"ଜଗନ୍ନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 2401:4900:3138:70AB:0:45:644A:E501 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Laxmikantaଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଟିକେ ସାଧାରଣ ବନାନ ସୁଧାର
୭୬ କ ଧାଡ଼ି:
{{Main|ଓଡ଼ିଆ ଭାଗବତ}}
 
ବ୍ୟାସଦେବଙ୍କ ଦ୍ୱାରାବ୍ୟାସଦେବଙ୍କଦ୍ୱାରା ରଚିତ ସଂସ୍କୃତ ଶ୍ରୀମଦ ଭାଗବତ ଓଡ଼ିଆ ଭାଷାଭାଷୀଙ୍କ ନିକଟରେ ଆଦୃତ ହୋଇପାରିନଥିଲା । ଜଗନ୍ନାଥ ଦାସଙ୍କ ପିତା ଭଗବାନ ଦାସ ବଡ଼ଦେଉଳରେ ପୁରାଣପଣ୍ଡା ଥିଲେ । ତାଙ୍କ ପରେ ଜଗନ୍ନାଥ ଦାସ ପୁରାଣପଣ୍ଡା ହେଲେ । ସେ ସଂସ୍କୃତ ଭାଗବତକୁ ସରଳ ଭାଷାରେ ବୁଝାଇ ଦେଉଥିଲେ । ଜଗନ୍ନାଥଙ୍କ ବୋଉ ଓଡ଼ିଆ ଭାଷାରେ ପଦ୍ୟରୂପରେ ଶୁଣିବା ପାଇଁ ପୁଅକୁ ନିର୍ଦ୍ଦେଶ ଦିଅନ୍ତି । ବିଧବା ମା’ ବାର୍ଦ୍ଧକ୍ୟର ପୁଣ୍ୟ ସଞ୍ଚୟ ଆଶାରେ କୃଷ୍ଣଚରିତ ଶୁଣିବାକୁ ଆଶାୟୀ ହେବାରୁ ଜଗନ୍ନାଥ ଦାସ ଜନନୀର ଅଭିଳାଷ ପୂରଣ ନିମନ୍ତେ ଅଧ୍ୟାୟେ ଅଧ୍ୟାୟେ ପଦ୍ୟାନୁବାଦ ଶୁଣାଇବାକୁ ଲାଗିଲେ । ସେହି ପଦ୍ୟାନୁବାଦ ଭାଗବତ ଗ୍ରନ୍ଥର ରୂପ ନେଲା । ଜଗନ୍ନାଥ ଦାସ ଗୋସ୍ୱାମୀ ବଟ ଗଶେଶଙ୍କ ନିକଟରେ ବସି ସଂସ୍କୃତ ଭାଗବତକୁ ଓଡ଼ିଆ ଭାଷାରେ ନବାକ୍ଷରୀ ବୃତ୍ତରେ ରଚନା କରିଥିଲେ ।<ref>ଧରିତ୍ରୀ ଛୁଟିଦିନ ୭-୧୩ଜୁନ ୨୦୧୫</ref>
=== ଅନ୍ୟାନ୍ୟ ରଚନାବଳୀ ===
ଏହା ଛଡ଼ା ସେ ସଂସ୍କୃତ ଓ ଓଡ଼ିଆ ଭାଷାରେ ଭକ୍ତି-ଗ୍ରନ୍ଥମାନ ରଚନା କରିଥିଲେ ।