପୁର ସହରରେ ଏହି ମହାବିଦ୍ୟାଳୟ ସମ୍ବଲପୁର କଲେଜ ନାମରେ ପ୍ରତିଷ୍ଠିତ ହେଇ ତତ୍‌କାଳୀନ ଜିଲ୍ଲା ସ୍କୁଲରେ ଆରମ୍ଭ ହେଇଥିଲା । ପରେ କବି [[ଗଙ୍ଗାଧର ମେହେର]]ଙ୍କ ନାମାନୁସାରେ ଏହାର ନାମ ଗଙ୍ଗାଧର ମେହେର କଲେଜ ହେଲା । ଏହା ପ୍ରଥମେ ଓଡ଼ିଶାର ଏକମାତ୍ର ବିଶ୍ୱବିଦ୍ୟାଳୟ [[ଉତ୍କଳ ବିଶ୍ୱବିଦ୍ୟାଳୟ]] ସହିତ ଅନୁବନ୍ଧିତ ହେଇଥିଲା । ଉଲ୍ଲେଖ ଯୋଗ୍ୟ ଯେ ଉତ୍କଳ ବିଶ୍ୱବିଦ୍ୟାଳୟ ୧୯୪୩ ମସିହାରେ ହିଁ ସ୍ଥାପିତ ହେଇଥିଲା । ପରେ ୧୯୬୭ ମସିହାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ଥାପିତ ହେବା ପରେ ଏହା ସେହି ବିଶ୍ୱବିଦ୍ୟାଳୟ ସହ ସ୍ୱତଃଅନୁବନ୍ଧିତ ହେଲା ।
 
ମାତ୍ର ୧୯୨ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହେଇଥିବା ଏହି ସହ ଶିକ୍ଷ୍ୟାଶିକ୍ଷା ମହାବିଦ୍ୟାଳୟ ୨୦୧୫ ବେଳକୁ ଏକ ସମ୍ପୂର୍ଣ ସ୍ନାତକୋତ୍ତର ମହାବିଦ୍ୟାଳୟରେ ପରିଣତ ହେଇ ପ୍ରାୟ ୪୫୦୦ ଛାତ୍ର ଛାତ୍ରୀ ଓ ୧୯ଟି ବିଭାଗ ସହ ଚାଲିଛି । ଏଥିରେ ପାରମ୍ପରିକ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗ ସହ କମ୍ପ୍ୟୁଟର ପ୍ରୟୋଗ ବିଭାଗ, ବୟନ କଳା ବିଭାଗ, ଫଟୋଗ୍ରାଫି ଶିକ୍ଷା ବିଭାଗ ଆଦି ଆଧୁନିକ ବିଭାଗ ସବୁ ରହିଛି । ବିଭିନ୍ନ କର୍ମନିଯୁକ୍ତି ଭିତ୍ତିକ ବିଭାଗ ଯଥା Diploma in Bio-Informatics, B.B.A., M.B.A. and B.Sc. Information Science and Telecommunication ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି । 
 
== ସ୍ୱୟଂଶାସନ ମାନ୍ୟତା ==