"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ ଶୁଦ୍ଧି
→‎ସତ୍ୟନାରାୟଣ ପାଲା: ବନାନ ଶୁଦ୍ଧି
୧୪ କ ଧାଡ଼ି:
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ
}}
'''ପାଲା''' [[ଓଡ଼ିଶା]]ର ଏକ ପାରମ୍ପାରିକ, ପୁରାତନ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତି-ଲୋକନାଟ୍ୟ । ପାଲା ସାଧାରଣତଃ ଛଅ ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ । ଜଣେ ଗାୟକ, ଜଣେ ବାୟକ/ବାଦକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ ।
 
== ଇତିହାସ ==
୪୩ କ ଧାଡ଼ି:
 
==ସତ୍ୟନାରାୟଣ ପାଲା==
ସତ୍ୟନାରାୟଣଙ୍କ ମାହାତ୍ମ୍ୟ ବର୍ଣ୍ଣନାପୂର୍ବକ ୧୬ ଗୋଟି ପାଲା ବା ଗଳ୍ପକୁ ଗୀତ ଦ୍ୱାଦ୍ୱରା ବର୍ଣ୍ଣନଦ୍ୱାରା ବର୍ଣ୍ଣିତ । ଓଡ଼ିଶାରେ ବୋଲା ଯାଉଥିବାବୋଲାଯାଉଥିବା 'ପାଲା' ମାନ 'କବିକର୍ଣ୍ଣ' ବିରଚିତ ବଙ୍ଗଳା ପାଞ୍ଚାଳ ଛନ୍ଦରେ ରଚିତ ବଙ୍ଗଳା ଗୀତର ବିକୃତି ମାତ୍ର ସଂ. ପାଳି, ଓ ପାଳି ବଂ. ପାଲା ଶବ୍ଦର ଅର୍ଥ ପର୍୍ୟଯାଯପର୍ଯ୍ୟାୟ ବା କ୍ରମ ପାଲାଶବ୍ଦପାଲା ଶବ୍ଦ ବଙ୍ଗଳା ଭାଷାରୁ ଆନୀତ ଜଣେ 'ଗାୟକ' ଗୀତ ବୋଲନ୍ତି ଓ ତାଙ୍କ ସଙ୍ଗେ ଆଉ ଜଣେ ବା୍ୟବାଜା ବଜାନ୍ତି ଓ '''କେତେ ଗୁଡ଼ିଏ ଲୋକ ପାଳି ଧରନ୍ତି ବୋଲି, ଏହାର ନାମ ପାଲା ହୋଇଅଛି''' । 'ଗାୟକ' ଗୀତ ବୋଲନ୍ତବୋଲନ୍ତି, 'ବାୟକ' ମୃଦଙ୍ଗ ବଜାନ୍ତି ଗାୟକ ଏକୁଟିଆ ଗୀତର ପ୍ରସଙ୍ଗରେ ଗଲେ ତାଙ୍କୁ ସାହାୟ୍୍ୟସାହାର୍ଯ୍ୟ କରିବାକୁ କିମ୍ବା ଗୀତର ପ୍ରସଙ୍ଗରେ କଥୋପକଥନଛଳରେଗାୟକଙ୍କୁକଥୋପକଥନ ଛଳରେ ଗାୟକଙ୍କୁ ଉତ୍ତର ଦେବାକୁ ଗାୟକଙ୍କ ସଙ୍ଗେ 'ଶିରୀ ପାଳିଆ' ବା 'ଡାହାଣ ପାଳିଆ' ବା 'ଶ୍ରୀ ପାଳିଆ' ଥାଆନ୍ତି ଗାୟକଙ୍କତଗାୟକଙ୍କ ଡାହାଣ ହାତରେ 'ମନ୍ଦିରା' ବା ଗିନି ବନ୍ଧା ହୋଇଥାଏ ଓ କାଖରେ ଚଅଁର ମୁଠାଥାଏ । ଅନେଶ୍ରୀପାଳିଆଅନ୍ୟ ଶ୍ରୀପାଳିଆ ଝାଞ୍ଜ ଧରିଥାଆନ୍ତି କିନ୍ତୁ ଗାୟକ ଗୀତ ବୋଲିବା ବେଳେ ଶ୍ରୀପାଳିଆ ଝାଞ୍ଜ ବଜାନ୍ତି ନାହିଁ ପାଳିଆମାନେ ପାଳି ଧରିବା ବେଳେ ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗେ ମୃଦଙ୍ଗ ବଜାନ୍ତି ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?p.୪0:156.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last=ପ୍ରହରାଜ |work=dsal.uchicago.edu |quote=ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି |accessdate=17 April 2013}}</ref>
 
ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାୟକଙ୍କ ବୋଲିବା ଗୀତର ପାଳି ଧରିବାକୁ 2 ଜଣ 'ପାଳିଆ' ଆଥାନ୍ତି ଗାୟକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାଇଥାନ୍ତି । ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚିଥାନ୍ତି । ପୁସ୍ତକ ସାହା୍ୟଯରେ ୟେଉଁ ପାଲା ବୋଲାଯାଏ ଓ ପୂଜା କରାଯାଏ ତାକୁ ପୋଥିପାଲା ବା ପୋଥିପୂଜା ବୋଲାଯାଏ । ପୁସ୍ତକର ବିନା ସାହା୍ୟଯରେ ଗାୟକ ଓ ନର୍ତ୍ତକମାନେ ବାଜା ବଜାଇ ଯାହାକୁ ବୋଲି ଅଭିନଯ କରନ୍ତି ତାକୁ ଠିଆପୂଜା ବା ଠିଆପାଲା ବୋଲାଯାଏ । ଏକ ଦଳ ପାଲାବାଲା ପାଲା ଅଭିନଯ କଲେ ତାକୁ 'ଗୋଟିକିଆ ପାଲା' କହନ୍ତି । ଦୁଇଦଳ ପ୍ରଦ୍ୱନ୍ଦୀ ହୋଇ ପାଲା ଅଭିନଯ କଲେ ତାକୁ 'ଜାଉଁଳି ପାଲା' ବା ' ଜାଉଳି ପୂଜା' କହନ୍ତି ଏକାଧିକ ଦଳ ପ୍ରତିଦ୍ୱନ୍ଦୀ ହୋଇ ପାଲା କଲେ ତାକୁ 'ବାଦୀ ପାଲା' ବହା 'ଲଢ଼େଇ ପାଲା' ବୋଲାଯାଏ । ପାଲା ଅଭିନୟକାରୀମାନଙ୍କ ମଧ୍ୟରେ ଜଣେ 'ଗାୟକ', ଜଣେ 'ଗାୟକ', ଜଣେ 'ଶିରପାଳିଆ' ଓ ଦୁଇ ବା ୩ ଜଣ 'ପାଳିଆ' ଥାଆନ୍ତି । କବିକର୍ଣ୍ଣଙ୍କ ରଚିତ 'ପାଲା'ମାନଙ୍କ ଭାଷା ବଙ୍ଗଳା ଓ ଉକ୍ତ ଭାଷାରେ ଫାରସୀ ଶବ୍ଦର ବହୁଳତା (ୟଥା: ବାଦସା, ଉବୀର, କାଲାମ, ମୋଲାକାତ, ସଲାମ, ହକିକତ, ଦିଲଖୋସ ଓ ହାସିଲ ୍ୟଦି ଶବ୍ଦ) ଦେଖାଯାଏ ଓ ବେଳେ ବେଳେ ଫାରସୀ ଭାଷାରେ ବାକ୍ଯ୍ୟମଧ୍ୟ ଦେଖାଯାଏ କବିକର୍ଣ୍ଣଙ୍କ ବିରଚିତ ପାଲା ବଙ୍ଗାଳା ଓ ଉର୍ଦ୍ଦୁ ଭାଷାର 'ଖେଚାଡ଼ି'; ତାହା ପୁଣି ବଙ୍ଗଳା ଅନଭିଜ୍ଞ ଓଡ଼ିଆଙ୍କ ମୁହଁରେ ବଙ୍ଗଳା, ଉର୍ଦ୍ଦୁ ଓ ଓଡ଼ିଆ ମିଶା 'ପଲାଉ' ହୁଏ ତହିଁରୁ କେତେକଗୁଡ଼ିଏ ଧାଡ଼ିର ଉଦାହରଣ ନିମ୍ନରେ ଲିଖିତ:
ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାୟକଙ୍କ ବୋଲିବା ଗୀତର ପାଳି ଧରିବାକୁ ୨ ଜଣ 'ପାଳିଆ' ଆଥାନ୍ତି । ଗାୟକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାଇଥାନ୍ତି । ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚିଥାନ୍ତି ।
 
* ପୁସ୍ତକ ସାହାର୍ଯ୍ୟରେ ଯେଉଁ ପାଲା ବୋଲାଯାଏ ଓ ପୂଜା କରାଯାଏ, ତାକୁ '''ପୋଥିପାଲା ବା ପୋଥିପୂଜା''' ବୋଲାଯାଏ ।
* ପୁସ୍ତକର ବିନା ସାହାର୍ଯ୍ୟରେ ଗାୟକ ଓ ନର୍ତ୍ତକମାନେ ବାଜା ବଜାଇ ଯାହାକୁ ବୋଲି ଅଭିନୟ କରନ୍ତି, ତାକୁ '''ଠିଆପୂଜା ବା ଠିଆପାଲା''' ବୋଲାଯାଏ ।
* ଏକ ଦଳ ପାଲାବାଲା ପାଲା ଅଭିନୟ କଲେ ତାକୁ ''''ଗୋଟିକିଆ ପାଲା'''<nowiki/>' କହନ୍ତି ।
* ଦୁଇଦଳ ପ୍ରତିଦ୍ୱନ୍ଦୀ ହୋଇ ପାଲା ଅଭିନୟ କଲେ ତାକୁ ''''ଜାଉଁଳି ପାଲା'''<nowiki/>' ବା ' ଜାଉଳି ପୂଜା' କହନ୍ତି ।
* ଏକାଧିକ ଦଳ ପ୍ରତିଦ୍ୱନ୍ଦୀ ହୋଇ ପାଲା କଲେ ତାକୁ ''''ବାଦୀ ପାଲା'''<nowiki/>' ବା 'ଲଢ଼େଇ ପାଲା' ବୋଲାଯାଏ ।
 
ପାଲା ଅଭିନୟକାରୀମାନଙ୍କ ମଧ୍ୟରେ ଜଣେ 'ଗାୟକ', ଜଣେ 'ଗାୟକ', ଜଣେ 'ଶିରପାଳିଆ' ଓ ଦୁଇ ବା ୩ ଜଣ 'ପାଳିଆ' ଥାଆନ୍ତି । କବିକର୍ଣ୍ଣଙ୍କ ରଚିତ 'ପାଲା'ମାନଙ୍କ ଭାଷା ବଙ୍ଗଳା ଓ ଉକ୍ତ ଭାଷାରେ ଫାରସୀ ଶବ୍ଦର ବହୁଳତା (ୟଥା: ବାଦସା, ଉବୀର, କାଲାମ, ମୋଲାକାତ, ସଲାମ, ହକିକତ, ଦିଲଖୋସ ଓ ହାସିଲ ଇତ୍ୟାଦି ଶବ୍ଦ) ଦେଖାଯାଏ ଓ ବେଳେ ବେଳେ ଫାରସୀ ଭାଷାରେ ବାକ୍ୟ ମଧ୍ୟ ଦେଖାଯାଏ । କବିକର୍ଣ୍ଣଙ୍କ ବିରଚିତ ପାଲା ବଙ୍ଗାଳା ଓ ଉର୍ଦ୍ଦୁ ଭାଷାର 'ଖେଚାଡ଼ି'; ତାହା ପୁଣି ବଙ୍ଗଳା ଅନଭିଜ୍ଞ ଓଡ଼ିଆଙ୍କ ମୁହଁରେ ବଙ୍ଗଳା, ଉର୍ଦ୍ଦୁ ଓ ଓଡ଼ିଆ ମିଶା 'ପଲାଉ' ହୁଏ ତହିଁରୁ କେତେକଗୁଡ଼ିଏ ଧାଡ଼ିର ଉଦାହରଣ ନିମ୍ନରେ ଲିଖିତ:
<poem>
ଶୁନ ସର୍ବେ ବିରାଦରେ ପୀରେର କାଲାମ୍ ନିଯତ ହାସଲ୍ ହୁଏ,
ଫତେ ହୁଏ କାମ୍ ଇଯାର୍ ପିଯାର୍ ଭାଇ ସକଲେ ଶୁନତ ୟେଉଁ ରୂପେ ଶ୍ୱେତ ବସନ୍ତ ପାଲା ହକିକତ ହରି ହରି ବୋଲ ଦିଅ ସବୁ ସଭଜନ ବିପତ୍ତି ପଡ଼ିଲେ ରଖେ ସତ୍ୟ ନାରାୟନ
ଯାର ଘରେ ହୁଏ ପୂଜା ସାହେବେର ନାମ୍ ବଢ଼ାଏ ଦୌଲତ ତାର ଫତେ କରେ କାମ ଶ୍ରୀ କବି ବର୍ଣ୍ଣେତେ ଗାଏ ନାରାୟଣରେ ପାୟ ହରି ହରି ବୋଲ ସର୍ବେ ପାଲା ହଇଲ ସାୟ </poem>ସାଧାରଣତଃ 'ପାଲା ଗୀତ' ପ୍ରତ୍ୟେକ 1୪୧୪ ଅକ୍ଷର ୟୁକ୍ତଯୁକ୍ତ ଦୁଇଟି ଧାଡ଼ିରେ ରଚିତ, କିନ୍ତୁ ମଝିରେ ମଝିରେ ଏକାଦାଣ୍ଡିଆ (monotony) ଭାଙ୍ଗିବା ପାଇଁ:
<poem>
"ରଜନୀର ଅବଶେଷେ ଗ୍ରାମର
ଭିତରେ ପଶେ ଚନ୍ଦ୍ର ହାସ ରାଜାର କୁମାର"
</poem>
୮ ଅକ୍ଷରିଆ ୨ ପାଦ ଓ ୧ ଅକ୍ଷରିଆ ଏକପାଦ ୟୁକ୍ତଯୁକ୍ତ 'ତ୍ରିପଦୀ' ଦ୍ୱଯଦ୍ୱୟ ସମ୍ବଳିତ ଗୀତ ମଧ୍ୟ ବୋଲାଯାଏ । ଗଳ୍ପର ପ୍ରସଙ୍ଗ ଓ ଅବସର କ୍ରମେ ପାଇଲାମାନେ ଏଥିରେ ଯମକ, ଅନୁପ୍ରାସ, ବ୍ୟାଘ୍ରଗତି, ମେଷ ୟୁଦ୍ଧଯୁଦ୍ଧ ଅବନା ଆଦି ଶବ୍ଦ ଅବରସ୍ ପୂର୍ଣ୍ଣ ପ୍ରାଚୀନ ସଙ୍ଗୀତ, ଚଉପଦୀ, ଡାହିକା, ଭଜନ, ବନ୍ଦନା ଆଦି ଲଗାଇ 'ପାଲାକୁ' ଜମକ୍ କରନ୍ତି ଓ କେତେକ ଗାୟକଙ୍କର ଅଭିଧାନ, ଅଳଙ୍କାର କାବ୍ୟନାଟକ, ଚମ୍ପୁ ଆଦିରେ ଅସାଧାରଣ ପାଣ୍ଡିତ୍ୟ ଦେଖାଯାଏ ଓ କେତେକଙ୍କଠାରେ ଆଶୁକବିତ୍ୱ ମଧ୍ୟ ଲକ୍ଷିତ ହୁଏ ।
 
'''ଓଡ଼ିଶାରେ ଖ୍ରୀଷ୍ଟ ଧର୍ମାମ୍ବଲମ୍ବି ଭାଇମାନଙ୍କଦ୍ୱାରା ମଧ୍ୟ ପାଲା ପରିବେଷଣ କରାଯାଉଅଛି, ଏହା ମଧ୍ୟ ଓଡ଼ିଶାର ପୁର ପଲ୍ଲିରେ ଆଦ୍ରୁତ, ଓଡ଼ିଶାର କଟକ ପୁରି ଖୋର୍ଧା କେନ୍ଦ୍ରାପଡା ଆଦି ଜିଲ୍ଲାରେ ବହୁ ନାମକାରୀ ଗାୟକମାନେ ଅଲ ଇଣ୍ଡିଆ ରେଡିଓ ଓ ଦୁରଦର୍ଶନରେ ପାଲା ପରିବେଷଣ କରି ଓଡ଼ିଶାର ସାହିତ୍ୟ, ସଂସ୍କୃତି ଓ କଳାକୁ ଘରେ ଘରେ ପରିଚିତ କରାଇଅଛନ୍ତି'''
 
'''ଓଡ଼ିଶାରେ [[ଖ୍ରୀଷ୍ଟ ଧର୍ମାମ୍ବଲମ୍ବିଧର୍ମ|ଖ୍ରୀଷ୍ଟ]] ଧର୍ମାବଲମ୍ବୀ ଭାଇମାନଙ୍କଦ୍ୱାରା ମଧ୍ୟ ପାଲା ପରିବେଷଣ କରାଯାଉଅଛି, ଏହା ମଧ୍ୟ ଓଡ଼ିଶାର ପୁର ପଲ୍ଲିରେପୁରପଲ୍ଲୀରେ ଆଦ୍ରୁତ, ଓଡ଼ିଶାର [[କଟକ ପୁରିଜିଲ୍ଲା|କଟକ]], ଖୋର୍ଧା[[ପୁରୀ ଜିଲ୍ଲା|ପୁରୀ]], [[ଖୋର୍ଦ୍ଧା ଜିଲ୍ଲା|ଖୋର୍ଦ୍ଧା]], [[କେନ୍ଦ୍ରାପଡ଼ା ଜିଲ୍ଲା|କେନ୍ଦ୍ରାପଡା]] ଆଦି ଜିଲ୍ଲାରେ ବହୁ ନାମକାରୀ ଗାୟକମାନେ [[ଆକାଶବାଣୀ (ରେଡ଼ିଓ ପ୍ରସାରଣ ସେବା)|ଅଲ ଇଣ୍ଡିଆ ରେଡିଓ]]ଦୁରଦର୍ଶନରେ[[ଦୂରଦର୍ଶନ|ଦୁରଦର୍ଶନ]]<nowiki/>ରେ ପାଲା ପରିବେଷଣ କରି ଓଡ଼ିଶାର ସାହିତ୍ୟ, ସଂସ୍କୃତି ଓ କଳାକୁ ଘରେ ଘରେ ପରିଚିତ କରାଇଅଛନ୍ତି''' କରାଇଛନ୍ତି ।<gallery>
ଆଧାର<gallery>
ଫାଇଲ:ପର୍ବତୀୟା ପାଲା ଦଳ, ଧର୍ମପୁର, ବାଳି , କଟକରେ ପାଲା ପରିବେଷଣ କରୁଛଂତି.jpg|Parbatiaପର୍ବଟିଆ ପାଲା ଦଳ Pala Team
ଫାଇଲ:ଧର୍ମପୁରରେ ପାଲା ପରିବେଷଣ.jpg|Mandaparaମଣ୍ଡାପରା Palaପାଲା ଦଳ Team
ଫାଇଲ:ପାଲା ପରିବେଷଣ.jpg|Ashraypurଆଶ୍ରୟପୁର Palaପାଲା Teamଦଳ
ଫାଇଲ:କଟକ ଜିଲ୍ଲାର ବାଳି ଗ୍ରାମର ଧର୍ମପୁରରେ ପାଲା ପରିବେଷଣ.jpg|Parbatiaପର୍ବଟିଆ Palaପାଲା Teamଦଳ
</gallery>
== ଆଧାର ==
"https://or.wikipedia.org/wiki/ପାଲା"ରୁ ଅଣାଯାଇଅଛି