"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
ଟିକେ ବନାନ ଶୁଦ୍ଧି
୧୪ କ ଧାଡ଼ି:
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ
}}
'''ପାଲା''' [[ଓଡ଼ିଶା]]ର ଏକ ପାରମ୍ପାରିକ, ପୁରାତନ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତି-ଲୋକନାଟ୍ୟ । ପାଲା ସାଧାରଣତଃ ୬ଜଣଛଅ ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ । ଜଣେ ଗାୟକ, ଜଣେ ବାୟକବାଦକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ ।
 
== ଇତିହାସ ==
[[ଓଡ଼ିଶା]]ର ଏହି ସ୍ୱତନ୍ତ୍ର କଳା ଦିନେ ଘରେ ଘରେ ପରିଚିତ ଥିଲା । ବିଶେଷ କରି [[ବାଦୀପାଲା]] ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ [[ଓଡ଼ିଆ ଭାଷା ଆନ୍ଦୋଳନ|ଓଡ଼ିଶାରେ ଭାଷା ଆନ୍ଦୋଳନ]] ଘରେ ଘରେଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।
 
== ବିଶେଷତା ==
ପାଲା [[ହିନ୍ଦୁ ଧର୍ମ|ହିନ୍ଦୁ]] ଓ [[ମୁସଲମାନ]] ଧର୍ମ ମଧ୍ୟରେ ସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ '''ସତ୍ୟପୀର ପୂଜା''' ବୋଲି ମଧ୍ୟ କୁହାଯାଏ ।
[[ଫାଇଲ:Odia pala.jpg|thumb|[[ନାଲକୋନଗର]]ଠାରେ ପାଲା ପରିବେଷଣ]]
 
==ଷୋଳ ପାଲା==
ବଙ୍ଗ ଦେଶରେ ଏ ଯୁଗରେ ରଚିତ ଏବଂ ବଙ୍ଗ ଦେଶରୁ ଓଡ଼ିଶାକୁ ଆନୀତ ଦରଖଣ୍ଡିଆ ବଙ୍ଗୋତ୍କଳ ଭାଷାରେ ବଙ୍ଗ ଭାଷାନଭିଜ୍ଞ ଓଡ଼ିଆଙ୍କଦ୍ୱରା ପୋଥି ଧରି ବୋଲାୟିବା (ପୋଥିପୂଚ୍ଛା) ଓ ନୃତ୍ୟଗୀତାଦି ସହିତ ବୋଲାୟିବା (ଠିଆପୂଜା) ପଦ୍ଯା୍ୟତ୍ମକପଦ୍ୟାତ୍ମକ ୧୬ଟି ଗଳ୍ପ ବା ପାଲା । ଆଧୁନିକ ବଙ୍ଗୀୟମାନେ ସତ୍ୟ ନାରାୟଣ ବ୍ରତର ୪ ଗୋଟି କଥା ସ୍ଥାନରେ ୧୬ ଗୋଟି କଥା ସୃଷ୍ଟି କରିଅଛନ୍ତି ସେହି ୧୬ଟି କଥା ମଧ୍ୟରୁ ଉକ୍ତ ୪ ଗୋଟି ପୁରାଣରେ ଅଛି, ୍ୟଅନ୍ୟ ୧୨ ଗୋଟି ନାହିଁ ସେମାନଙ୍କର ନାମ ନିମ୍ନରେ ଦିଆଗଲା ଏ ସବୁ କବିକର୍ଣ୍ଣଙ୍କ କପୋଳକଳ୍ପିତ ରଚନା; ଏବଂ ପୀର, କୋରାନ, ଦରିଆ, ବାଦସାହା ଆଦି କେତେକ ଫାରସୀ ଶବ୍ଦର ପ୍ରଯୋଗ ଏ ସବୁ କଥାରେ ଅଛି ଏହାଙ୍କ ଦେଖାଦେଖି ବଙ୍ଗଳାରେ ଭୃଗୁରାମ ନାମକ ଜଣେ କବି ଓ ଓଡ଼ିଶାର କେତେକ ବ୍ୟକ୍ତି ବଙ୍ଗଳା ଛାନ୍ଦରେ ମଧ୍ୟ ପାଲା ରଚନା କରିଅଛନ୍ତି ସାଧାରଣତଃ କବକର୍ଣ୍ଣଙ୍କ ସରଚିତ ନିମ୍ନଲିଖିତ ୧୬ଟି ଗଳ୍ପାତ୍ମକ ୍ୟକୁବାକ୍ୟକୁ ଷୋଳ ପାଲା ବୋଲାଯାଏ ୟଥାଯଥା:
# ଜନ୍ମପାଲା: ଏକ ବାଦାଶାହକନ୍ଯା୍ୟଙ୍କବାଦଶାହଙ୍କ ପତ୍ନୀଙ୍କ ଗର୍ଭରେ ସତ୍ୟପୀରଙ୍କର, ଅବତାର ମୃତ ବାଳକର ପୂନର୍ଜୀବନଲାଭପୁନର୍ଜନ୍ମ ଲାଭ
# ପଦ୍ନଲୋଚନ ପାଲା: ପଦ୍ମ ଲୋଚନ ନାମକ ଏକ ଅପୁତ୍ରକ ରାଜାଙ୍କର ସତ୍ୟନାରାୟଣଙ୍କ କୃପାରୁ ପୁତ୍ର: ଲାଭ
# ମର୍ଦ୍ଦଗାନି ଜନ୍ମ ପାଲା: ଅଭି୍ୟ ସୁତ ଅପୁତ୍ରକ ପରୀକ୍ଷିତ ରାଜାଙ୍କର ଫାକୀରବେଶଧାରୀଫାକୀର ବେଶଧାରୀ ସତ୍ୟପୀରଙ୍କ କୃପାରୁ ପୁତ୍ରଲାଭ
# ମର୍ଦ୍ଦଗାଜି ବିଭା ପାଲା: ଗଜେନ୍ଦ୍ର ନାମକ ରାଜାଙ୍କର ଏକ ମାତ୍ର ପୁତ୍ର ମର୍ଦ୍ଦଗାଜିର ବିଦେଶ ଗମନ ଓ ବିବାହ
# ବିଦ୍ଯା୍ୟଧର ପାଲା: ଭୈରବ ଦେଶର ନୃସିଂହ ରାଜାଙ୍କ ଗଳ୍ପ
# ମଦନସୁନ୍ଦର ପାଲା: ରତ୍ନାକର ନାମକ ରାଜାଙ୍କର ଓ ଦୁଇଟି ବଣିକ ସାନନ୍ଦ ଓ ବିନୋଦଙ୍କ ସାନ ଭାଇ ମଦନ ସୁନ୍ଦରତ ଗଳ୍ପ
# ସଦାନନ୍ଦ ସୌଦାଗର ପାଲା ବା ଧନୀ ସୌଦାଗର ପାଲା: ଉକ୍ତ ମନନ୍ଦ ସୁନ୍ଦରର ଗଳ୍ପ
# ଶ୍ୱେତ ବସନ୍ତ ପାଲା: ନୀଳଧ୍ୱଜ ରାଜାଙ୍କ ପୁତ୍ର ଶ୍ୱେତ ବସନ୍ତର ଗଳ୍ପ ବା ଫାସିଆରା ବା ମନୋହର ଫାସିଆରା ପାଲା: ଏକ ଡକାଇତଡକାୟତ ହସ୍ତରୁ ରାଜପୁତ୍ରର ପ୍ରାଣରକ୍ଷା
# ଶବ୍ଦର ଗୁଡ଼ିଆ ପାଲା: କାଞ୍ଚିନପୁର ବାସୀ ଶଙ୍କର ନାମକ ଜଣେ ନାସ୍ତିକ ଗୁଡ଼ିଆର ଓ ତାହାର ଛଅ ପୁତ୍ରଙ୍କର ଗଳ୍ପ
# ଦୁର୍ଜନସିଂହ ପାଲା ବା ଚନ୍ଦ୍ରାଜିତ୍ ପାଲା: ଅମ୍ବିକା ନଗରର ଦୁର୍ଜନ ନାମକ ନାସ୍ତିକ ରାଜାଙ୍କର ଗଳ୍ପ
# ହାରାଚାନ୍ଦ ପାଲା: ମାଣିକ ସହରର ଅପୁତ୍ରକ ରାଜା ସନାତନର ଗଳ୍ପ
# ହରି ଅର୍ଜୁନ ପାଲା: ସନାତନ ନାମକ ଜଣେ ଅପୁତ୍ରିକ ରାଜା ଓ ତାଙ୍କର ଦୁଇରାଣୀଙ୍କ ଗଳ୍ପ ମୃତ କୁମାରର ପୁନ ର୍ଜୀବନ ଲାଭ ବା ଉଗ୍ରତାରା ପାଲା
# କାଠୁରିଆ ପାଲା: ସତ୍ୟ ନାରାୟଣ ପୂଜକ ଗୋଟିଏ ଗରିବ ବ୍ରାହ୍ମଣ କୃଷ୍ଣଦାସର ପୂଜା ଦେଖି ଜଣେ କାଠୁରିଆର ଉକ୍ତବ୍ରତ ପାଳନ ଓ ବିଭବଲାଭବିଭବ ଲାଭ
# ଲକ୍ଷ୍ମଣକୁମାର ପାଲା: ବିନାଯକବିନାୟକ ଦେଶର ଶିଲପ ରାଜାଙ୍କ ଗଳ୍ପ
# ଅଭିନ୍ନମଦନ ପାଲା ବା ଚନ୍ଦ୍ରାଜିତ ପାଲା: ବୀରସିଂହ ନାମକ ଜଣେ ରାଜାଙ୍କ ଗଳ୍ପ
# ସ୍ୱର୍ଗାରୋଗଣସ୍ୱର୍ଗାରୋହଣ ପାଲା: ବରୁଣ ସହରର ରାଜା ପଦ୍ମଲୋଚନଙ୍କ ଗଳ୍ପ (ଏଥିରେ କବିକର୍ଣ୍ଣ ବିରଚିତ ୧୬ଟି ପାଲାର ନାମ ଦିଆଯାଇ ଅଛି])
 
==ସତ୍ୟନାରାୟଣ ପାଲା==
"https://or.wikipedia.org/wiki/ପାଲା"ରୁ ଅଣାଯାଇଅଛି