"ପ୍ରସନ୍ନ କୁମାର ପାଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଧିକ ତଥ୍ୟ
୩୭ କ ଧାଡ଼ି:
 
== ରାଜନୈତିକ ଜୀବନ ==
ପ୍ରସନ୍ନ ୧୯୫୨ ମସିହାରେ ଓଡ଼ିଶା ରାଜନୀତିରେ ଯୋଗ ଦେଇଥିଲେ ଏବଂ ପ୍ରଜା ସ୍ୱତନ୍ତ୍ର ପାର୍ଟିର ଜଣେ କର୍ମକର୍ତ୍ତା ଭାବରେ ସେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ୪ ଥର ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
ପ୍ରସନ୍ନ
 
୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପ୍ରଜା ସ୍ୱତନ୍ତ୍ର ପାର୍ଟିର ପ୍ରାର୍ଥୀ ଭାବରେ ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।
 
ଏହାପରେ ସେ ୧୯୬୧, ୧୯୬୭ ଓ ୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ପ୍ରଜା ସ୍ୱତନ୍ତ ପାର୍ଟିର ପ୍ରାର୍ଥୀ ଭାବରେ ସେ [[ଜଳେଶ୍ୱର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)|ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀ]]<nowiki/>ରୁ ନିର୍ବାଚନ ଲଢ଼ିଥିଲେ ଏବଂ ନିର୍ବାଚନରେ ବିଜୟୀ ହୋଇ ଯଥାକ୍ରମେ [[୨ୟ ଓଡ଼ିଶା ବିଧାନ ସଭା|୨ୟ]], [[୩ୟ ଓଡ଼ିଶା ବିଧାନ ସଭା|୩ୟ]] ଓ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
 
== ଆଧାର ==